Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଇଥିଓପିଆ ଏୟାରଲାଇନ୍ସ ବିମାନ ଦୁର୍ଘଟଣାଗ୍ରସ୍ତ: ୧୫୭ ମୃତ
ଆଜିର ଖବର

ଇଥିଓପିଆ ଏୟାରଲାଇନ୍ସ ବିମାନ ଦୁର୍ଘଟଣାଗ୍ରସ୍ତ: ୧୫୭ ମୃତ

March 10, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
ethiopean airlines crashed
ethiopean airlines crashed

ଇଥିଓପିଆ ଏୟାରଲାନ୍ସର ଏକ ବିମାନ ବୋଇଙ୍ଗ ୭୩୭ ଦୁର୍ଘଟଣାଗ୍ରସ୍ତ ହୋଇଛି । ଏହି ବିମାନଟି ଆଡିସ ଏବାବାରୁ ନାଇରୋବି ଯାଉଥିଲା। ବିମାନରେ ୧୪୯ଜଣ ଯାତ୍ରୀ ଓ ୮ଜଣ ବିମାନ କର୍ମଚାରୀ ଥିଲେ। ଇଥିଓପିଆ ରାଜଧାନୀର ଦକ୍ଷିଣପୂର୍ବରେ ୬୨ କିଲୋମିଟର ଦୂରରେ ବିମାନଟି ଦୁର୍ଘଟଣାଗ୍ରସ୍ତ ହୋଇଛି । ଏହି ଦୁର୍ଘଟଣାରେ ସମସ୍ତ ଯାତ୍ରୀ ଏବଂ ବିମାନ କର୍ମଚାରୀଙ୍କ ମୃତ୍ୟୁ ହେଇଥିବା ସୂଚନା ମିଳିଛି। ସେମାନଙ୍କ ଭିତରୁ୪ ଜଣ ଭାରତୀୟ ଅଛନ୍ତି।  ଆଜି ସକାଳେ ଏହି ଘଟଣା ଘଟିଛି । କୋଉ କାରଣରୁ ଏଭଳି ଦୁର୍ଘଟଣା ଘଟିଛି ତାକୁନେଇ ସରକାରଙ୍କ ପକ୍ଷରୁ ତଦନ୍ତ ଜାରିରହିଛି । ଇଥିଓପିଆ ପ୍ରଧାନମନ୍ତ୍ରୀ ଏହି ଘଟଣାରେ ଦୁଃଖ ପ୍ରକାଶ କରିବା ସହ ଯାତ୍ରୀ ମାନଙ୍କ ପରିବାରକୁ ସମବେଦନା ଜଣାଇଛନ୍ତି ।

thesamikhsya
Share. Facebook Twitter LinkedIn Email WhatsApp Copy Link

Related Posts

“ଧନ୍ୟବାଦ, ଭାରତ”: ବନ୍ୟା ସହାୟତା ପାଇଁ ସଂସଦରେ କହିଲେ ନେପାଳ ପ୍ରଧାନମନ୍ତ୍ରୀ

September 2, 2026

ସୁପ୍ରିମକୋର୍ଟରେ ଓଡ଼ିଶା ଡିଜିପି ନିଯୁକ୍ତି ମାମଲା: ସେପ୍ଟେମ୍ବର ୭କୁ ଘୁଞ୍ଚିଲା ଶୁଣାଣି

September 2, 2026

୭ ଦିନ ପରେ ନେପାଳ ବନ୍ୟା ସ୍ଥିତି: ୧୧୨୭ ମୃତ, ୪୮୫୮ ନିଖୋଜ

September 2, 2026

​ଗଞ୍ଜାମ ଜିଲ୍ଲାର ୧୨ଟି ଉଚ୍ଚ ବିଦ୍ୟାଳୟକୁ +୨ ବିଦ୍ୟାଳୟର ମାନ୍ୟତା: ସାଧୁବାଦ ଜଣାଇଲେ ସାଂସଦ

September 2, 2026
Latest News

“ଧନ୍ୟବାଦ, ଭାରତ”: ବନ୍ୟା ସହାୟତା ପାଇଁ ସଂସଦରେ କହିଲେ ନେପାଳ ପ୍ରଧାନମନ୍ତ୍ରୀ

September 2, 2026

ସୁପ୍ରିମକୋର୍ଟରେ ଓଡ଼ିଶା ଡିଜିପି ନିଯୁକ୍ତି ମାମଲା: ସେପ୍ଟେମ୍ବର ୭କୁ ଘୁଞ୍ଚିଲା ଶୁଣାଣି

September 2, 2026

୭ ଦିନ ପରେ ନେପାଳ ବନ୍ୟା ସ୍ଥିତି: ୧୧୨୭ ମୃତ, ୪୮୫୮ ନିଖୋଜ

September 2, 2026

​ଗଞ୍ଜାମ ଜିଲ୍ଲାର ୧୨ଟି ଉଚ୍ଚ ବିଦ୍ୟାଳୟକୁ +୨ ବିଦ୍ୟାଳୟର ମାନ୍ୟତା: ସାଧୁବାଦ ଜଣାଇଲେ ସାଂସଦ

September 2, 2026

ଗାଡ଼ି ଚାଳକଙ୍କୁ ବଡ଼ ଆଶ୍ୱସ୍ତି : ୧୦ ହଜାର ବଦଳରେ ଲାଗୁ ହେବ ନୂଆ ସ୍ଲାବ୍

September 2, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.