Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଝାଡଖଣ୍ଡ ଓ କର୍ଣ୍ଣାଟକରେ ଭୂକମ୍ପର ଝଟ୍‌କା
ଆଜିର ଖବର

ଝାଡଖଣ୍ଡ ଓ କର୍ଣ୍ଣାଟକରେ ଭୂକମ୍ପର ଝଟ୍‌କା

June 5, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link
mild Earthquake
mild Earthquake

ନୂଆଦିଲ୍ଲୀ : ଝାଡ଼ଖଣ୍ଡ ଓ କର୍ଣ୍ଣାଟକରେ ଆଜି ସକାଳୁ ଭୂକମ୍ପ ଅନୁଭୂତ ହୋଇଛି । ସକାଳ 6ଟା 55 ମିନିଟରେ ଏହି ଭୂକମ୍ପ ହୋଇଥିବାର ସୂଚନା ରହିଛି । ରିକ୍ଟର ସ୍କେଲରେ ଝାଡ଼ଖଣ୍ଡର ଜାମସେଦପୁରରେ ଭୂକମ୍ପର ତୀବ୍ରତା 4.7 ଥିବା ବେଳେ ହାମ୍ପିରେ ଏହା 4 ରହିଥିବାର ଜଣାଯାଇଛି । ତେବେ ଏହି ଦୁଇ ଅଞ୍ଚଳରେ ଭୂକମ୍ପ ଜନିତ କୌଣସି କ୍ଷୟକ୍ଷତି ହୋଇଥିବାର ସୂଚନା ମିଳିପାରିନାହିଁ ।

ଗତକାଲି ନୋଏଡାରେ ମଧ୍ୟ ଭୂକମ୍ପ ଅନୁଭୂତ ହୋଇଥିଲା । ରିକ୍ଟର ସ୍କେଲରେ ଏହାର ତୀବ୍ରତା 3.2 ଥିଲା । ଗୋଟିଏ ସପ୍ତାହରେ ନୋଏଡାରେ ଦୁଇ ଥର ଭୂକମ୍ପ ଅନୁଭୂତ ହୋଇଛି। ବିଗତ କିଛି ଦିନ ମଧ୍ୟରେ ଦିଲ୍ଲୀ-ଏନସିଆରରେ ଅନେକ ଥର ଭୂକମ୍ପ ଅନୁଭୂତ ହୋଇଛି ।

earthquake jharkhand karnataka
Share. Facebook Twitter LinkedIn Email WhatsApp Copy Link

Related Posts

NDAର ଅଂଶ ହେବ ଶରଦ ପାୱାରଙ୍କ ଦଳ?: ଫର୍ମୁଲା ଚୂଡ଼ାନ୍ତ 

July 17, 2026

ସୋନମ ୱାଙ୍ଗଚୁକଙ୍କୁ କଂଗ୍ରେସର ସମର୍ଥନ: ଜନ୍ତର ମନ୍ତରରେ ପହଞ୍ଚିଲେ ପବନ ଖେଡ଼ା

July 17, 2026

ଅଟକି ଅଟକି ପରିସ୍ରା ହେଉଛି କି?: ଶୀଘ୍ର ନିଅନ୍ତୁ ଡାକ୍ତରଙ୍କ ପରାମର୍ଶ

July 17, 2026

ଧନିଆ ଚାଷ କଲେ ୨୦ ହଜାର ଟଙ୍କା ଦେବେ ସରକାର: ଜାଣନ୍ତୁ ଲାଭ

July 17, 2026
Latest News

NDAର ଅଂଶ ହେବ ଶରଦ ପାୱାରଙ୍କ ଦଳ?: ଫର୍ମୁଲା ଚୂଡ଼ାନ୍ତ 

July 17, 2026

ସୋନମ ୱାଙ୍ଗଚୁକଙ୍କୁ କଂଗ୍ରେସର ସମର୍ଥନ: ଜନ୍ତର ମନ୍ତରରେ ପହଞ୍ଚିଲେ ପବନ ଖେଡ଼ା

July 17, 2026

ଅଟକି ଅଟକି ପରିସ୍ରା ହେଉଛି କି?: ଶୀଘ୍ର ନିଅନ୍ତୁ ଡାକ୍ତରଙ୍କ ପରାମର୍ଶ

July 17, 2026

ଧନିଆ ଚାଷ କଲେ ୨୦ ହଜାର ଟଙ୍କା ଦେବେ ସରକାର: ଜାଣନ୍ତୁ ଲାଭ

July 17, 2026

ସବୁଜ ରେଳ ପରିବହନର ନୂଆ ଅଧ୍ୟାୟ: ଧୂଆଁମୁକ୍ତ ହାଇଡ୍ରୋଜେନ୍ ଶକ୍ତିରେ ଚାଲିବ ନୂଆ ଟ୍ରେନ୍

July 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.