Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଗାଡି କାଗଜପତ୍ର, ଡ୍ରାଇଭିଂ ଲାଇସେନ୍ସ ଓ ପଲ୍ୟୁସନ୍‌ ପ୍ରମାଣପତ୍ରର ବୈଧତା ଅବଧି ବୃଦ୍ଧି
ଆଜିର ଖବର

ଗାଡି କାଗଜପତ୍ର, ଡ୍ରାଇଭିଂ ଲାଇସେନ୍ସ ଓ ପଲ୍ୟୁସନ୍‌ ପ୍ରମାଣପତ୍ରର ବୈଧତା ଅବଧି ବୃଦ୍ଧି

June 9, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ : ଲକଡାଉନ ସମୟରେ ଗାଡି ଚାଳକଙ୍କୁ ଆଶ୍ବସ୍ତି ମିଳିଛି। କରୋନା ମୁକାବିଲା ପାଇଁ କେନ୍ଦ୍ର ସରକାର ଲକ୍‌ ଡାଉନ୍‌ର ଘୋଷଣା କରିଥିବାବେଳେ ଗାଡି ଚାଳକଙ୍କ ପାଇଁ ଏକ ଆଶ୍ବସ୍ତିକର ଖବର ମିଳିଛି । ଆସନ୍ତା ସେପ୍ଟେମ୍ବର 30 ପର୍ଯ୍ୟନ୍ତ ଗାଡି କାଗଜପତ୍ର, ଡ୍ରାଇଭିଂ ଲାଇସେନ୍ସ ଓ ପଲ୍ୟୁସନ୍‌ ପ୍ରମାଣପତ୍ରର ବୈଧତା ବୃଦ୍ଧି ନେଇ ମଙ୍ଗଳବାର କେନ୍ଦ୍ର ସଡ଼କ ପରିବହନ ମନ୍ତ୍ରାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି ।

ଡିଏଲ କିମ୍ବା ଗାଡ଼ିର ଅନ୍ୟ କୌଣସି ପ୍ରମାଣପତ୍ରର ବୈଧତା ଶେଷ ହୋଇଯାଇଥିଲେ ବି ଏବେ ଏଥିପାଇଁ ଜରିମାନା ଆଦାୟ କରାଯିବ ନାହିଁ । କରୋନା ମୁକାବିଲା ପାଇଁ ଦେଶବ୍ୟାପୀ ଜାରି ହୋଇଥିବା ଲକଡାଉନ ପରିସ୍ଥିତିକୁ ନଜରରେ ରଖି କେନ୍ଦ୍ର ସଡ଼କ ଓ ପରିବହନ ମନ୍ତ୍ରାଳୟ ପକ୍ଷରୁ ଏଭଳି ନିଷ୍ପତ୍ତି ନିଆଯାଇଛି । ସମସ୍ତ ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳରେ ଏହି ନିୟମ ଲାଗୁ କରାଯିବ ।

dl traffic
Share. Facebook Twitter LinkedIn Email WhatsApp Copy Link

Related Posts

“ଦୁଇ ଦିନ ମଧ୍ୟରେ ପର୍ଦ୍ଦାଫାସ କରିବି”: ରାହୁଲଙ୍କୁ ଭେଟି ବିମାନ ଦୁର୍ଘଟଣା ସମ୍ପର୍କରେ କହିଲେ ରୋହିତ ପାୱାର

March 12, 2026

ବଡ଼ କୂଟନୈତିକ ସଫଳତା!: ଭାରତୀୟ ତୈଳ ଜାହାଜକୁ ଅନୁମତି ଦେଲା ଇରାନ

March 12, 2026

ଟିମ୍ ଇଣ୍ଡିଆକୁ ୧୩୧ କୋଟି ପ୍ରଦାନ କଲା ବିସିସିଆଇ: ଜାଣନ୍ତୁ ଏହି ଟଙ୍କା କିଏ ପାଇବ? 

March 12, 2026

ମହାରାଷ୍ଟ୍ର ବଜେଟ ଅଧିବେଶନ ମଧ୍ୟରେ ବିଧାନ ଭବନକୁ ବୋମା ଧମକ!: ତଲାସୀ ଅଭିଯାନ ଆରମ୍ଭ

March 12, 2026
Latest News

“ଦୁଇ ଦିନ ମଧ୍ୟରେ ପର୍ଦ୍ଦାଫାସ କରିବି”: ରାହୁଲଙ୍କୁ ଭେଟି ବିମାନ ଦୁର୍ଘଟଣା ସମ୍ପର୍କରେ କହିଲେ ରୋହିତ ପାୱାର

March 12, 2026

ମୁଖ୍ୟମନ୍ତ୍ରୀଙ୍କ ଚିଠିର ପ୍ରଭାବ: ନୂଆ ଅମୃତ ଭାରତ ଟ୍ରେନକୁ ଅନୁମୋଦନ କଲେ ରେଳମନ୍ତ୍ରୀ

March 12, 2026

ବଡ଼ କୂଟନୈତିକ ସଫଳତା!: ଭାରତୀୟ ତୈଳ ଜାହାଜକୁ ଅନୁମତି ଦେଲା ଇରାନ

March 12, 2026

ଟିମ୍ ଇଣ୍ଡିଆକୁ ୧୩୧ କୋଟି ପ୍ରଦାନ କଲା ବିସିସିଆଇ: ଜାଣନ୍ତୁ ଏହି ଟଙ୍କା କିଏ ପାଇବ? 

March 12, 2026

ମହାରାଷ୍ଟ୍ର ବଜେଟ ଅଧିବେଶନ ମଧ୍ୟରେ ବିଧାନ ଭବନକୁ ବୋମା ଧମକ!: ତଲାସୀ ଅଭିଯାନ ଆରମ୍ଭ

March 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.