Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କଳିଙ୍ଗା ଘାଟିରେ ବସ୍‌ ଟ୍ରକ୍‌ ମୁହାଁମୁହିଁ ଧକ୍କା : 5 ଆହତ
ଆଜିର ଖବର

କଳିଙ୍ଗା ଘାଟିରେ ବସ୍‌ ଟ୍ରକ୍‌ ମୁହାଁମୁହିଁ ଧକ୍କା : 5 ଆହତ

June 6, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ରାଜକିଶୋର ବିଶୋୟୀ
ଭଞ୍ଜନଗର : ଗଞ୍ଜାମ ଜିଲ୍ଲା କଳିଙ୍ଗା ଘାଟିରେ ପୁଣି ଦୁର୍ଘଟଣା । ଏକ ଯାତ୍ରୀବାହୀ ବସ ସହ ଏକ ଚାଉଳ ବୋଝେଇ ଟ୍ରକ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ 5 ଜଣ ଆହତ ହୋଇଛନ୍ତି । ସମସ୍ତ ଆହତଙ୍କୁ ଭଞ୍ଜନଗର ମେଡିକାଲରେ ଭର୍ତ୍ତି କରାଯାଇଛି । ଶୁକ୍ରବାର ବିଳମ୍ବିତ ରାତିରେ ଏହି ଦୁର୍ଘଟଣା ଘଟିଥିଲା । ଭଞ୍ଜନଗର ପୋଲିସ ଘଟଣା ସ୍ଥଳରେ ପହଞ୍ଚି ଆହତଙ୍କୁ ଉଦ୍ଧାର କରିବା ସହ ବସରେ ବସିଥିବା ଅନ୍ୟ ଯାତ୍ରୀ ମାନଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରିଥିଲା । ସୂଚନା ଅନୁଯାୟୀ ବସ୍‌ଟି ବ୍ରହ୍ମପୁରରୁ ଭଞ୍ଜନଗର ଦେଇ ବଲାଙ୍ଗୀର ଅଭିମୁଖେ ଯାଉଥିଲା । ବିପରୀତ ଦିଗରୁ ଆସୁଥିବା ଟ୍ରକଟି ମୁହାଁମୁହିଁ ଧକ୍କା ଦେବାରୁ ଉଭୟ ଗାଡି ଓଲଟି ପଡିଥିଲା । ଅନ୍ୟ ଏକ ଗାଡି ସାହାଯ୍ୟରେ ଯାତ୍ରୀ ମାନଙ୍କୁ ଗନ୍ତବ୍ୟ ସ୍ଥଳରେ ପହଞ୍ଚା ଯାଇଥିଲା ।

accident bus truck
Share. Facebook Twitter LinkedIn Email WhatsApp Copy Link

Related Posts

କ୍ୟୁଏସ୍ ୱାର୍ଲ୍ଡ ୟୁନିଭର୍ସିଟି ର‌୍ୟାଙ୍କିଙ୍ଗସ୍‌-୨୦୨୬: ମହତ୍ୱପୂ୍‌ର୍ଣ୍ଣ ସ୍ଥାନରେ ସୋଆ

April 1, 2026

ଗ୍ରୀଷ୍ମ ଋତୁରେ ଯାତ୍ରୀ ଚାହିଦା ପୂରଣ ପାଇଁ ସ୍ୱତନ୍ତ୍ର ଟ୍ରେନ୍ ଗୁଡିକର ସେବାରେ ସମ୍ପ୍ରସାରଣ

April 1, 2026

ଚଣ୍ଡିଗଡ଼: ବିଜେପି କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ

April 1, 2026

ଭୁବନେଶ୍ୱର ରେ VFS ଗ୍ଲୋବାଲ ଭିସା ଆବେଦନ କେନ୍ଦ୍ର ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

April 1, 2026
Latest News

କ୍ୟୁଏସ୍ ୱାର୍ଲ୍ଡ ୟୁନିଭର୍ସିଟି ର‌୍ୟାଙ୍କିଙ୍ଗସ୍‌-୨୦୨୬: ମହତ୍ୱପୂ୍‌ର୍ଣ୍ଣ ସ୍ଥାନରେ ସୋଆ

April 1, 2026

ପଣ୍ଡିତ ଦୀନଦୟାଲ ଉପାଧ୍ୟାୟ ପ୍ରଶିକ୍ଷଣ ମହାଅଭିଯାନ’ ର ସିଦ୍ଧେଶ୍ୱରୀ ମଣ୍ଡଳ ପ୍ରଶିକ୍ଷଣ ବର୍ଗ ଉଦଘାଟିତ

April 1, 2026

ଗ୍ରୀଷ୍ମ ଋତୁରେ ଯାତ୍ରୀ ଚାହିଦା ପୂରଣ ପାଇଁ ସ୍ୱତନ୍ତ୍ର ଟ୍ରେନ୍ ଗୁଡିକର ସେବାରେ ସମ୍ପ୍ରସାରଣ

April 1, 2026

ଚଣ୍ଡିଗଡ଼: ବିଜେପି କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ

April 1, 2026

ଭୁବନେଶ୍ୱର ରେ VFS ଗ୍ଲୋବାଲ ଭିସା ଆବେଦନ କେନ୍ଦ୍ର ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

April 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.