Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମର୍ମନ୍ତୁଦ ସଡକ ଦୁର୍ଘଟଣା : ଗୋଟିଏ ପରିବାରର 9ଜଣ ସଦସ୍ୟଙ୍କ ମୃତ୍ୟୁ
ଆଜିର ଖବର

ମର୍ମନ୍ତୁଦ ସଡକ ଦୁର୍ଘଟଣା : ଗୋଟିଏ ପରିବାରର 9ଜଣ ସଦସ୍ୟଙ୍କ ମୃତ୍ୟୁ

June 5, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଲକ୍ଷ୍ନୌ : ଉତ୍ତରପ୍ରଦେଶର ପ୍ରତାପଗଡ଼ ଜିଲ୍ଲାରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି । ଏହି ଭୟଙ୍କର ଦୁର୍ଘଟଣାରେ 9 ଜଣଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ସମସ୍ତ ମୃତ ବ୍ୟକ୍ତି ଗୋଟିଏ ପରିବାରର ବୋଲି କୁହାଯାଉଛି। ମୃତ ବ୍ୟକ୍ତିଙ୍କ ମଧ୍ୟରେ ତିନି ଜଣ ମହିଳା ଏବଂ ଗୋଟିଏ ଶିଶୁ ରହିଛନ୍ତି

ଲକ୍ଷ୍ନୌ- ପ୍ରୟାଗରାଜ ରାସ୍ତାରେ ପ୍ରତାପଗଡ ଜିଲ୍ଲାର ନବାବଗଞ୍ଜ ପୋଲିସ ଷ୍ଟେସନ ଅଞ୍ଚଳର ୱାଜିଦପୁରର ପାରାଗ ନାଗରରେ ଏହି ଦୁର୍ଘଟଣା ଘଟିଛି । ଶୁକ୍ରବାର ସକାଳ ପ୍ରାୟ 5.30 ସମୟରେ ଟ୍ରକ୍ ଏବଂ ସ୍କର୍ପିଓ ମୁହାଁମୁହିଁ ଧକ୍କା ହୋଇଥିଲା। ଏହି ଘଟଣାରେ 9 ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ଜଣେ ଗୁରୁତରଙ୍କୁ ଲକ୍ଷ୍ନୌ ମେଡ଼ିକାଲକୁ ସ୍ଥାନାନ୍ତର କରାଯାଇଛି । ଘଟଣାସ୍ଥଳରେ ପହଞ୍ଚିଥିବା ପୋଲିସ ମୃତଦେହକୁ ଜବତ କରି ତଦନ୍ତ ଆରମ୍ଭ କରିଛି। ମୃତକଙ୍କ ମଧ୍ୟରେ ପାଞ୍ଚଜଣ ପୁରୁଷ, ତିନିଜଣ ମହିଳା ଓ ଜଣେ ଶିଶୁ ରହିଛନ୍ତି । ସ୍ଥାନୀୟ ପୋଲିସ୍‌ର ସୂଚନାନୁସାରେ ହରିୟାଣାରୁ ବିହାରକୁ ଯାଉଥିଲା ଏହି ସ୍କର୍ଫିଓଟି । ସମସ୍ତ ବ୍ୟକ୍ତି ବିହାରର ଭୋଜପୁର ଜିଲ୍ଲାର ବୋଲି ସୂଚନା ରହିଛି । (ଏଜେନ୍ସି)

accident acidattack
Share. Facebook Twitter LinkedIn Email WhatsApp Copy Link

Related Posts

ବୃଦ୍ଧଙ୍କୁ ଗଳା କାଟି ହତ୍ୟା

April 28, 2026

ଯୁବକକୁ ମରଣାନ୍ତକ ଆକ୍ରମଣ

April 28, 2026

ମାଙ୍ଗାଲୁରୁ ପ୍ରେସରକୁକର ବିସ୍ଫୋରଣ ମାମଲା: ଆତଙ୍କୀକୁ ୧୦ ବର୍ଷ ଜେଲଦଣ୍ଡ

April 28, 2026

ମହାରାଷ୍ଟ୍ର ମନ୍ତ୍ରୀ ନିତେଶ ରାଣେଙ୍କୁ ମିଳିପାରେ ଜେଲ୍ ଦଣ୍ଡ ! କାଦୁଅ ଫିଙ୍ଗା ମାମଲାରେ କୋର୍ଟ ଶୁଣାଇଲେ ସଜ୍ଜା

April 28, 2026
Latest News

ବୃଦ୍ଧଙ୍କୁ ଗଳା କାଟି ହତ୍ୟା

April 28, 2026

ଯୁବକକୁ ମରଣାନ୍ତକ ଆକ୍ରମଣ

April 28, 2026

ମାଙ୍ଗାଲୁରୁ ପ୍ରେସରକୁକର ବିସ୍ଫୋରଣ ମାମଲା: ଆତଙ୍କୀକୁ ୧୦ ବର୍ଷ ଜେଲଦଣ୍ଡ

April 28, 2026

ମହାରାଷ୍ଟ୍ର ମନ୍ତ୍ରୀ ନିତେଶ ରାଣେଙ୍କୁ ମିଳିପାରେ ଜେଲ୍ ଦଣ୍ଡ ! କାଦୁଅ ଫିଙ୍ଗା ମାମଲାରେ କୋର୍ଟ ଶୁଣାଇଲେ ସଜ୍ଜା

April 28, 2026

ଜାତିସଂଘରେ ଆମେରିକା – ଇରାନ ମୁହାଁମୁହିଁ

April 28, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.