Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବିଜେପି ନେତ୍ରୀଙ୍କ ଅଶାଳୀନ ବ୍ୟବହାର : ବଜାର କମିଟି ସମ୍ପାଦକଙ୍କୁ ଚପଲରେ ଆକ୍ରମଣ
ଆଜିର ଖବର

ବିଜେପି ନେତ୍ରୀଙ୍କ ଅଶାଳୀନ ବ୍ୟବହାର : ବଜାର କମିଟି ସମ୍ପାଦକଙ୍କୁ ଚପଲରେ ଆକ୍ରମଣ

June 5, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

କର୍ଣ୍ଣାଲ : ହରିୟାଣାରେ ବିଜେପି ନେତ୍ରୀଙ୍କ ଅଶାଳୀନ ବ୍ୟବହାର ସମ୍ମୁଖକୁ ଆସିଛି । ହରିୟାଣାର ବିଜେପି ବିଧାୟକ ପ୍ରାର୍ଥୀ ତଥା ଟିକ୍‌ଟକ୍‌ ଷ୍ଟାର ସୋନାଲି ଫୋଗତ ଜଣେ ବଜାର କମିଟି ସମ୍ପାଦକଙ୍କୁ ଚପଲରେ ମାଡ ମାରିଛନ୍ତି । ହିସାରର ବଲସାମଣ୍ଡ ମଣ୍ଡିରେ ବଜାର କମିଟି ସମ୍ପାଦକ ସୁଲତାନ ସିଂଙ୍କୁ ଚପଲରେ ମାଡ ମାରିଥିଲେ । ତେବେ ଉକ୍ତ ଘଟଣା ଘଟିବା ସମୟରେ ପୋଲିସ୍‌ କର୍ମୀ ଉପସ୍ଥିତ ରହିଥିଲେ ମଧ୍ୟ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିନଥିଲେ । ଘଟଣା ସମ୍ପର୍କରେ ସମ୍ପୂର୍ଣ୍ଣ ସୂଚନା ମିଳିନଥିବା ବେଳେ ପୋଲିସକୁ ସୁଲତାନଙ୍କ ବିରୋଧରେ ମାମଲା ରୁଜୁ କରିବା ପାଇଁ ନିର୍ଦ୍ଦେଶ ଦେଉଛନ୍ତି ସୋନାଲି । ଏହା ସହିତ ତୁମେ ବଞ୍ଚିବା ଅନୁଚିତ ବୋଲି ମଧ୍ୟ ସୋନାଲି କହୁଥିବାର ନଜର ଆସିଛନ୍ତି ।

ଉଲ୍ଲେଖଯୋଗ୍ୟ ଯେ, ସୋନାଲୀ ଫୋଗତ 2019 ହରିୟାଣା ବିଧାନସଭା ନିର୍ବାଚନରେ ବିଜେପି ଟିକେଟରୁ ନିର୍ବାଚନ ଲଢିଥିଲେ । ମଣ୍ଡି ଆଦମପୁରରୁ ନିର୍ବାଚନ ଲଢିଥିବା ଫୋଗତ୍‌ କୁଲ୍‌ଦନୀପ ବିଷ୍ଣୋଇଙ୍କ ନିକଟରୁ ପରାଜିତ ହୋଇଥିଲେ । (ଏଜେନ୍ସି)

BJP
Share. Facebook Twitter LinkedIn Email WhatsApp Copy Link

Related Posts

ଜିମ୍ବାୱେକୁ 72 ରନରେ ପରାସ୍ତ କରି ସେମିଫାଇନାଲର ରାସ୍ତା ସହଜ କଲା ଭାରତ

February 26, 2026

ଏଆଇ ମାଧ୍ୟମରେ ଭାରତୀୟ ସ୍ୱାସ୍ଥ୍ୟସେବାରେ ପରିବର୍ତ୍ତନ 

February 26, 2026

ରାଜ୍ୟ ନୀତି ଆୟୋଗ ନୋଡାଲ ଅଫିସରଙ୍କ ନାକଟିଦେଉଳ ବ୍ଲକ ପରିଦର୍ଶନ

February 26, 2026

ନୂଆଦିଲ୍ଲୀରେ ନୂଆ ଓଡିଶା ଭବନର ଭିତ୍ତିପ୍ରସ୍ତାର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

February 26, 2026
Latest News

ଜିମ୍ବାୱେକୁ 72 ରନରେ ପରାସ୍ତ କରି ସେମିଫାଇନାଲର ରାସ୍ତା ସହଜ କଲା ଭାରତ

February 26, 2026

ଏଆଇ ମାଧ୍ୟମରେ ଭାରତୀୟ ସ୍ୱାସ୍ଥ୍ୟସେବାରେ ପରିବର୍ତ୍ତନ 

February 26, 2026

ରାଜ୍ୟ ନୀତି ଆୟୋଗ ନୋଡାଲ ଅଫିସରଙ୍କ ନାକଟିଦେଉଳ ବ୍ଲକ ପରିଦର୍ଶନ

February 26, 2026

ନୂଆଦିଲ୍ଲୀରେ ନୂଆ ଓଡିଶା ଭବନର ଭିତ୍ତିପ୍ରସ୍ତାର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

February 26, 2026

ସାରା ଦେଶରେ ଯାତ୍ରୀ ଟର୍ମିନାଲର କ୍ଷମତା ବୃଦ୍ଧି ପାଇଁ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଲେ ରେଳ ମନ୍ତ୍ରୀ

February 26, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.