Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପୁଣି କରୋନା ପଜିଟିଭ୍ ହେଲେ କରୋନା ଯୋଦ୍ଧା: ନୟାଗଡର ଡାକ୍ତର ଓ ନର୍ସଙ୍କୁ କରୋନା
ଆଜିର ଖବର

ପୁଣି କରୋନା ପଜିଟିଭ୍ ହେଲେ କରୋନା ଯୋଦ୍ଧା: ନୟାଗଡର ଡାକ୍ତର ଓ ନର୍ସଙ୍କୁ କରୋନା

June 9, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୟାଗଡ : ନୟାଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ଜଣେ ଡାକ୍ତର ଏବଂ ଜଣେ ଷ୍ଟାଫ୍‌ ନର୍ସ କରୋନା ରୋଗରେ ଆକ୍ରାନ୍ତ ହୋଇଥିବା ସୋମବାର ବିଳମ୍ବିତ ରାତିରେ ଜଣାପଡିଛି । ଏହି ଦୁଇ ମେଡିକାଲ ଷ୍ଟାଫଙ୍କ ସହ ରଣପୁର ଅଞ୍ଚଳର ଜଣେ ପ୍ରବାସୀ ମଧ୍ୟ କରୋନା ରୋଗରେ ଆକ୍ରାନ୍ତ ହୋଇଥିବା ଜିଲ୍ଲା ମୁଖ୍ୟ ସୂଚନା ଦେଇଛନ୍ତି । ପୂର୍ବରୁ ଏମାନଙ୍କ ସ୍ୱାବ ନମୁନା ପରୀକ୍ଷା ନିମନ୍ତେ ପଠା ଯାଇଥିଲା ବେଳେ ଗତକାଲି ଏମାନଙ୍କ ରିପୋର୍ଟ ପଜିଟିଭ୍‌ ଆସିଛି । ଏହି ଡାକ୍ତର ଓ ନର୍ସଙ୍କ ସଂସ୍ପର୍ଶରେ ଆସିଥିବା ଲୋକଙ୍କ ସମ୍ପର୍କରେ ଅନୁସନ୍ଧାନ କରାଯାଉଛି ।  ପୂର୍ବରୁ ମଧ୍ୟ ଜଣେ ନର୍ସ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲେ । ତାଙ୍କ ବର୍ତ୍ତମାନ ଚିତ୍କିସା ଜାରି ରହିଛି । ପୂର୍ବରୁ ତିହ୍ନଟ ହୋଇଥିବା କରୋନା ଆକ୍ରାନ୍ତ ନର୍ସଙ୍କ ସଂସ୍ପର୍ଶରେ ଆସି ଏହି ଦୁଇ ଜଣ ମେଡିକାଲ କର୍ମଚାରୀ କରୋନା ସଂକ୍ରମିତ ହୋଇଥିବା ଆଶଙ୍କା କରାଯାଉଛି । ନିକଟରେ ରାଉରକେଲା ସରକାରୀ ହସ୍ପିଟାଲର ମଧ୍ୟ ଦୁଇଜଣ ଆରଜିଏଚ ଡାକ୍ତରଙ୍କ ଠାରେ କରୋନା ଭୂତାଣୁ ଚିହ୍ନଟ ହୋଇଥିଲା।

କୋଭିଡ୍‌-19 ଡାକ୍ତର ଓ ନର୍ସ
Share. Facebook Twitter LinkedIn Email WhatsApp Copy Link

Related Posts

ଏକାଧିକ ସ୍ୱତନ୍ତ୍ର ଟ୍ରେନକୁ ନିୟମିତ ଏକ୍ସପ୍ରେସରେ ପରିଣତ କଲା ଭାରତୀୟ ରେଳବାଇ

March 17, 2026

ଭାରତ ବିରୁଦ୍ଧରେ ଆତଙ୍କବାଦୀ ଷଡ଼ଯନ୍ତ୍ରର ପର୍ଦ୍ଦାଫାସ୍: ୭ ବିଦେଶୀ ନାଗରିକ ଗିରଫ

March 17, 2026

ଭୁବନେଶ୍ବରରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ, ମୁଖ୍ୟମନ୍ତ୍ରୀ କଲେ ସାକ୍ଷାତ

March 17, 2026

ମିଳିମିଳା ସଚେତନା ଓ ମାଗଣା ସ୍ଵାସ୍ଥ୍ୟ ଶିବିର

March 17, 2026
Latest News

ଏକାଧିକ ସ୍ୱତନ୍ତ୍ର ଟ୍ରେନକୁ ନିୟମିତ ଏକ୍ସପ୍ରେସରେ ପରିଣତ କଲା ଭାରତୀୟ ରେଳବାଇ

March 17, 2026

ଭାରତ ବିରୁଦ୍ଧରେ ଆତଙ୍କବାଦୀ ଷଡ଼ଯନ୍ତ୍ରର ପର୍ଦ୍ଦାଫାସ୍: ୭ ବିଦେଶୀ ନାଗରିକ ଗିରଫ

March 17, 2026

ଭୁବନେଶ୍ବରରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ, ମୁଖ୍ୟମନ୍ତ୍ରୀ କଲେ ସାକ୍ଷାତ

March 17, 2026

ମିଳିମିଳା ସଚେତନା ଓ ମାଗଣା ସ୍ଵାସ୍ଥ୍ୟ ଶିବିର

March 17, 2026

ମହଙ୍ଗା ପଡ଼ିଲା ଗଙ୍ଗା ନଦୀ ମଝିରେ ଚିକେନ୍ ବିରିୟାନି ଖାଇ ହାଡ଼ ଫିଙ୍ଗିବା: ୧୪ ଗିରଫ

March 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.