Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପୁଣି ଆଉ ଏକ ମୁଣ୍ଡ ନେଲା କରୋନା : ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା 9କୁ ବୃଦ୍ଧି
ଆଜିର ଖବର

ପୁଣି ଆଉ ଏକ ମୁଣ୍ଡ ନେଲା କରୋନା : ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା 9କୁ ବୃଦ୍ଧି

June 7, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର : ଆଜି ରାଜ୍ୟରେ ଆଉ ଏକ ମୁଣ୍ଡ ନେଇଛି କରୋନା । ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା 9କୁ ବୃଦ୍ଧି ହୋଇଛି । ରାଜ୍ୟରେ କରୋନା ଯୋଗୁଁ ଆଉଜଣଙ୍କର ମୃତ୍ୟୁ ହୋଇଛି ବୋଲି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଓ୍ବେବସାଇଟ୍‌ରେ ସୂଚନା ଦିଆଯାଇଛି । ମୃତକ ଜଣକ ଗଞ୍ଜାମ ଜିଲ୍ଲାର ବୋଲି ସୂଚନା ରହିଛି । ମୃତକଙ୍କ ବୟସ 55 ବର୍ଷ ବୋଲି ଜଣାପଡିଛି । ଗଞ୍ଜାମରେ କରୋନା ଜନିତ ଏହା ହେଉଛି ଚତୁର୍ଥ ମୃତ୍ୟୁ ।

ପୂର୍ବରୁ ରାଜ୍ୟରେ କରୋନା ଯୋଗୁଁ 8ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ସେହିପରି ଆଉ 2 ଜଣ କରୋନାରେ ଆକ୍ରାନ୍ତ ହୋଇଥିଲେ ମଧ୍ୟ କରୋନା ଯୋଗୁ ସେମାନଙ୍କର ମୃତ୍ୟୁ ଘଟି ନ ଥିବା ସୂଚନା ଦିଆଯାଇଛି।

କରୋନା ମୃତ୍ୟୁ
Share. Facebook Twitter LinkedIn Email WhatsApp Copy Link

Related Posts

ଖାମେନେଇଙ୍କ ହତ୍ୟା ବିରୋଧରେ ହିଂସାତ୍ମକ ପ୍ରତିବାଦ ଜାରି: ଲୁହବୁହା ଗ୍ୟାସ୍ ମାଡ଼ କଲା ପୋଲିସ 

March 2, 2026

ଟି-୨୦ ବିଶ୍ୱକପ୍ ସମୟରେ ବଡ଼ ସଙ୍କଟ: ଇସ୍ରାଏଲ-ଇରାନ ଯୁଦ୍ଧ ଯୋଗୁଁ ଫସି ରହିଲେ ଏହି ଖେଳାଳି

March 2, 2026

ଆଧାର କେନ୍ଦ୍ର ଖୋଜିବା ଏବେ ବହୁତ ସହଜ!: ଗୋଟିଏ କ୍ଲିକ୍‌ରେ ପାଇବେ ସଠିକ୍ ସ୍ଥାନ

March 2, 2026

ଇସ୍ରାଏଲୀ ଏବଂ ଆମେରିକା ଆକ୍ରମଣରେ ନିହତ ହେଲା ହିଜବୁଲ୍ଲାର ଶୀର୍ଷ କମାଣ୍ଡର

March 2, 2026
Latest News

“ପାକିସ୍ତାନୀମାନଙ୍କ ଗ୍ରୀନ୍ କାର୍ଡ ଏବଂ ଭିସା ରଦ୍ଦ ହେଉ”: ଭାରତର ନାମ ନେଇ ଆମେରିକା ନେତାଙ୍କ ଦାବି

March 2, 2026

ଖାମେନେଇଙ୍କ ହତ୍ୟା ବିରୋଧରେ ହିଂସାତ୍ମକ ପ୍ରତିବାଦ ଜାରି: ଲୁହବୁହା ଗ୍ୟାସ୍ ମାଡ଼ କଲା ପୋଲିସ 

March 2, 2026

ଟି-୨୦ ବିଶ୍ୱକପ୍ ସମୟରେ ବଡ଼ ସଙ୍କଟ: ଇସ୍ରାଏଲ-ଇରାନ ଯୁଦ୍ଧ ଯୋଗୁଁ ଫସି ରହିଲେ ଏହି ଖେଳାଳି

March 2, 2026

ଆଧାର କେନ୍ଦ୍ର ଖୋଜିବା ଏବେ ବହୁତ ସହଜ!: ଗୋଟିଏ କ୍ଲିକ୍‌ରେ ପାଇବେ ସଠିକ୍ ସ୍ଥାନ

March 2, 2026

ଇସ୍ରାଏଲୀ ଏବଂ ଆମେରିକା ଆକ୍ରମଣରେ ନିହତ ହେଲା ହିଜବୁଲ୍ଲାର ଶୀର୍ଷ କମାଣ୍ଡର

March 2, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.