Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଦେଶରେ ବଢି ଚାଲିଛି କରୋନା : ଦିନକରେ 9,971 ଆକ୍ରାନ୍ତ, 287 ମୃତ
ଆଜିର ଖବର

ଦେଶରେ ବଢି ଚାଲିଛି କରୋନା : ଦିନକରେ 9,971 ଆକ୍ରାନ୍ତ, 287 ମୃତ

June 7, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ : ଭାରତରେ କରୋନା ମାମଲା ହୁ ହୁ ହୋଇ ବଢି ଚାଲିଛି । ଗତ 24 ଘଣ୍ଟାରେ ଦେଶରେ ରେକର୍ଡ ସଂଖ୍ୟକ 9,971ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ 287ଜଣ ଙ୍କର ମୃତ୍ୟୁ ହୋଇଛି ବୋଲି କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନା ଦେଇଛି । ସେହିପରି ଦେଶରେ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା 2 ଲକ୍ଷ 46 ହଜାର628କୁ ବୃଦ୍ଧି ହୋଇଥିବାବେଳେ ମୃତ୍ୟୁ ସଂଖ୍ୟା  6,929ରେ ପହଞ୍ଚିଛି ।  ଦେଶରେ 1ଲକ୍ଷ 20 ହଜାର 406ଟି ଆକ୍ଟିଭ୍‌ କେସ୍‌ ରହିଥିବାବେଳେ ସୁସ୍ଥ ହୋଇଛନ୍ତି 1 ଲକ୍ଷ 19 ହଜାର 293ଜଣ ।

କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନା ଅନୁସାରେ ମହାରାଷ୍ଟ୍ରରେ ସର୍ବାଧିକ 82,968ଜଣ ଆକ୍ରାନ୍ତ ହୋଇଥିବାବେଳେ ମୃତ୍ୟୁ ସଂଖ୍ୟା 2,969କୁ ବୃଦ୍ଧି ହୋଇଛି । ସେହିପରି ଗୁଜୁରାଟରେ 1,219ଜଣଙ୍କର କରୋନା ଜନିତ ମୃତ୍ୟୁ ହୋଇଥିବାବେଳେ ଦିଲ୍ଲୀରେ 271ଜଣ, ମଧ୍ୟପ୍ରଦେଶରେ 399, ପଶ୍ଚିମବଙ୍ଗରେ 383, ଉତ୍ତରପ୍ରଦେଶ 257, ତାମିଲନାଡୁରେ 251, ରାଜସ୍ଥାନରେ 231, ତେଲେଙ୍ଗାନାରେ 123, ଆନ୍ଧ୍ରପ୍ରଦେଶରେ 73ଜଣଙ୍କର ମୃତ୍ୟୁ ହୋଇଛି ।

କରୋନା ଗୁଜୁରାଟ ଦିଲ୍ଳୀ ମହାରାଷ୍ଟ୍ର
Share. Facebook Twitter LinkedIn Email WhatsApp Copy Link

Related Posts

ଆମେରିକାର କ୍ଷେପଣାସ୍ତ୍ର ଆକ୍ରମଣ ମଧ୍ୟରେ ଇରାନରେ ଭୂମିକମ୍ପ

March 3, 2026

ଏହି ଦେଶରେ ଶକ୍ତିଶାଳୀ ଭୂମିକମ୍ପ!: ୬.୨ ତୀବ୍ରତାରେ ଥରିଲା ଧରିତ୍ରୀ

March 3, 2026

କାହିଁକି ୨୦୨୬ ଟି୨୦ ବିଶ୍ୱକପ୍ ଜିତିପାରିବ ନାହିଁ ଟିମ୍ ଇଣ୍ଡିଆ?: ଏହି ୩ ଟି କାରଣ ବଢାଇଛି ଚିନ୍ତା

March 3, 2026

ପେଟ୍ରୋଲ୍ ସମସ୍ୟାର ଅନ୍ତ!: 1 ଲକ୍ଷରୁ କମ୍ ମୂଲ୍ୟରେ ଉପଲବ୍ଧ ଏହି ଇଲେକ୍ଟ୍ରିକ୍ ବାଇକ୍, ଜାଣନ୍ତୁ ଏହାର ରେଞ୍ଜ

March 3, 2026
Latest News

ଆମେରିକାର କ୍ଷେପଣାସ୍ତ୍ର ଆକ୍ରମଣ ମଧ୍ୟରେ ଇରାନରେ ଭୂମିକମ୍ପ

March 3, 2026

ଏହି ଦେଶରେ ଶକ୍ତିଶାଳୀ ଭୂମିକମ୍ପ!: ୬.୨ ତୀବ୍ରତାରେ ଥରିଲା ଧରିତ୍ରୀ

March 3, 2026

କାହିଁକି ୨୦୨୬ ଟି୨୦ ବିଶ୍ୱକପ୍ ଜିତିପାରିବ ନାହିଁ ଟିମ୍ ଇଣ୍ଡିଆ?: ଏହି ୩ ଟି କାରଣ ବଢାଇଛି ଚିନ୍ତା

March 3, 2026

ପେଟ୍ରୋଲ୍ ସମସ୍ୟାର ଅନ୍ତ!: 1 ଲକ୍ଷରୁ କମ୍ ମୂଲ୍ୟରେ ଉପଲବ୍ଧ ଏହି ଇଲେକ୍ଟ୍ରିକ୍ ବାଇକ୍, ଜାଣନ୍ତୁ ଏହାର ରେଞ୍ଜ

March 3, 2026

ହୋଲି ପାଇଁ ସ୍ୱତନ୍ତ୍ର ଅଫର ଘୋଷଣା କଲା BSNL: ଶୀଘ୍ର ଉଠାନ୍ତୁ ଲାଭ

March 3, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.