Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଜ୍ୟରେ ଆଉ ଏକ ମୁଣ୍ଡ ନେଲା କରୋନା
ଆଜିର ଖବର

ରାଜ୍ୟରେ ଆଉ ଏକ ମୁଣ୍ଡ ନେଲା କରୋନା

June 5, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର : ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ମୃତକ ଜଣକ ହେଉଛନ୍ତି ଖୋର୍ଦ୍ଧା ଜିଲ୍ଲାର 63 ବର୍ଷୀୟ ବ୍ୟକ୍ତି ହୋଇଥିବାର ସୂଚନା ରହିଛି । ରାଜ୍ୟରରେ କରୋନା ଜନିତ ମୃତ୍ୟୁ ସଂଖ୍ୟା 8କୁ ବୃଦ୍ଧି ହୋଇଛି ।

ଆଜି ରାଜ୍ୟରେ 130 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା 2608ରେ ପହଞ୍ଚିଥିବାବେଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା 1117 ରହିଛି । ସେହିପରି ରାଜ୍ୟରେ 1481ଜଣ ସୁସ୍ଥ ହୋଇଥିବାବେଳେ ରାଜ୍ୟରେ ମୃତ୍ୟୁ ସଂଖ୍ୟା 8କୁ ବୃଦ୍ଧି ହୋଇଛି । ସେହିପରି ଆଉ 2 ଜଣ କରୋନାରେ ଆକ୍ରାନ୍ତ ହୋଇଥିଲେ ମଧ୍ୟ କରୋନା ଯୋଗୁ ସେମାନଙ୍କର ମୃତ୍ୟୁ ଘଟି ନ ଥିବା ସୂଚନା ଦିଆଯାଇଛି।

coronadeath khurdha
Share. Facebook Twitter LinkedIn Email WhatsApp Copy Link

Related Posts

କୋରାପୁଟରେ ବୈଷୟିକ ଶିକ୍ଷାର ନୂଆ ଅଧ୍ୟାୟ: ମନ୍ତ୍ରୀଙ୍କ ଉପସ୍ଥିତିରେ ଦୁଇଟି ଏମଓୟୁ ସ୍ବାକ୍ଷରିତ

August 17, 2026

“ମୋତେ ବିଜେପିରୁ ଅଫର ମିଳିଥିଲା”: ଶତ୍ରୁଘ୍ନ ସିହ୍ନାଙ୍କ ବଡ଼ ଦାବି

August 17, 2026

ଆଜି ସାତୋଟି ରାଶି ପାଇଁ ରହିଛି ପ୍ରବଳ ଧନ ଯୋଗ: ଜାଣନ୍ତୁ ଅଗଷ୍ଟ ୧୭ ରାଶିଫଳ

August 17, 2026

ଭଦ୍ରକରେ ବନ୍ୟା ସ୍ଥିତି ଗମ୍ଭୀର, ୧.୦୭ ଲକ୍ଷ ଲୋକ ସ୍ଥାନାନ୍ତର

August 17, 2026
Latest News

କୋରାପୁଟରେ ବୈଷୟିକ ଶିକ୍ଷାର ନୂଆ ଅଧ୍ୟାୟ: ମନ୍ତ୍ରୀଙ୍କ ଉପସ୍ଥିତିରେ ଦୁଇଟି ଏମଓୟୁ ସ୍ବାକ୍ଷରିତ

August 17, 2026

“ମୋତେ ବିଜେପିରୁ ଅଫର ମିଳିଥିଲା”: ଶତ୍ରୁଘ୍ନ ସିହ୍ନାଙ୍କ ବଡ଼ ଦାବି

August 17, 2026

ପାନୀୟ ଜଳ ଯୋଗାଣ ଲାଗି ରେଳବାଇର ତତ୍କାଳ ପଦକ୍ଷେପ

August 17, 2026

ଅଟଳ ବିହାରୀ ବାଜପେୟୀଙ୍କ ପୁଣ୍ୟତିଥିରେ ୨୧ ଫୁଟ ଉଚ୍ଚ ପ୍ରତିମୂର୍ତ୍ତି ଉନ୍ମୋଚନ କଲେ ଗୃହମନ୍ତ୍ରୀ

August 17, 2026

ଆଜି ସାତୋଟି ରାଶି ପାଇଁ ରହିଛି ପ୍ରବଳ ଧନ ଯୋଗ: ଜାଣନ୍ତୁ ଅଗଷ୍ଟ ୧୭ ରାଶିଫଳ

August 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.