Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଉ 138 ପଜିଟିଭ୍‌ ଚିହ୍ନଟ, ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା 2,994ରେ ପହଞ୍ଚିଲା
ଆଜିର ଖବର

ଆଉ 138 ପଜିଟିଭ୍‌ ଚିହ୍ନଟ, ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା 2,994ରେ ପହଞ୍ଚିଲା

June 8, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର : ରାଜ୍ୟରେ ଆଜି 138 କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି । ଏହି ନୂତନ 138 ଆକ୍ରାନ୍ତଙ୍କ ମଧ୍ୟରୁ 125 ଜଣ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ 13ଟି ଲୋକାଲ୍‌ କେସ୍‌ ରହିଛି । ରାଜ୍ୟର 18ଟି ଜିଲ୍ଲାରୁ 138 ଜଣ ଚିହ୍ନଟ ହୋଇଥିବାର ସୂଚନା ରହିଛି।  ନୂତନ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା 2,994ରେ ପହଞ୍ଚିଛି। ସେହିପରି 1089 ଟି ଆକ୍ଟିଭ୍‌ ମାମଲା ରହିଥିବାବେଳେ ସୁସ୍ଥ ହୋଇଛନ୍ତି 1894ଜଣ। ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା 9କୁ ବୃଦ୍ଧି ହୋଇଥିବାବେଳେ 2 ଜଣ କରୋନାରେ ଆକ୍ରାନ୍ତ ହୋଇଥିବା ସତ୍ତ୍ବେ ଅନ୍ୟ ରୋଗରେ ମୃତ୍ୟୁବରଣ କରିଥିବାର ସୂଚନା ରହିଛି।

ପଜିଟିଭ୍‌
Share. Facebook Twitter LinkedIn Email WhatsApp Copy Link

Related Posts

ଇଣ୍ଡିଆନ ଅଏଲରେ ନିଯୁକ୍ତି ସୁଯୋଗ, ଦରମା ୧ ଲକ୍ଷ କିମ୍ବା ତା’ଠାରୁ ଅଧିକ; ଜାଣନ୍ତୁ ଚୟନ ପ୍ରକ୍ରିୟା

December 30, 2025

ଟ୍ରେନ ଧକ୍କାରେ ଅଜଣା ବୃଦ୍ଧଙ୍କ ମୃତ୍ୟୁ

December 30, 2025

କେନ୍ଦ୍ର ସଡ଼କ ପରିବହନ ମନ୍ତ୍ରୀ ନୀତିନ ଗଡ଼କରୀଙ୍କୁ ଚିଠି ଲେଖିଲେ ଧର୍ମେନ୍ଦ୍ର ପ୍ରଧାନ

December 30, 2025

ପ୍ରିୟଙ୍କା ଗାନ୍ଧୀଙ୍କ ବୋହୂ ହେବେ ଅଭିଭା ବେଗ?: ଜାଣନ୍ତୁ ସେ କିଏ ଓ ତାଙ୍କର ଶିକ୍ଷାଗତା ଯୋଗ୍ୟତା 

December 30, 2025
Latest News

ଇଣ୍ଡିଆନ ଅଏଲରେ ନିଯୁକ୍ତି ସୁଯୋଗ, ଦରମା ୧ ଲକ୍ଷ କିମ୍ବା ତା’ଠାରୁ ଅଧିକ; ଜାଣନ୍ତୁ ଚୟନ ପ୍ରକ୍ରିୟା

December 30, 2025

ଟ୍ରେନ ଧକ୍କାରେ ଅଜଣା ବୃଦ୍ଧଙ୍କ ମୃତ୍ୟୁ

December 30, 2025

କେନ୍ଦ୍ର ସଡ଼କ ପରିବହନ ମନ୍ତ୍ରୀ ନୀତିନ ଗଡ଼କରୀଙ୍କୁ ଚିଠି ଲେଖିଲେ ଧର୍ମେନ୍ଦ୍ର ପ୍ରଧାନ

December 30, 2025

ପ୍ରିୟଙ୍କା ଗାନ୍ଧୀଙ୍କ ବୋହୂ ହେବେ ଅଭିଭା ବେଗ?: ଜାଣନ୍ତୁ ସେ କିଏ ଓ ତାଙ୍କର ଶିକ୍ଷାଗତା ଯୋଗ୍ୟତା 

December 30, 2025

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଖାଲିଦା ଜିଆଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ପିଏମ ମୋଦି

December 30, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.