Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଦେଶରେ କରୋନା ମୃତ୍ୟୁ ଆଠ ହଜାର ଟପିଲା
ଆଜିର ଖବର

ଦେଶରେ କରୋନା ମୃତ୍ୟୁ ଆଠ ହଜାର ଟପିଲା

June 11, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ : ଦେଶରେ କରୋନା ମାମଲା ହୁ ହୁ ହୋଇ ବଢିବାରେ ଲାଗିଛି । ଦେଶରେ କରୋନା ଆକ୍ରାନ୍ତଙ୍କସଂଖ୍ୟା 2 ଲକ୍ଷ 86 ହଜାର 579କୁ ବୃଦ୍ଧି ହୋଇଥିବାବେଳେ ଏବେ ସୁଦ୍ଧା 1 ଲକ୍ଷ 37 ହଜାର 448ଟି ଆକ୍ଟିଭ୍‌ କେସ ରହିଛି ।ସେହିପରି 1 ଲକ୍ଷ 41 ହଜାର 29 ଜଣ ସୁସ୍ଥ ହୋଇଥିବାବେଳେ ମୃତ୍ୟୁ ସଂଖ୍ୟା 8 ହଜାର 102କୁ ବୃଦ୍ଧି ହୋଇଛି ।

କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ତରଫରୁ ମିଳିଥିବା ସୂଚନା ଅନୁସାରେ ମହାରାଷ୍ଟ୍ରରେ ସର୍ବାଧିକ 94, 041ଜଣ ଆକ୍ରାନ୍ତ ହୋଇଥିବାବେଳେ ମୃତ୍ୟୁ ସଂଖ୍ୟା 3,438କୁ ବୃଦ୍ଧି ହୋଇଛି । ସେହିପରି ଗୁଜୁରାଟରେ ମୃତ୍ୟୁ ସଂଖ୍ୟା 1ହଜାର 347, ଦିଲ୍ଲୀରେ 984, ମଧ୍ୟପ୍ରଦେଶରେ 427 ଜଣଙ୍କର ମୃତ୍ୟୁ ହୋଇଛି ।

coronaupdate india maharastra
Share. Facebook Twitter LinkedIn Email WhatsApp Copy Link

Related Posts

ହୋଲି ପୂର୍ବରୁ ଘରକୁ ଆଣନ୍ତୁ ଏହି ଜିନିଷ: ମାତା ଲକ୍ଷ୍ମୀଙ୍କ ମିଳିବ ଆଶୀର୍ବାଦ

March 4, 2026

ହୋଲିରେ ମଦ୍ୟପାନ କରି ଗାଡି ଚଲାଉଥିଲେ ହୋଇଯା’ନ୍ତୁ ସାବଧାନ!: କାର୍ଯ୍ୟାନୁଷ୍ଠାନ ନେବ ପୋଲିସ

March 4, 2026

ଆଜି ମାର୍ଚ୍ଚ ୪ ତାରିଖ ବୁଧବାରରେ ଏହି ପାଞ୍ଚୋଟି ରାଶିର ଦୂର ହେବ ସମସ୍ତ ଦୁଃଖ

March 4, 2026

ବଜେଟ୍ ପରବର୍ତ୍ତୀ ୱେବିନାରକୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ

March 3, 2026
Latest News

ହୋଲି ପୂର୍ବରୁ ଘରକୁ ଆଣନ୍ତୁ ଏହି ଜିନିଷ: ମାତା ଲକ୍ଷ୍ମୀଙ୍କ ମିଳିବ ଆଶୀର୍ବାଦ

March 4, 2026

ହୋଲିରେ ମଦ୍ୟପାନ କରି ଗାଡି ଚଲାଉଥିଲେ ହୋଇଯା’ନ୍ତୁ ସାବଧାନ!: କାର୍ଯ୍ୟାନୁଷ୍ଠାନ ନେବ ପୋଲିସ

March 4, 2026

ଆଜି ମାର୍ଚ୍ଚ ୪ ତାରିଖ ବୁଧବାରରେ ଏହି ପାଞ୍ଚୋଟି ରାଶିର ଦୂର ହେବ ସମସ୍ତ ଦୁଃଖ

March 4, 2026

ବଜେଟ୍ ପରବର୍ତ୍ତୀ ୱେବିନାରକୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ

March 3, 2026

ମହତପଲ୍ଲାରେ ବାର୍ଷିକ ଉତ୍ସବ: ନାଟକ, କବିତା ଓ ନୃତ୍ୟରେ ମନମୁଗ୍ଧ ଦର୍ଶକ

March 3, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.