Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»18ଟି ଜିଲ୍ଲାରୁ 138 ଆକ୍ରାନ୍ତ ଚିହ୍ନଟ : ଗଞ୍ଜାମରୁ ସର୍ବାଧିକ 33 ପଜିଟିଭ୍‌
ଆଜିର ଖବର

18ଟି ଜିଲ୍ଲାରୁ 138 ଆକ୍ରାନ୍ତ ଚିହ୍ନଟ : ଗଞ୍ଜାମରୁ ସର୍ବାଧିକ 33 ପଜିଟିଭ୍‌

June 8, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର : ରାଜ୍ୟର 18ଟି ଜିଲ୍ଲାରୁ 138 ଜଣ ଚିହ୍ନଟ ହୋଇଥିବାର ସୂଚନା ରହିଛି ।  ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ 33 ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ କଟକରୁ 15, ଖୋର୍ଦ୍ଧାରୁ 13 ଜଣ, ସୁନ୍ଦରଗଡରୁ 12, ଭଦ୍ରକ, 11, କେନ୍ଦୁଝର ଓ କନ୍ଧମାଳରୁ 10 ଜଣ ଲେଖାଏଁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ପୁରୀରୁ 7, ମୟୂରଭଞ୍ଜ ଓ ଯାଜପୁରରୁ 6 ଜଣ ଲେଖାଏଁ ଚିହ୍ନଟ ହୋଇଛନ୍ତି । ନୟାଗଡ ଓ ଢେଙ୍କାନାଳରୁ ତିନି ଜଣ ଲେଖାଏଁ ରହିଥିବାବେଳେ କଳାହାଣ୍ଡିରୁ 2 ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ରାୟଗଡା, ସମ୍ବଲପୁର, ବଲାଙ୍ଗିର, କେନ୍ଦ୍ରାପଡାରୁ ଜଣେ ଲେଖାଏଁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଆଜିର ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା 2,994ରେ ପହଞ୍ଚିଛି । ସେହିପରି 1089 ଟି ଆକ୍ଟିଭ୍‌ ମାମଲା ରହିଥିବାବେଳେ ସୁସ୍ଥ ହୋଇଛନ୍ତି 1894ଜଣ । ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା 9କୁ ବୃଦ୍ଧି ହୋଇଥିବାବେଳେ 2 ଜଣ କରୋନାରେ ଆକ୍ରାନ୍ତ ହୋଇଥିବା ସତ୍ତ୍ବେ ଅନ୍ୟ ରୋଗରେ ମୃତ୍ୟୁବରଣ କରିଥିବାର ସୂଚନା ରହିଛି ।

ଗଞ୍ଜାମ
Share. Facebook Twitter LinkedIn Email WhatsApp Copy Link

Related Posts

ICC ODI Rankings: ବିଶ୍ୱର ଶ୍ରେଷ୍ଠ ବ୍ୟାଟ୍ସମ୍ୟାନ୍ ହେଲେ ଶୁଭମନ ଗିଲ୍:

July 29, 2026

ମରଣାନ୍ତକ ଆକ୍ରମଣ ମାମଲା: ଅଭିଯୁକ୍ତଙ୍କୁ ଛଅ ବର୍ଷ କାରାଦଣ୍ଡରେ ଦଣ୍ଡିତ କଲେ ବାଣପୁର କୋର୍ଟ

July 29, 2026

ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ୱତୀଙ୍କ ଜୀବନୀ ଆଧାରିତ ପୁସ୍ତକ ଓଡ଼ିଆ ଓ ହିନ୍ଦୀ ଭାଷାରେ ଉନ୍ମୋଚିତ

July 29, 2026

ହଠାତ୍ ସଂସଦରେ ପହଞ୍ଚିଲେ ଏନଏସଏ ଅଜିତ ଡୋଭାଲ: ଜାଣନ୍ତୁ ମୁଖ୍ୟ କାରଣ କ’ଣ?

July 29, 2026
Latest News

ICC ODI Rankings: ବିଶ୍ୱର ଶ୍ରେଷ୍ଠ ବ୍ୟାଟ୍ସମ୍ୟାନ୍ ହେଲେ ଶୁଭମନ ଗିଲ୍:

July 29, 2026

ମରଣାନ୍ତକ ଆକ୍ରମଣ ମାମଲା: ଅଭିଯୁକ୍ତଙ୍କୁ ଛଅ ବର୍ଷ କାରାଦଣ୍ଡରେ ଦଣ୍ଡିତ କଲେ ବାଣପୁର କୋର୍ଟ

July 29, 2026

ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ୱତୀଙ୍କ ଜୀବନୀ ଆଧାରିତ ପୁସ୍ତକ ଓଡ଼ିଆ ଓ ହିନ୍ଦୀ ଭାଷାରେ ଉନ୍ମୋଚିତ

July 29, 2026

ହଠାତ୍ ସଂସଦରେ ପହଞ୍ଚିଲେ ଏନଏସଏ ଅଜିତ ଡୋଭାଲ: ଜାଣନ୍ତୁ ମୁଖ୍ୟ କାରଣ କ’ଣ?

July 29, 2026

ଭାରତ ଉପରେ ୧୦୦ ପ୍ରତିଶତ ଶୁଳ୍କ ଲାଗୁ କରିବେ ଟ୍ରମ୍ଫ?: ଚିନ୍ତା ବଢାଇଲା ଆମେରିକାର ନୂତନ ବିଲ୍

July 29, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.