Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»24 ଘଣ୍ଟାରେ ନୂତନ ଆକ୍ରାନ୍ତଙ୍କ ସଂଖ୍ୟା 8852 : 241 ଜଣଙ୍କ ପ୍ରାଣହାନି
ଆଜିର ଖବର

24 ଘଣ୍ଟାରେ ନୂତନ ଆକ୍ରାନ୍ତଙ୍କ ସଂଖ୍ୟା 8852 : 241 ଜଣଙ୍କ ପ୍ରାଣହାନି

June 10, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ : ଭାରତରେ ଦିନକୁ ଦିନ ସଙ୍କଟମୟ ରୂପ ନେଉଛି କରୋନା । ଦେଶରେ ବିଗତ 24 ଘଣ୍ଟା ମଧ୍ୟରେ 8852ଟି ନୂତନ ମାମଲା ସମ୍ମୁଖକୁ ଆସିଥିବା ବେଳେ 5129 ଜଣ ସୁସ୍ଥ ହୋଇଛନ୍ତି । ସେହିପରି ବିଗତ 24 ଘଣ୍ଟାମ ମଧ୍ୟରେ 241 ଜଣଙ୍କ ପ୍ରାଣହାନି ଘଟିଥିବା ବେଳେ ସମୁଦାୟ ମୃତ୍ୟୁ ସଂଖ୍ୟା 7719ରେ ପହଞ୍ଚିଛି । ଦେଶରେ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା 2 ଲକ୍ଷ 74 ହଜାର 780ରେ ପହଞ୍ଚି ଥିବା ବେଳେ 1,34,166 ଜଣ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା 1,32,880ରେ ରହିଛି ।

ସେହିପରି ସମଗ୍ର ବିଶ୍ବରେ ଆକ୍ରାନ୍ତଙ୍କ ସଂଖ୍ୟା 7,185,573ରେ ପହଞ୍ଚିଥିବା ବେଳେ ମୃତ୍ୟୁ ସଂଖ୍ୟା 4 ଲକ୍ଷ 8 ହଜାର 954ରେ ପହଞ୍ଚିଛି । ବିଶ୍ବବ୍ୟାପୀ ବର୍ତ୍ତମାନ ସୁଦ୍ଧା 3,352,665 ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । (ଏଜେନ୍ସି)

corona covid19 india
Share. Facebook Twitter LinkedIn Email WhatsApp Copy Link

Related Posts

ଧର୍ମ ପରିବର୍ତ୍ତନ କଲେ ହରାଇବେ SC/ST ମାନ୍ୟତା: ସୁପ୍ରିମକୋର୍ଟଙ୍କ ଐତିହାସିକ ନିଷ୍ପତ୍ତି

March 24, 2026

ଏମିତି କାହାଣି କେବେ ଶୁଣିନି

March 24, 2026

ଏପ୍ରିଲ ୧ରୁ ମହଙ୍ଗା ହୋଇପାରେ ବିମାନ ଯାତ୍ରା: ଭଡ଼ା ବୃଦ୍ଧି କରିବାକୁ ଯାଉଛନ୍ତି ବିମାନ କମ୍ପାନୀ!

March 24, 2026

ହିମାଚଳ ପ୍ରଦେଶ ରାଜ୍ୟପାଳଙ୍କୁ ଭେଟିଲେ ଓଡ଼ିଶା ଗଣମାଧ୍ୟମ ପ୍ରତିନିଧି

March 24, 2026
Latest News

ଧର୍ମ ପରିବର୍ତ୍ତନ କଲେ ହରାଇବେ SC/ST ମାନ୍ୟତା: ସୁପ୍ରିମକୋର୍ଟଙ୍କ ଐତିହାସିକ ନିଷ୍ପତ୍ତି

March 24, 2026

ଏମିତି କାହାଣି କେବେ ଶୁଣିନି

March 24, 2026

ଏପ୍ରିଲ ୧ରୁ ମହଙ୍ଗା ହୋଇପାରେ ବିମାନ ଯାତ୍ରା: ଭଡ଼ା ବୃଦ୍ଧି କରିବାକୁ ଯାଉଛନ୍ତି ବିମାନ କମ୍ପାନୀ!

March 24, 2026

ହିମାଚଳ ପ୍ରଦେଶ ରାଜ୍ୟପାଳଙ୍କୁ ଭେଟିଲେ ଓଡ଼ିଶା ଗଣମାଧ୍ୟମ ପ୍ରତିନିଧି

March 24, 2026

ବାୟୁସେନାର ବିମାନ ଦୁର୍ଘଟଣାଗ୍ରସ୍ତ: ୧୧୦ ସୈନିକ କରୁଥିଲେ ଯାତ୍ରା

March 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.