Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଓଡିଶା ଶ୍ରମିକ ସ୍ପେସିଆଲ୍‌ ଟ୍ରେନ୍‌ରେ ଆଉ ଜଣେ ମହିଳାଙ୍କ ପ୍ରସବ
ଆଜିର ଖବର

ଓଡିଶା ଶ୍ରମିକ ସ୍ପେସିଆଲ୍‌ ଟ୍ରେନ୍‌ରେ ଆଉ ଜଣେ ମହିଳାଙ୍କ ପ୍ରସବ

June 5, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର : ଓଡିଶା ଆସୁଥିବା ଏକ ଶ୍ରମିକ ସ୍ପେସିଆଲ୍‌ ଟ୍ରେନ୍‌ରେ ଆଉ ଜଣେ ମହିଳା ପ୍ରସବ କରିଛନ୍ତି । ଶୁକ୍ରବାର ସକାଳୁ ଟିଟଲାଗଡ ରେଳ ଷ୍ଟେସନ୍‌ରେ ଜଣେ ମହିଳା ଏକ ଶିଶୁ ପୁତ୍ରକୁ ଜନ୍ମ ଦେଇଛନ୍ତି । ଉକ୍ତ ମହିଳା ଜଣକ ହେଉଛନ୍ତି ବଲାଙ୍ଗୀରର ଥୋଡିବାହାଲ ଗ୍ରାମର ମୀନା କୁମ୍ଭାର (19) । ମୀନା ଏକ ଶ୍ରମିକ ସ୍ପେସିଆଲ ଟ୍ରେନ୍‌ରେ ଲିଙ୍ଗମପଲ୍ଲୀରୁ ବଲାଙ୍ଗୀର ଫେରୁଥିବା ବେଳେ ଟିଟିଲାଗଡରେ ଭୋର୍‌ 5.40ରେ ପ୍ରସବ ହୋଇଥିଲା ।

ଟିଟିଲାଗଡ ଷ୍ଟେସନ୍‌ରେ ନବଜାତକଙ୍କ ପାଇଁ ଚିକିତ୍ସା ବ୍ୟବସ୍ଥା କରାଯାଇଥିବା ବେଳେ ଜନନୀ ଆମ୍ବୁଲାନ୍ସରେ ମହିଳା ଏବଂ ନବଜାତ ଶିଶୁଙ୍କୁ ଡାକ୍ତରଖାନା ନିଆଯାଇଥିଲା । ନବଜାତର ସ୍ବାସ୍ଥ୍ୟାବସ୍ଥା ସ୍ଥିର ରହିଥିବା ନେଇ ସୂଚନା ମିଳିଛି । ଉଲ୍ଲେଖଯୋଗ୍ୟ ଯେ, ପୂର୍ବତଟ ରେଳବାଇରେ ଏହା ତୃତୀୟ ଘଟଣା ହୋଇଥିବା ବେଳେ ଭାରତ ବର୍ଷରେ ଏହା 37 ତମ ଘଟଣା ।

delivery titlagarh
Share. Facebook Twitter LinkedIn Email WhatsApp Copy Link

Related Posts

ଶିଳ୍ପମନ୍ତ୍ରୀଙ୍କ ସହ ସୌଜନ୍ୟମୂଳକ ସାକ୍ଷାତ କଲେ କୋଲକାତାସ୍ଥିତ ଅଷ୍ଟ୍ରେଲିଆର କନସୁଲ ଜେନେରାଲ

March 18, 2026

ସୁଲଭ ଦରରେ ଅତି ଗରିବ ଲୋକଙ୍କ ସେବା ପାଇଁ ସରକାର ସଂକଳ୍ପବଦ୍ଧ: ରେଳ ମନ୍ତ୍ରୀ

March 18, 2026

କୃଷକଙ୍କ ଆୟ ଓ ନିରାପତ୍ତା ଉଭୟର ଗ୍ୟାରେଣ୍ଟି: ଲୋକସଭାରେ କେନ୍ଦ୍ର କୃଷିମନ୍ତ୍ରୀ

March 18, 2026

ଆଜି ହେଉଛି ମାର୍ଚ୍ଚ ୧୮ ତାରିଖ ବୁଧବାର: ଏହି ରାଶିର ବ୍ୟକ୍ତିମାନଙ୍କୁ ମିଳିବ ଭଲ ଖବର

March 18, 2026
Latest News

ଶିଳ୍ପମନ୍ତ୍ରୀଙ୍କ ସହ ସୌଜନ୍ୟମୂଳକ ସାକ୍ଷାତ କଲେ କୋଲକାତାସ୍ଥିତ ଅଷ୍ଟ୍ରେଲିଆର କନସୁଲ ଜେନେରାଲ

March 18, 2026

ସୁଲଭ ଦରରେ ଅତି ଗରିବ ଲୋକଙ୍କ ସେବା ପାଇଁ ସରକାର ସଂକଳ୍ପବଦ୍ଧ: ରେଳ ମନ୍ତ୍ରୀ

March 18, 2026

କୃଷକଙ୍କ ଆୟ ଓ ନିରାପତ୍ତା ଉଭୟର ଗ୍ୟାରେଣ୍ଟି: ଲୋକସଭାରେ କେନ୍ଦ୍ର କୃଷିମନ୍ତ୍ରୀ

March 18, 2026

୧୨,୦୦୦ ରୁ ଅଧିକ ଚଢାଉ: ୧୫,୦୦୦ ରୁ ଅଧିକ ଏଲପିଜି ସିଲିଣ୍ଡର ଜବତ

March 18, 2026

ଆଜି ହେଉଛି ମାର୍ଚ୍ଚ ୧୮ ତାରିଖ ବୁଧବାର: ଏହି ରାଶିର ବ୍ୟକ୍ତିମାନଙ୍କୁ ମିଳିବ ଭଲ ଖବର

March 18, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.