Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»13 ଜିଲ୍ଲାରୁ 90 ଆକ୍ରାନ୍ତ ଚିହ୍ନଟ
ଆଜିର ଖବର

13 ଜିଲ୍ଲାରୁ 90 ଆକ୍ରାନ୍ତ ଚିହ୍ନଟ

June 4, 2020No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର : ଆଜି 13ଟି ଜିଲ୍ଲାରୁ 90 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଖୋର୍ଦ୍ଧାରୁ ସର୍ବାଧିକ 25 ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ଗଞ୍ଜାମରୁ 22, ଢେଙ୍କାନାଳରୁ 10, ଭଦ୍ରକରୁ 9, ନୟାଗଡରୁ 7 ଓ ପୁରୀରୁ 2 ଜଣ ଚିହ୍ନଟ ହୋଇଥିବାବେଳେ ସୁନ୍ଦରଗଡ ଓ କଟକ ଜିଲ୍ଲାରୁ 5 ଜଣ ଲେଖାଏଁ ଚିହ୍ନଟ ହୋଇଛନ୍ତି । ସେହିପରି ଅନୁଗୁଳ, ବାଲେଶ୍ବର, କଳାହାଣ୍ଡି, ବରଗଡ ଓ ସମ୍ବଲପୁରରୁ ଜଣେ ଲେଖାଏଁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ନୂତନ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା 2478କୁ ବୃଦ୍ଧି ହୋଇଛି । ସେହିପରି ରାଜ୍ୟରେ ଆକ୍ଟିଭ୍‌ କେସ୍‌ 1053 ରହିଥିବାବେଳେ 1416 ଜଣ ସୁସ୍ଥ ହୋଇଛନ୍ତି ବୋଲି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।

କେଉଁ ଜିଲ୍ଲାରେ କିପରି ରହିଛି କରୋନା ସ୍ଥିତି :

ରାଜ୍ୟ ପଜିଟିଭ୍‌ ସୁସ୍ଥ ଆକ୍ଟିଭ୍‌ ମୃତ ମୃତ (ଅନ୍ୟାନ୍ୟ ରୋଗ)
ଗଞ୍ଜାମ 521 340 178 3 0
ଯାଜପୁର 290 240 50 0 0
ଖୋର୍ଦ୍ଧା 195 74 117 3 1
ବାଲେଶ୍ବର 179 132 46 0 1
କେନ୍ଦ୍ରାପଡା 161 85 76 0 0
ଭଦ୍ରକ 132 98 34 0 0
କଟକ 131 58 72 1 0
ବଲାଙ୍ଗିର 102 18 84 0 0
ପୁରୀ 98 81 17 0 0
ଜଗତସିଂହପୁର 86 31 55 0 0
ନୟାଗଡ 76 45 31 0 0
ସୁନ୍ଦରଗଡ 74 39 35 0 0
ନୂଆପଡା 60 0 60 0 0
ଗଜପତି 44 10 34 0 0
ମୟୂରଭଞ୍ଜ 35 14 21 0 0
ବୌଦ୍ଧ 34 33 1 0 0
ଦେବଗଡ 33 24 9 0 0
ଢେଙ୍କାନାଳ 31 3 28 0 0
ଅନୁଗୁଳ 30 24 6 0 0
କେଉଁଝର 30 11 19 0 0
ସୋନପୁର 25 3 22 0 0
କଳାହାଣ୍ଡି 22 15 7 0 0
କନ୍ଧମାଳ 22 5 17 0 0
ମାଲ୍‌କାନଗିରି 21 19 2 0 0
ସମ୍ବଲପୁର 16 5 11 0 0
ବରଗଡ 12 2 10 0 0
କୋରାପୁଟ 8 1 7 0 0
ଝାରସୁଗୁଡା 7 5 2 0 0
ନବରଙ୍ଗପୁର 2 1 1 0 0
ରାୟଗଡା 1 0 1 0 0
ମୋଟ୍‌ 2478 1416 1053 7 2
coronapositive khurdha
Share. Facebook Twitter LinkedIn Email WhatsApp Copy Link

Related Posts

ବିଜେପିରେ ସାମିଲି ହେଲେ ପୂର୍ବତନ ବିଧାୟକ ପ୍ରଭାତ ବିଶ୍ବାଳ, ବିଜେଡିରୁ ହୋଇଥିଲେ ନିଲମ୍ବିତ

July 12, 2026

ଓଡ଼ିଶା ବିଦ୍ୟୁତ୍ କ୍ଷେତ୍ର ପ୍ରଶାସନିକ କର୍ମଚାରୀ ସଂଘର ବାର୍ଷିକ ସାଧାରଣ ଅଧିବେଶନ ସଂକଳ୍ପ ଅନୁଷ୍ଠିତ

July 12, 2026

ଗାନ୍ଧୀନଗର ଲୋକସଭା କ୍ଷେତ୍ରରେ ଗୋଟିଏ ଦିନରେ ଏକ କୋଟିରୁ ଅଧିକ ବୃକ୍ଷରୋପଣ

July 12, 2026

ଟାଇଟଲ୍ ଦୌଡ଼ରେ ଏବେ ଚାରୋଟି ଦଳ: ଦେଖନ୍ତୁ ଫିଫା ବିଶ୍ୱକପ୍ ର ସେମିଫାଇନାଲ କାର୍ଯ୍ୟସୂଚୀ

July 12, 2026
Latest News

ବିଜେପିରେ ସାମିଲି ହେଲେ ପୂର୍ବତନ ବିଧାୟକ ପ୍ରଭାତ ବିଶ୍ବାଳ, ବିଜେଡିରୁ ହୋଇଥିଲେ ନିଲମ୍ବିତ

July 12, 2026

ଓଡ଼ିଶା ବିଦ୍ୟୁତ୍ କ୍ଷେତ୍ର ପ୍ରଶାସନିକ କର୍ମଚାରୀ ସଂଘର ବାର୍ଷିକ ସାଧାରଣ ଅଧିବେଶନ ସଂକଳ୍ପ ଅନୁଷ୍ଠିତ

July 12, 2026

ଗାନ୍ଧୀନଗର ଲୋକସଭା କ୍ଷେତ୍ରରେ ଗୋଟିଏ ଦିନରେ ଏକ କୋଟିରୁ ଅଧିକ ବୃକ୍ଷରୋପଣ

July 12, 2026

ରୁଷଠାରୁ ୪୯,୦୦୦ କୋଟିର ତେଲ କିଣିଲା ଭାରତ: ଚୀନ୍ ପରେ ହେଲା ଦ୍ୱିତୀୟ ସର୍ବାଧିକ କ୍ରେତା

July 12, 2026

ଟାଇଟଲ୍ ଦୌଡ଼ରେ ଏବେ ଚାରୋଟି ଦଳ: ଦେଖନ୍ତୁ ଫିଫା ବିଶ୍ୱକପ୍ ର ସେମିଫାଇନାଲ କାର୍ଯ୍ୟସୂଚୀ

July 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.