Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଗଞ୍ଜାମରେ ଦୁଇଟି ନକଲି ଗୁଟ୍‌ଖା କାରଖାନା ଠାବ : 25 ଲକ୍ଷ ଟଙ୍କାର ଗୁଟ୍‌ଖା ଜବତ
ଆଜିର ଖବର

ଗଞ୍ଜାମରେ ଦୁଇଟି ନକଲି ଗୁଟ୍‌ଖା କାରଖାନା ଠାବ : 25 ଲକ୍ଷ ଟଙ୍କାର ଗୁଟ୍‌ଖା ଜବତ

June 5, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ହେମାଙ୍ଗ ପ୍ରସାଦ ରାଉଳ
ବ୍ରହ୍ମପୁର : ଦୁଇଟି ନକଲି ଗୁଟ୍‌ଖା କାରଖାନା ଠାବ କରିବା ସହିତ 25 ଲକ୍ଷ ଟଙ୍କାର ନକଲି ଗୁଟ୍‌ଖା ଜବତ କରିଛି ପୋଲିସ୍‌ । ଗଞ୍ଜାମର ବାଲିସାହି ଏବଂ ବାଘୁଆପାଲି ଗ୍ରାମରେ ରହିଥିବା ଏହି ଦୁଇଟି ନକଲି ଜର୍ଦ୍ଦା କାରଖାନା ଉପରେ ଚଢାଉ କରାଯିବା ସହିତ ବିପୁଳ ପରିମାଣରେ ଗୁଟ୍‌ଖା ଜବତ କରାଯାଇଛି । ବିଶ୍ବସ୍ତ ସୂତ୍ରରୁ ସୂଚନା ମିଳିବା ପରେ ଗଙ୍ଗାପୁର ପୋଲିସ୍‌ ପକ୍ଷରୁ ଚଢାଉ କରାଯାଇଥିଲା । ଚଢାଉ ସମୟରେ ମାଛ ଏବଂ ଶାମୁକା ବ୍ରାଣ୍ଡର ବିପୁଳ ଗୁଟ୍‌ଖା ସହିତ କଞ୍ଚାମାଲ ଏବଂ କଞ୍ଚାମାଲ ଜବତ କରାଯାଇଥିଲା । ଜବତ ଗୁଟ୍‌ଖାର ମୂଲ୍ୟ 25 ଲକ୍ଷରୁ ଅଧିକ ହେବ ବୋଲି ପୋଲିସ୍‌ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

Ganjam gutkha
Share. Facebook Twitter LinkedIn Email WhatsApp Copy Link

Related Posts

ଓଡ଼ିଶା ସ୍କୁଲ କଲେଜ ଶିକ୍ଷକ ଓ କର୍ମଚାରୀ ସମନ୍ୱୟ ସମିତି ତରଫରୁ ରାଜ୍ୟ ବିଜେପି ସଭାପତିଙ୍କୁ ସ୍ମାରକପତ୍ର ପ୍ରଦାନ

August 6, 2025

ରାଜ୍ୟ ସରକାରଙ୍କ ବଡ ନିଷ୍ପତ୍ତି: ବାଣିଜ୍ୟିକ ପ୍ରତିଷ୍ଠାନର ଫଳକରେ ଓଡ଼ିଆ ଲେଖାକୁ କଲେ ବାଧ୍ୟତାମୂଳକ

August 6, 2025

କର୍ତ୍ତବ୍ୟ ଭବନକୁ ରାଷ୍ଟ୍ର ଉଦ୍ଦେଶ୍ୟରେ ଲୋକାର୍ପିତ କଲେ ପ୍ରଧାନମନ୍ତ୍ରୀ

August 6, 2025

ଏଲଏଚବି ସହ ଚଳାଚଳ କରିବ ଭୁବନେଶ୍ୱର-ଜୁନାଗଡ଼ ରୋଡ୍ -ଭୁବନେଶ୍ୱର ସୁପର ଫାଷ୍ଟ ଏକ୍ସପ୍ରେସ 

August 6, 2025
Latest News

ଓଡ଼ିଶା ସ୍କୁଲ କଲେଜ ଶିକ୍ଷକ ଓ କର୍ମଚାରୀ ସମନ୍ୱୟ ସମିତି ତରଫରୁ ରାଜ୍ୟ ବିଜେପି ସଭାପତିଙ୍କୁ ସ୍ମାରକପତ୍ର ପ୍ରଦାନ

August 6, 2025

ରାଜ୍ୟ ସରକାରଙ୍କ ବଡ ନିଷ୍ପତ୍ତି: ବାଣିଜ୍ୟିକ ପ୍ରତିଷ୍ଠାନର ଫଳକରେ ଓଡ଼ିଆ ଲେଖାକୁ କଲେ ବାଧ୍ୟତାମୂଳକ

August 6, 2025

ଭାରତଠାରୁ ୫୦ ପ୍ରତିଶତ ଶୁଳ୍କ ଆଦାୟ କରିବ ଆମେରିକା: ଏହି କାରଣରୁ ଜରିମାନା ଲଗାଇଲେ ଡୋନାଲ୍ଡ ଟ୍ରମ୍ପ 

August 6, 2025

କର୍ତ୍ତବ୍ୟ ଭବନକୁ ରାଷ୍ଟ୍ର ଉଦ୍ଦେଶ୍ୟରେ ଲୋକାର୍ପିତ କଲେ ପ୍ରଧାନମନ୍ତ୍ରୀ

August 6, 2025

ଏଲଏଚବି ସହ ଚଳାଚଳ କରିବ ଭୁବନେଶ୍ୱର-ଜୁନାଗଡ଼ ରୋଡ୍ -ଭୁବନେଶ୍ୱର ସୁପର ଫାଷ୍ଟ ଏକ୍ସପ୍ରେସ 

August 6, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.