Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସୁରକ୍ଷା ବଳଙ୍କୁ ସଫଳତା : ଜମ୍ମୁ କାଶ୍ମୀରରେ 5 ଆତଙ୍କବାଦୀ ନିହତ
ଆଜିର ଖବର

ସୁରକ୍ଷା ବଳଙ୍କୁ ସଫଳତା : ଜମ୍ମୁ କାଶ୍ମୀରରେ 5 ଆତଙ୍କବାଦୀ ନିହତ

June 7, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଶ୍ରୀନଗର : ଜମ୍ମୁ କାଶ୍ମୀରରେ ସୁରକ୍ଷା ବଳଙ୍କୁ ବଡ ସଫଳତା ମିଳିଛି । ସୁରକ୍ଷା ବଳଙ୍କ ସହିତ ଏନ୍‌କାଉଣ୍ଟରରେ 5 ଜଣ ଆତଙ୍କବାଦୀ ନିହତ ହୋଇଛନ୍ତି । କାଶ୍ମୀର ଆଇଜି ବିଜୟ କୁମାର ଗଣମାଧ୍ୟମକୁ ଏହି ସୂଚନା ଦେଇଛନ୍ତି । ଭାରତୀୟ ସେନା ଏବଂ ଜମ୍ମୁ କାଶ୍ମୀର ପୋଲିସ୍‌ ପକ୍ଷରୁ କରାଯାଇଥିବା ଏନ୍‌କାଉଣ୍ଟରରେ 5 ଜଣ ଆତଙ୍କବାଦୀ ନିହତ ହୋଇଛନ୍ତି ।

କାଶ୍ମୀରର ସୋପିଆଁରେ ଏହି ଏନ୍‌କାଉଣ୍ଟର ଘଟିଥିଲା । ସୋପିଆଁର ରେବାନ୍‌ରେ କିଛି ଆତଙ୍କୀ ଲୁଚି ରହିଥିବା ନେଇ ଖବର ମିଳିବା ପରେ ଏନ୍‌କାଉଣ୍ଟର ଆରମ୍ଭ ହୋଇଥିଲା । ଉଭୟ ପକ୍ଷରୁ ଗୁଳିଚାଳନା ଜାରି ରହିଥିବା ବେଳେ 5 ଜଣ ଆତଙ୍କୀ ନିପାତ ହୋଇଥିଲେ । (ଏଜେନ୍ସି)

encounter j&k killed terrorist
Share. Facebook Twitter LinkedIn Email WhatsApp Copy Link

Related Posts

ଓଡ଼ିଶା ପୋଲିସର “ଅପରେସନ ସାଇବର କବଚ”: ୩୭୯ ଅଭିଯୁକ୍ତ ଗିରଫ

March 17, 2026

ଲୋକସଭା ନିର୍ବାଚନ ପରେ ପ୍ରଥମ ଥର ପାଇଁ ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ବରୁଣ ଗାନ୍ଧୀ: ସାମ୍ନାକୁ ଆସିଲା ଫଟୋ

March 17, 2026

LPG ରୁ PNG କୁ ପରିବର୍ତ୍ତନ କଲେ ମିଳୁଛି ବଡ଼ ରିହାତି: ଜାଣନ୍ତୁ ଅଫର

March 17, 2026

‘ଭାରତୀୟଙ୍କ ଜୀବନ ସହିତ ଖେଳୁଛନ୍ତି…’: ପାକିସ୍ତାନୀ ଖେଳାଳିଙ୍କୁ କିଣିବାରୁ ବର୍ଷିଲେ ଗାଭାସ୍କର

March 17, 2026
Latest News

ତିନି ବିଧାୟକଙ୍କ ସଭ୍ୟ ପଦ ରଦ୍ଦ ପାଇଁ ବାଚସ୍ପତିଙ୍କୁ ଚିଠି ଲେଖିଲା କଂଗ୍ରେସ

March 17, 2026

ଓଡ଼ିଶା ପୋଲିସର “ଅପରେସନ ସାଇବର କବଚ”: ୩୭୯ ଅଭିଯୁକ୍ତ ଗିରଫ

March 17, 2026

ଲୋକସଭା ନିର୍ବାଚନ ପରେ ପ୍ରଥମ ଥର ପାଇଁ ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ବରୁଣ ଗାନ୍ଧୀ: ସାମ୍ନାକୁ ଆସିଲା ଫଟୋ

March 17, 2026

LPG ରୁ PNG କୁ ପରିବର୍ତ୍ତନ କଲେ ମିଳୁଛି ବଡ଼ ରିହାତି: ଜାଣନ୍ତୁ ଅଫର

March 17, 2026

କଂଗ୍ରେସରୁ ୩ ବିଧାୟକ ନିଲମ୍ବିତ

March 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.