Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଡିଭାଇଡର୍‌ରେ ପିଟି ହେଲା ବାଇକ୍‌ : ଦୁଇ ଯୁବକ ଗୁରୁତର
ଆଜିର ଖବର

ଡିଭାଇଡର୍‌ରେ ପିଟି ହେଲା ବାଇକ୍‌ : ଦୁଇ ଯୁବକ ଗୁରୁତର

June 10, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ହେମାଙ୍ଗ ପ୍ରସାଦ ରାଉଳ
ବ୍ରହ୍ମପୁର: ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଦୁଇଜଣ ଯୁବକ ଗୁରୁତର ଆହତ ହୋଇଥିବା ଜଣାପଡ଼ିଛି । ଦୁଇଯୁବକଙ୍କୁ ଉଦ୍ଧାର କରାଯାଇ ଏମ୍‌କେସିଜିରେ ଭର୍ତ୍ତି କରାଯାଇଥିବା ଜଣାପଡ଼ିଛି । ଉଭୟ ଯୁବକଙ୍କ ମୁଣ୍ଡରେ ଗଭୀର ଆଘାତ ଲାଗିଛି । ଦିଗପହଣ୍ଡି ପଟୁ ଆସୁଥିବା ଜଗଦଳପୁର ଗ୍ରାମର ତ୍ରିଲୋଚନ ଦାଶ (୨୩) ଏବଂ ବ୍ରହ୍ମପୁରର ରୋହିତ ବେହେରା (୨୨) ବାଇକ୍‌ରେ ଆସୁଥିବାବେଳେ ଫାଷ୍ଟଗେଟ୍ ନିକଟରେ ରାସ୍ତା ପାଶ୍ୱର୍ ଡ଼ିଭାଇଡ଼୍‌ରକୁ ଧକ୍କା ଦେଇଥିଲେ । ଫଳରେ ଉଭୟ ଛିଟିକି ପଡ଼ିଥିଲେ । ଟ୍ରାଫିକ୍ ଥାନା ଗାଡ଼ିକୁ ଜବତ କରିବା ସହ ଉଭୟଙ୍କୁ ମେଡ଼ିକାଲ୍‌ରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଥିବା ନେଇ ଟ୍ରାଫିକ୍ ଡ଼ିଏସ୍‌ପି ସାର୍ଥକ ରାୟ ସୂଚନା ଦେଇଛନ୍ତି ।

accident mkcg
Share. Facebook Twitter LinkedIn Email WhatsApp Copy Link

Related Posts

ଜନଜାତିଙ୍କ କଲ୍ୟାଣ ପାଇଁ ପରିବର୍ତ୍ତନଶୀଳ ବଜେଟ୍, ଓଡ଼ିଶାକୁ ବେଶ୍ ଲାଭବାନ ହେବ: ଜୁଏଲ ଓରାମ

February 2, 2026

ବାୟୋଫାର୍ମା ଶକ୍ତି କେନ୍ଦ୍ର ବଜେଟ୍ ୨୦୨୬-୨୭ରେ ପ୍ରସ୍ତାବିତ

February 2, 2026

ଆଜି ଫେବୃୟାରୀ ୨ ତାରିଖ ସୋମବାରରେ ଏହି ରାଶିଗୁଡିକ ଭାଗ୍ୟ ଖୋଲାଲି, ଜାଣନ୍ତୁ ରାଶିଫଳ

February 2, 2026

Naveen Patnaik on Budget: ନବୀନ କହିଲେ ସମସ୍ତଙ୍କୁ ନିରାଶ କଲା କେନ୍ଦ୍ର ବଜେଟ

February 1, 2026
Latest News

ଭାରତ ବିପକ୍ଷରେ ମ୍ୟାଚ୍ ବର୍ଜନ କଲେ ପାକିସ୍ତାନକୁ କ’ଣ କ୍ଷତି?: ଜାଣନ୍ତୁ ICCର ନିୟମ

February 2, 2026

ଜନଜାତିଙ୍କ କଲ୍ୟାଣ ପାଇଁ ପରିବର୍ତ୍ତନଶୀଳ ବଜେଟ୍, ଓଡ଼ିଶାକୁ ବେଶ୍ ଲାଭବାନ ହେବ: ଜୁଏଲ ଓରାମ

February 2, 2026

ବାୟୋଫାର୍ମା ଶକ୍ତି କେନ୍ଦ୍ର ବଜେଟ୍ ୨୦୨୬-୨୭ରେ ପ୍ରସ୍ତାବିତ

February 2, 2026

ଭାରତୀୟ ରେଳବାଇ ପାଇଁ 2.93 ଲକ୍ଷ କୋଟିର ରେକର୍ଡ ପୁଞ୍ଜି ବ୍ୟୟବରାଦ

February 2, 2026

ଆଜି ଫେବୃୟାରୀ ୨ ତାରିଖ ସୋମବାରରେ ଏହି ରାଶିଗୁଡିକ ଭାଗ୍ୟ ଖୋଲାଲି, ଜାଣନ୍ତୁ ରାଶିଫଳ

February 2, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.