Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବାଣପୁର ସବ୍‌ଜେଲ୍‌ ନିକଟରେ ଆତ୍ମହତ୍ୟା
ଆଜିର ଖବର

ବାଣପୁର ସବ୍‌ଜେଲ୍‌ ନିକଟରେ ଆତ୍ମହତ୍ୟା

June 10, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରଓ୍ବାଲ
ବାଣପୁର : ବାଣପୁର ସବ୍‌ଜେଲ୍‌ ସମ୍ମୁଖରେ ଏକ ଅଭାବନୀୟ ଘଟଣା ଘଟିଯାଇଛି । ଆଜି ସକାଳୁ ସବ୍‌ଜେଲ୍‌ ନିକଟରୁ ଏକ ମୃତ ଶରୀର ଉଦ୍ଧାର କରାଯାଇଥିଲା । ମୃତକଙ୍କ ନାମ ନାରାୟଣ ପାତ୍ର(40) ବୋଲି ଜଣାପଡିଛି । ଚାଉଳରେ ପଡୁଥିବା କୀଟନାଶକ ପିଇ ନାରାୟଣ ଆତ୍ମହତ୍ୟା କରିଥିବା ଅନୁମାନ କରାଯାଉଛି । ସକାଳ 9.30 ମିନିଟ୍‌ ସମୟରେ ନାରାୟଣଙ୍କ ଶବ ଦେଖିବାକୁ ମିଳିଥିଲା । ବାଣପୁର ଥାନା ଏଏସ୍‌ଆଇ ବସନ୍ତ ପଟ୍ଟନାୟକ ଘଟଣାସ୍ଥଳରେ ପହଞ୍ଚି ଶବ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛନ୍ତି । ପ୍ରାରମ୍ଭିକ ତଦନ୍ତରୁ ଏହା ଆତ୍ମହତ୍ୟା ଭଳି ଜଣା ପଡୁଥିଲେ ମଧ୍ୟ ଶବ ବ୍ୟବଚ୍ଛେଦ ରିପୋର୍ଟ ଆସିଲେ ଏହା ସ୍ପଷ୍ଟ ହେବ । ନାରାୟଣଙ୍କ ନିକଟରେ ରହିବା ପାଇଁ ଘର ନଥିବା ବେଳେ ସବ୍‌ଜେଲ୍ ରୋଡ୍‌ରେ ଏକ ଅସ୍ଥାୟୀ କୁଡିଆ ଘରେ ସେ ଅବସ୍ଥାନ କରୁଥିଲେ । ଦିନ ମଜୁରୀରୁ ସମଗ୍ର ପରିବାର ଚଳୁଥିବା ବେଳେ ନାରାୟଣଙ୍କ ମୃତ୍ୟୁ ପରେ ସାଧାରଣରେ  ଉକ୍ତ ପରିବାରକୁ ସହାୟତାର ଦାବି କରାଯାଉଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ବିଜେଡିରୁ ପୁଣି ନିଲମ୍ବନ ହେଲେ ଜଣେ ପୂର୍ବତନ ବିଧାୟକ ଏବଂ ଜଣେ ପୂର୍ବତନ ସାଂସଦ

April 6, 2026

୯ ପୋଲିସକୁ ଫାଶୀ

April 6, 2026

ଓଡ଼ିଶାରେ ଯଥେଷ୍ଟ ପରିମାଣରେ ଇନ୍ଧନ ଗଚ୍ଛିତ ଅଛି: ସ୍ପଷ୍ଟ କଲେ ସରକାର

April 6, 2026

୧୪ ବିଶ୍ୱବିଦ୍ୟାଳୟ ପାଇଁ କୁଳପତି ନିଯୁକ୍ତ

April 6, 2026
Latest News

ବିଜେଡିରୁ ପୁଣି ନିଲମ୍ବନ ହେଲେ ଜଣେ ପୂର୍ବତନ ବିଧାୟକ ଏବଂ ଜଣେ ପୂର୍ବତନ ସାଂସଦ

April 6, 2026

୯ ପୋଲିସକୁ ଫାଶୀ

April 6, 2026

ଓଡ଼ିଶାରେ ଯଥେଷ୍ଟ ପରିମାଣରେ ଇନ୍ଧନ ଗଚ୍ଛିତ ଅଛି: ସ୍ପଷ୍ଟ କଲେ ସରକାର

April 6, 2026

୧୪ ବିଶ୍ୱବିଦ୍ୟାଳୟ ପାଇଁ କୁଳପତି ନିଯୁକ୍ତ

April 6, 2026

ରାଜ୍ୟସଭା ସଦସ୍ୟ ଭାବେ ୧୯ ଜଣ ନେଲେ ଶପଥ, ଓଡିଶାର ତିନିଜଣ

April 6, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.