Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆମ୍ବୁଲାନ୍ସରେ ପ୍ରାଣ ହରାଇଲେ ଗର୍ଭବତୀ : କେଜ୍ରିଓ୍ବାଲଙ୍କ ତଦନ୍ତ ନିର୍ଦ୍ଦେଶ
ଆଜିର ଖବର

ଆମ୍ବୁଲାନ୍ସରେ ପ୍ରାଣ ହରାଇଲେ ଗର୍ଭବତୀ : କେଜ୍ରିଓ୍ବାଲଙ୍କ ତଦନ୍ତ ନିର୍ଦ୍ଦେଶ

June 6, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ : ନୋଇଡାରେ ଜଣେ ଗର୍ଭବତୀ ଆମ୍ବୁଲାନ୍ସରେ ପ୍ରାଣ ହରାଇଛନ୍ତି । ଏହି ଘଟଣା ପରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ବାଲ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି । 8 ମାସର ଗର୍ଭବତୀ ମହିଳା ଜଣଙ୍କ ଦୀର୍ଘ 13 ଘଣ୍ଟା ଧରି ଆମ୍ବୁଲାନ୍ସରେ ଯାତ୍ରା କରିବା ପରେ ଶେଷରେ ପ୍ରାଣ ହରାଇଥିଲେ । ମହିଳାଙ୍କୁ କୌଣସି ହସ୍ପିଟାଲରେ ବେଡ୍‌ ନ ମିଳିବା କାରଣରୁ ସେ ଆମ୍ବୁଲାନ୍ସରେ ପ୍ରାଣ ହରାଇଥିବା ନେଇ ସ୍ବାମୀ ଅଭିଯୋଗ କରିଛନ୍ତି ।

ପ୍ରାରମ୍ଭିକ ଭାବରେ ଶିବାଲିକ ହସ୍ପିଟାଲକୁ ଯାଇଥିବା ନୀଲମ ଏବଂ ବିଜେନ୍ଦର ପ୍ରାୟ 8ଟି ହସ୍ପିଟାଲକୁ ଯାଇଥିବା ବେଳେ କୌଣସି ହସ୍ପିଟାଲରେ ସ୍ଥାନ ମିଳିନଥିଲା । ଶେଷରେ ଜିଆଇଏମ୍‌ସ ହସ୍ପିଟାଲରେ ମହିଳାଙ୍କୁ ଭେଣ୍ଟିଲେଟରରେ ରଖାଯାଇଥିବା ବେଳେ ସେ ପ୍ରାଣ ହରାଇଥିଲେ । ଏହି ଘଟଣା ପରେ ନୋଇଡାର ମୁଖ୍ୟ ଚିକିତ୍ସାଧିକାରୀଙ୍କୁ ମାମଲାର ତଦନ୍ତ ପାଇଁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ବାଲ । (ଏଜେନ୍ସି)

ambulance ARVINDKEJRIWAL
Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ବାଙ୍ଗାଲୋର ବନାମ ଦିଲ୍ଲୀ: ଜାଣନ୍ତୁ ସମ୍ଭାବ୍ୟ ଖେଳାଳି

April 27, 2026

ଅରବିନ୍ଦ କେଜରିୱାଲଙ୍କୁ ବଡ଼ ଝଟକା: ସାତ ବିଦ୍ରୋହୀ ଆପ ସାଂସଦଙ୍କୁ ମାନ୍ୟତା ଦେଲା ରାଜ୍ୟସଭା

April 27, 2026

ଏହି ତାରିଖ ସୁଦ୍ଧା ପ୍ରକାଶ ପାଇବ CBSE ଦ୍ୱାଦଶ ପରୀକ୍ଷା ଫଳାଫଳ: ଜାଣନ୍ତୁ କିଭଳି କରିବେ ଯାଞ୍ଚ

April 27, 2026

ଦୁର୍ଘଟଣାରେ ମାମୁଁ – ଭଣଜା ମୃତ

April 27, 2026
Latest News

ବାଣପୁର ବାଲୁଗାଁ ରୋଟାରୀ କ୍ଳବ ପକ୍ଷରୁ ଅଟୋ ଆମ୍ବୁଲାନ୍ସ ପ୍ରଦାନ

April 27, 2026

ଆଜି ବାଙ୍ଗାଲୋର ବନାମ ଦିଲ୍ଲୀ: ଜାଣନ୍ତୁ ସମ୍ଭାବ୍ୟ ଖେଳାଳି

April 27, 2026

ଅରବିନ୍ଦ କେଜରିୱାଲଙ୍କୁ ବଡ଼ ଝଟକା: ସାତ ବିଦ୍ରୋହୀ ଆପ ସାଂସଦଙ୍କୁ ମାନ୍ୟତା ଦେଲା ରାଜ୍ୟସଭା

April 27, 2026

ଏହି ତାରିଖ ସୁଦ୍ଧା ପ୍ରକାଶ ପାଇବ CBSE ଦ୍ୱାଦଶ ପରୀକ୍ଷା ଫଳାଫଳ: ଜାଣନ୍ତୁ କିଭଳି କରିବେ ଯାଞ୍ଚ

April 27, 2026

ଦୁର୍ଘଟଣାରେ ମାମୁଁ – ଭଣଜା ମୃତ

April 27, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.