Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଦୁର୍ଘଟଣାରେ ବାଇକ୍‌ ଆରୋହୀ ମୃତ
ଆଜିର ଖବର

ଦୁର୍ଘଟଣାରେ ବାଇକ୍‌ ଆରୋହୀ ମୃତ

June 5, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରଓ୍ବାଲ
ଟାଙ୍ଗୀ: ଟାଙ୍ଗୀ ଥାନା ୧୬ ନଂ ଜାତୀୟ ରାଜପଥର କୁହୁଡି ଫାଣ୍ଡି ନିକଟରେ ଏକ ବାଇକ୍ ଦୁର୍ଘଟଣାରେ ଜଣେ ବାଇକ୍ ଆରୋହୀଙ୍କର ମୃତ୍ୟୁ ଘଟିଛି। ମୃତକ ଜଣକ ନୟାଗଡ ଜିଲ୍ଲା ଇଟାମାଟି ଗ୍ରାମର ମଦନମୋହନ ସେଠୀ(୪୫) ବୋଲି ଜଣାପଡିଛି। ମାଛ ବ୍ୟବସାୟ କରିବା ପାଇଁ ବାଲୁଗାଁରୁ ଇଟାମାଟିକୁ ଫେରୁଥିବା ବେଳେ ଏକ ଅଜଣା କାର୍ ଫାଣ୍ଡି ସମ୍ମୁଖରେ ତାଙ୍କ ବାଇକ୍କୁ ଧକ୍କା ଦେଇଥିଲା। ଫଳରେ ସେଠାରେ ସେ ଗୁରୁତର ହୋଇ ପଡିଥିଲେ।

ସ୍ଥାନୀୟ ଫାଣ୍ଡି ପୋଲିସ ଖବର ପାଇ ଗୁରୁତର ଆହତ ମଦନମୋହଙ୍କୁ ନିଜ ଭ୍ୟାନରେ ଟାଙ୍ଗୀ ସ୍ୱାସ୍ଥ୍ୟ କେନ୍ଦ୍ରକୁ ନେଇଥିଲେ। ତେବେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଦୁର୍ଘଟଣା ଘଟାଇ ଫେରାର ହୋଇ ଯାଇଥିବା କାରର କୌଣସି ପତ୍ତା ମିଳିନାହିଁ। ପୋଲିସ୍‌ ଶବ ଜବତ କରିବା ସହିତ ଘଟଣାର ତଦନ୍ତ ଜାରି ରଖିଛି।

accident
Share. Facebook Twitter LinkedIn Email WhatsApp Copy Link

Related Posts

ଆଜିଠାରୁ ଅଗଷ୍ଟ ୧୪ ଯାଏଁ ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା ପାଇଁ ଆବେଦନ

July 15, 2026

ବିଶ୍ୱପ୍ରସିଦ୍ଧ ରଥଯାତ୍ରା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ କଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ

July 15, 2026

କୋଭିଡ-୧୯ ର କୌଣସି ଗୁଜବ କିମ୍ବା ଅପପ୍ରଚାରରେ ଭୟଭୀତ ନହୋଇ ସଚେତନ ରହିବାକୁ ଅପିଲ

July 15, 2026

ପ୍ରଥମ ତ୍ରୈମାସିକରେ ଇଣ୍ଡିଆ ପୋଷ୍ଟର ୪,୦୦୦ କୋଟିରୁ ଅଧିକ ଆୟ

July 15, 2026
Latest News

ଆଜିଠାରୁ ଅଗଷ୍ଟ ୧୪ ଯାଏଁ ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା ପାଇଁ ଆବେଦନ

July 15, 2026

ବିଶ୍ୱପ୍ରସିଦ୍ଧ ରଥଯାତ୍ରା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ କଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ

July 15, 2026

କୋଭିଡ-୧୯ ର କୌଣସି ଗୁଜବ କିମ୍ବା ଅପପ୍ରଚାରରେ ଭୟଭୀତ ନହୋଇ ସଚେତନ ରହିବାକୁ ଅପିଲ

July 15, 2026

ପ୍ରଥମ ତ୍ରୈମାସିକରେ ଇଣ୍ଡିଆ ପୋଷ୍ଟର ୪,୦୦୦ କୋଟିରୁ ଅଧିକ ଆୟ

July 15, 2026

ଶିକ୍ଷକ ପ୍ରମୋଦ କୁମାର ସାହୁ ପାଇଲେ ଶିକ୍ଷା ରତ୍ନ ସମ୍ମାନ

July 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.