Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବିଶାଖାପଟ୍ଟନମ୍‌ ଗୁପ୍ତଚର ଘଟଣା : ମାଷ୍ଟରମାଇଣ୍ଡ ଅବ୍‌ଦୁଲ୍‌ ରେହମାନ୍‌କୁ ଗିରଫ କଲା ଏନ୍‌ଆଇଏ
ଆଜିର ଖବର

ବିଶାଖାପଟ୍ଟନମ୍‌ ଗୁପ୍ତଚର ଘଟଣା : ମାଷ୍ଟରମାଇଣ୍ଡ ଅବ୍‌ଦୁଲ୍‌ ରେହମାନ୍‌କୁ ଗିରଫ କଲା ଏନ୍‌ଆଇଏ

June 6, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ମୁମ୍ବାଇ : ବିଶାଖାପଟ୍ଟନମ୍‌ ଗୁପ୍ତଚର ଘଟଣାର ମାଷ୍ଟର ମାଇଣ୍ଡକୁ ଗିରଫ କରିଛି ଏନ୍‌ଆଇଏ । ଏହି ଘଟଣାରେ ପୂର୍ବରୁ 11 ଜଣ ନୌସେନା ଅଧିକାରୀଙ୍କ ସମେତ 15 ଜଣଙ୍କୁ ଗିରଫ କରାଯାଇଥିବା ବେଳେ ଆଜି ମାଷ୍ଟର ମାଇଣ୍ଡକୁ ଗିରଫ କରାଯାଇଛି । ମୁମ୍ବାଇର 53 ବର୍ଷୀୟ ଅବ୍‌ଦୁଲ୍‌ ରେହମାନ୍‌ ଅବ୍‌ଦୁଲ୍‌ ଜବ୍ବାର ଶେଖ୍‌କୁ ଏନ୍‌ଆଇଏ ଶନିବାର ଦିନ ଗିରଫ କରିଛି ।

ପୂର୍ବରୁ ଅବ୍‌ଦୁଲ୍‌ର ପତ୍ନୀ ଶହିସ୍ତା କ୍ବିସାରକୁ ଏନ୍‌ଆଇଏ ଗିରଫ କରିଥିଲା । ଅବ୍‌ଦୁଲ୍‌ ଘରୁ ଏନ୍‌ଆଇଏ ବିଭିନ୍ନ ପ୍ରକାରର ଡିଜିଟାଇଡ୍‌ ଡିଭାଇସ୍‌ ଏବଂ ଅନ୍ୟାନ୍ୟ ଆପତ୍ତିଜନକ ସାମଗ୍ରୀ ଜବତ କରିଛି । ଉଲ୍ଲେଖଯୋଗ୍ୟ ଯେ, ଅବଦୁଲ୍‌ର ପତ୍ନୀ ଶହିସ୍ତା ଜଣେ ପାକିସ୍ତାନୀ ନାଗରିକ । (ଏଜେନ୍ସି)

nia
Share. Facebook Twitter LinkedIn Email WhatsApp Copy Link

Related Posts

ଜାଣନ୍ତୁ ଅଗଷ୍ଟ ୧୬ ର ରାଶିଫଳ: ପାଞ୍ଚୋଟି ରାଶିର ବ୍ୟକ୍ତିମାନେ ହଠାତ ପାଇବେ ଶୁଭ ଖବର

August 16, 2026

ବଲାଙ୍ଗୀରରୁ ଅପହରଣ, ଭୁବନେଶ୍ୱରରୁ ଉଦ୍ଧାର: ବ୍ୟବସାୟୀଙ୍କୁ ନେଇ ରହସ୍ୟ ଘେରରେ ଅପହରଣ ମାମଲା

August 15, 2026

ରେଙ୍ଗାଳି ଡ୍ୟାମ୍‌ର ୩ ଗେଟ୍‌ ଖୋଲା: ତଳମୁଣ୍ଡରେ ବନ୍ୟା ଆଶଙ୍କା

August 15, 2026

ସେଲଫି ନେବା ବେଳେ ଘଟିଲା ଅଘଟଣ: ପୋଲ ତଳକୁ ଖସିପଡ଼ିଲେ ଯୁବତୀ

August 15, 2026
Latest News

ଜାଣନ୍ତୁ ଅଗଷ୍ଟ ୧୬ ର ରାଶିଫଳ: ପାଞ୍ଚୋଟି ରାଶିର ବ୍ୟକ୍ତିମାନେ ହଠାତ ପାଇବେ ଶୁଭ ଖବର

August 16, 2026

ବଲାଙ୍ଗୀରରୁ ଅପହରଣ, ଭୁବନେଶ୍ୱରରୁ ଉଦ୍ଧାର: ବ୍ୟବସାୟୀଙ୍କୁ ନେଇ ରହସ୍ୟ ଘେରରେ ଅପହରଣ ମାମଲା

August 15, 2026

ରେଙ୍ଗାଳି ଡ୍ୟାମ୍‌ର ୩ ଗେଟ୍‌ ଖୋଲା: ତଳମୁଣ୍ଡରେ ବନ୍ୟା ଆଶଙ୍କା

August 15, 2026

ସେଲଫି ନେବା ବେଳେ ଘଟିଲା ଅଘଟଣ: ପୋଲ ତଳକୁ ଖସିପଡ଼ିଲେ ଯୁବତୀ

August 15, 2026

ଗଂଜାମ ଜିଲ୍ଲା ସ୍ତରୀୟ ସ୍ବାଧୀନତା ଦିବସରେ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ, ଅଭିଭାଷଣ ଦେଇ କହିଲେ..

August 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.