Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସେନାକୁ ସଫଳତା : ଏନ୍‌କାଉଣ୍ଟରରେ ଦୁଇ ଆତଙ୍କବାଦୀ ନିହତ
ଆଜିର ଖବର

ସେନାକୁ ସଫଳତା : ଏନ୍‌କାଉଣ୍ଟରରେ ଦୁଇ ଆତଙ୍କବାଦୀ ନିହତ

June 10, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link
Terror Attack
ଅନନ୍ତନାଗରେ ଆତଙ୍କବାଦୀ ଆକ୍ରମଣ: ଜଣେ ଯବାନ ସହିଦ

ଶ୍ରୀନଗର : ଜମ୍ମୁ କାଶ୍ମୀରରେ ସେନାକୁ ବଡ ସଫଳତା । ବୁଧବାର ସୋପିଆନ୍‌ରେ ଘଟିଥିବା ଏନ୍‌କାଉଣ୍ଟରରେ ଦୁଇ ଜଣ ଆତଙ୍କବାଦୀ ପ୍ରାଣ ହରାଇଛନ୍ତି । ସୋପିଆନ୍‌ର ସୁଗୁ ଅଞ୍ଚଳରେ ଏହି ଏନ୍‌କାଉଣ୍ଟର ସଙ୍ଗଠିତ ହୋଇଥିଲା । ବିଗତ ତିନି ଦିନ ମଧ୍ୟରେ 11 ଜଣ ଆତଙ୍କବାଦୀଙ୍କୁ ନିପାତ କରିବାରେ ସଫଳ ହୋଇଛି ଭାରତୀୟ ସେନା । ସେନା ଏବଂ ଜମ୍ମୁ କାଶ୍ମୀର ପୋଲିସ୍‌ ପକ୍ଷରୁ ପକ୍ଷରୁ ସର୍ଚ୍ଚ ଅପରେସନ୍‌ ଜାରି ରହିଥିବା ବେଳେ ସୁଗୁରେ ଆତଙ୍କୀ ମାନେ ଆକ୍ରମଣ କରିଥିଲେ । ସେନା ପକ୍ଷରୁ ପାଲଟା ଆକ୍ରମଣ କରାଯିବା ଫଳରେ ଦୁଇ ଆତଙ୍କବାଦୀ ପ୍ରାଣ ହରାଇଥିଲେ । (ଏଜେନ୍ସି)

encounter j&k
Share. Facebook Twitter LinkedIn Email WhatsApp Copy Link

Related Posts

ଜାଣନ୍ତୁ ଅଗଷ୍ଟ ୧୬ ର ରାଶିଫଳ: ପାଞ୍ଚୋଟି ରାଶିର ବ୍ୟକ୍ତିମାନେ ହଠାତ ପାଇବେ ଶୁଭ ଖବର

August 16, 2026

ବଲାଙ୍ଗୀରରୁ ଅପହରଣ, ଭୁବନେଶ୍ୱରରୁ ଉଦ୍ଧାର: ବ୍ୟବସାୟୀଙ୍କୁ ନେଇ ରହସ୍ୟ ଘେରରେ ଅପହରଣ ମାମଲା

August 15, 2026

ରେଙ୍ଗାଳି ଡ୍ୟାମ୍‌ର ୩ ଗେଟ୍‌ ଖୋଲା: ତଳମୁଣ୍ଡରେ ବନ୍ୟା ଆଶଙ୍କା

August 15, 2026

ସେଲଫି ନେବା ବେଳେ ଘଟିଲା ଅଘଟଣ: ପୋଲ ତଳକୁ ଖସିପଡ଼ିଲେ ଯୁବତୀ

August 15, 2026
Latest News

ଜାଣନ୍ତୁ ଅଗଷ୍ଟ ୧୬ ର ରାଶିଫଳ: ପାଞ୍ଚୋଟି ରାଶିର ବ୍ୟକ୍ତିମାନେ ହଠାତ ପାଇବେ ଶୁଭ ଖବର

August 16, 2026

ବଲାଙ୍ଗୀରରୁ ଅପହରଣ, ଭୁବନେଶ୍ୱରରୁ ଉଦ୍ଧାର: ବ୍ୟବସାୟୀଙ୍କୁ ନେଇ ରହସ୍ୟ ଘେରରେ ଅପହରଣ ମାମଲା

August 15, 2026

ରେଙ୍ଗାଳି ଡ୍ୟାମ୍‌ର ୩ ଗେଟ୍‌ ଖୋଲା: ତଳମୁଣ୍ଡରେ ବନ୍ୟା ଆଶଙ୍କା

August 15, 2026

ସେଲଫି ନେବା ବେଳେ ଘଟିଲା ଅଘଟଣ: ପୋଲ ତଳକୁ ଖସିପଡ଼ିଲେ ଯୁବତୀ

August 15, 2026

ଗଂଜାମ ଜିଲ୍ଲା ସ୍ତରୀୟ ସ୍ବାଧୀନତା ଦିବସରେ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ, ଅଭିଭାଷଣ ଦେଇ କହିଲେ..

August 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.