Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବ୍ରହ୍ମପୁର ମଣ୍ଡଳ କାରଗାରରେ କରୋନା ଆତଙ୍କ: କ୍ୱାରେଣ୍ଟିନ୍‌ରେ ଗଲେ ଥାନା କର୍ମଚାରୀ
ଆଜିର ଖବର

ବ୍ରହ୍ମପୁର ମଣ୍ଡଳ କାରଗାରରେ କରୋନା ଆତଙ୍କ: କ୍ୱାରେଣ୍ଟିନ୍‌ରେ ଗଲେ ଥାନା କର୍ମଚାରୀ

June 6, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ହେମାଙ୍ଗ ପ୍ରସାଦ ରାଉଳ
ବ୍ରହ୍ମପୁର : ବ୍ରହ୍ମପୁର ମଣ୍ଡଳ କାରଗାରରେ କରୋନା ସଂକ୍ରମିତ ଦୁଇ କଏଦୀକୁ ନେଇ ବର୍ତ୍ତମାନ ବ୍ରହ୍ମପୁର ମଣ୍ଡଳ କାରଗାର ସହ ଜରଡ଼ା ଥାନା କର୍ମଚାରୀମାନେ ଆତଙ୍କିତ ଅବସ୍ଥାରେ ରହିଛନ୍ତି । ଘଟଣାରୁ ପ୍ରକାଶ ଜରଡ଼ା ଥାନା ପୋଲରାଜପୁର ଗ୍ରାମରେ ଏକ ହତ୍ୟା ମାମଲା ନେଇ ଗତ 3 ତାରିଖରେ ଅଭିଯୋଗ ହୋଇଥିଲା । ପୋଲିସ୍ ଦୁଇ ଅଭିଯୁକ୍ତକୁ ଗିରଫ କରି ମେଡ଼ିକାଲ୍ ପରୀକ୍ଷଣ ପାଇଁ ପଠାଇଥିଲା । ପରେ ଉଭୟ ଅଭିଯୁକ୍ତଙ୍କୁ କୋର୍ଟରେ ହଜାର କରାଯିବା ପରେ ଦୁହିଁଙ୍କୁ ମଣ୍ଡଳ କାରଗାରକୁ ବିଚାରଧୀନ ବନ୍ଦୀ ହିସାବରେ ପଠାଯାଇଥିଲା । ଉଭୟ ଅଭିଯୁକ୍ତଙ୍କ ରିପୋର୍ଟ ପଜିଟିଭ୍ ଆସିବା ପରେ ଜେଲ୍ ପରିସରରେ ଏବଂ ଜରଡ଼ା ଥାନାରେ ଆତଙ୍କ ଖେଳିଯାଇଛି । ଏନେଇ ଜେଲ୍ କର୍ତ୍ତୃପକ୍ଷ କହିଛନ୍ତି ସରକାରୀ ନିୟମ ଅନୁସାରେ ସେମାନଙ୍କୁ ସଙ୍ଗରୋଧରେ ରଖାଯାଇଥିବାରୁ ସଂକ୍ରମଣର କୌଣସି ଆଶଙ୍କା ନାହିଁ । ଏପଟେ କଣ୍ଟ୍ରାକ୍ଟ ଟ୍ରେସିଂ ଜାରି ରହିଛି । ପ୍ରତିଷେଧକ ବ୍ୟବସ୍ଥା ନେଇ ଜରଡ଼ା ଥାନା ଏବଂ ଖାରିଆଗୁଡ଼ା ଫାଣ୍ଡିର ସମସ୍ତ କର୍ମଚାରୀଙ୍କୁ ୧୫ ଦିନିଆ ବାଧ୍ୟତାମୂଳକ କ୍ୱାରେଣ୍ଟାଇନ୍‌ରେ ପଠାଇ ଦିଆଯାଇଛି ।

corona quarentine
Share. Facebook Twitter LinkedIn Email WhatsApp Copy Link

Related Posts

ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ କାର୍ଯ୍ୟର ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ

April 7, 2026

ଅପ୍ରେଲ ୧୪ ରେ ବାଲୁଗାଁରେ ଅଷ୍ଟଶମ୍ଭୁ ମିଳନ: ପ୍ରସ୍ତୁତି ସମୀକ୍ଷା କଲେ ମନ୍ତ୍ରୀ ପୃଥ୍ୱୀରାଜ ହରିଚ଼ନ୍ଦନ

April 7, 2026

ଆଜି ଏପ୍ରିଲ ୭ ତାରିଖ ଏହି ଚାରୋଟି ରାଶିର ବ୍ୟକ୍ତିମାନେ ରୁହନ୍ତୁ ସାବଧାନ

April 7, 2026

ବିଜେଡିରୁ ପୁଣି ନିଲମ୍ବନ ହେଲେ ଜଣେ ପୂର୍ବତନ ବିଧାୟକ ଏବଂ ଜଣେ ପୂର୍ବତନ ସାଂସଦ

April 6, 2026
Latest News

ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ କାର୍ଯ୍ୟର ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ

April 7, 2026

ଅପ୍ରେଲ ୧୪ ରେ ବାଲୁଗାଁରେ ଅଷ୍ଟଶମ୍ଭୁ ମିଳନ: ପ୍ରସ୍ତୁତି ସମୀକ୍ଷା କଲେ ମନ୍ତ୍ରୀ ପୃଥ୍ୱୀରାଜ ହରିଚ଼ନ୍ଦନ

April 7, 2026

ଆଜି ଏପ୍ରିଲ ୭ ତାରିଖ ଏହି ଚାରୋଟି ରାଶିର ବ୍ୟକ୍ତିମାନେ ରୁହନ୍ତୁ ସାବଧାନ

April 7, 2026

ବିଜେଡିରୁ ପୁଣି ନିଲମ୍ବନ ହେଲେ ଜଣେ ପୂର୍ବତନ ବିଧାୟକ ଏବଂ ଜଣେ ପୂର୍ବତନ ସାଂସଦ

April 6, 2026

୯ ପୋଲିସକୁ ଫାଶୀ

April 6, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.