Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଜାତୀୟ ସ୍ତରର ଫିଲ୍ମଉତ୍ସବରେ ହିଞ୍ଜିଳିକାଟୁର କ୍ଷୁଦ୍ର ଚଳଚ୍ଚିତ୍ର ‘ଅଭିଳାଷ’
ଆଜିର ଖବର

ଜାତୀୟ ସ୍ତରର ଫିଲ୍ମଉତ୍ସବରେ ହିଞ୍ଜିଳିକାଟୁର କ୍ଷୁଦ୍ର ଚଳଚ୍ଚିତ୍ର ‘ଅଭିଳାଷ’

June 7, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

କୃଷ୍ଣଚନ୍ଦ୍ର ସୁଆଁସିଆ
ହିଞ୍ଜିଳିକାଟୁ : ସାରା ବିଶ୍ବରେ କରୋନା ମହାମାରୀ ସଂପୂର୍ଣ୍ଣ ଜୀବନଜୀବିକାକୁ ପ୍ରଭାବିତ କରିଦେଇଛି । ଯାହା ଫଳରେ ମଣିଷର ଦୈନନ୍ଦିନ କାର୍ଯ୍ୟ ଶୈଳୀରେ ବେଶ୍ ପରିବର୍ତ୍ତନ ଦେଖିବାକୁ ମିଳିଛି । ଯାହାକି ନୃତ୍ୟମ ଅନୁଷ୍ଠାନର ପରିଚାଳକ କୃଷ୍ଣ କୁମାର ସାହୁଙ୍କ ନିର୍ଦ୍ଦେଶିତ କ୍ଷୁଦ୍ର ଚଳଚିତ୍ର ଅଭିଳାଷ ଜାତୀୟ ସ୍ତରର ଚଳଚ୍ଚିତ୍ର ଉତ୍ସବରେ ପ୍ରଦର୍ଶିତ ହୋଇଛି । ଏହି ଚଳଚିତ୍ରଟି ପଶ୍ଚିମବଙ୍ଗର ଲକଡାଉନ ଅନଲାଇନ ଫିଲ୍ମ ଫେଷ୍ଟିଭଲ କମିଟି ଦ୍ୱାରା ମନୋନୀତ ହୋଇ ଜାତୀୟସ୍ତର ଚଳଚିତ୍ର ମହୋତ୍ସବକୁ ମନୋନୀତ ହୋଇଛି । ନୃତ୍ୟମ ଅନୁଷ୍ଠାନର ଛାତ୍ର ଟି. ଶିବାଜୀ ଦାସ ଏହି ଡକ୍ୟୁମେଣ୍ଟାରୀରେ ମୁଖ୍ୟ ଭୂମିକାରେ ଅଭିନୟ କରିଛନ୍ତି ।

କ୍ୟାମେରାମେନ ଟି. ଶ୍ରୀନିବାସ ଦାସ,ରବି ସାହୁ ଓ ଗୋପାଳ ମହାନ୍ତି ଏହି ଚଳଚିତ୍ରକୁ ଖୁବ ନିଖୁଣ ଭାବରେ ଚିତ୍ରତ୍ତୋଳନ କରି ବିଚାରକ ମଣ୍ଡଳୀକୁ ଆକୃଷ୍ଟ କରିଛନ୍ତି । ଏହି ଚଳଚିତ୍ରର ନିର୍ମାଣରେ ରଂଜନ କୁମାର ସାହୁ ସହ ନିର୍ଦ୍ଦେଶନା କରିଥିଲେ । ନିର୍ମାଣ କାର୍ଯ୍ୟରେ ସୋମନାଥ ବେହେରା, ପ୍ରଭାତ ମହାରଣା, ଚିମନ ସାହୁ, କେଶବ ମହାରଣା ପ୍ରମୁଖ ସହଯୋଗ କରିଥିଲେ ।

filmfestival hinjilikatu
Share. Facebook Twitter LinkedIn Email WhatsApp Copy Link

Related Posts

କୋଇଲା କ୍ଷେତ୍ରରେ ପ୍ରଗତି ଏବଂ ସଫଳତା: ୨୦୧୪ ମସିହାରୁ ଏମସିଏଲର ପରିବର୍ତ୍ତନଶୀଳ ଯାତ୍ରା

September 9, 2026

ଆବୁଧାବିରେ ନିବେଶକ ସମ୍ମିଳନୀର ପ୍ରସ୍ତୁତି ସମୀକ୍ଷା କଲେ ହେମନ୍ତ ଶର୍ମା

September 9, 2026

ସେପ୍ଟେମ୍ବର ୯ ତାରିଖ: କେମିତି ରହିବ ଆପଣଙ୍କର ଭାଗ୍ୟ, ପଢନ୍ତୁ ଆଜିର ରାଶିଫଳ

September 9, 2026

୧୧ରେ ଆଉ ଏକ ଲଘୁଚାପ ସମ୍ଭାବନା: ଆଜିଠୁ ବଢ଼ିବ ବର୍ଷାର ପରିମାଣ

September 8, 2026
Latest News

କିଟ୍ ନିଷ୍ପତ୍ତି ବଦଳାଇଲା ହକି ଇଣ୍ଡିଆ: ପୁଣି ‘ବ୍ଲୁ ଜର୍ସି’ରେ ଖେଳିବ ଭାରତୀୟ ହକି ଟିମ୍

September 9, 2026

କୋଇଲା କ୍ଷେତ୍ରରେ ପ୍ରଗତି ଏବଂ ସଫଳତା: ୨୦୧୪ ମସିହାରୁ ଏମସିଏଲର ପରିବର୍ତ୍ତନଶୀଳ ଯାତ୍ରା

September 9, 2026

ଆବୁଧାବିରେ ନିବେଶକ ସମ୍ମିଳନୀର ପ୍ରସ୍ତୁତି ସମୀକ୍ଷା କଲେ ହେମନ୍ତ ଶର୍ମା

September 9, 2026

ଡେଡିକେଟେଡ୍ ଫ୍ରେଟ୍ କରିଡର ହେଉଛି ଦ୍ରୁତଗତିରେ ବିକଶିତ ଭାରତର ଜୀବନରେଖା: ପ୍ରଧାନମନ୍ତ୍ରୀ

September 9, 2026

ଗ୍ଲୋବାଲ ଫିନଟେକ ଫେଷ୍ଟ ୨୦୨୬କୁ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ

September 9, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.