Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବରୁଣେଇ ଓ ଉଗ୍ରତାରା ପୀଠରେ 144 ଧାରା, ଉଠା ଦୋକାନୀଙ୍କ ପାଇଁ ମଧ୍ୟ ଜାରି ହେଲା ନିର୍ଦ୍ଦେଶ
ଆଜିର ଖବର

ବରୁଣେଇ ଓ ଉଗ୍ରତାରା ପୀଠରେ 144 ଧାରା, ଉଠା ଦୋକାନୀଙ୍କ ପାଇଁ ମଧ୍ୟ ଜାରି ହେଲା ନିର୍ଦ୍ଦେଶ

June 11, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଖୋର୍ଦ୍ଧା : ଆଗାମୀ ରଜ ଉତ୍ସବକୁ ଆଖି ଆଗରେ ରଖି ଭିଡ ନିୟନ୍ତ୍ରଣ ତଥା ସାମାଜିକ ଦୂରତ୍ବକୁ ଦୃଷ୍ଟିରେ ରଖି ଖୋର୍ଦ୍ଧା ବରୁଣେଇ ଓ ଟାଙ୍ଗୀ ଉଗ୍ରତାରାଠାରେ 144 ଧାରା ଜାରି କରାଯାଇଛି । ଆସନ୍ତା 14ରୁ 20 ତାରିଖ ପର୍ଯ୍ୟନ୍ତ ଏହି ସମସ୍ତ ଅଞ୍ଚଳରେ 144 ଧାରା ଲାଗୁ କରିଛନ୍ତି ଖୋର୍ଦ୍ଧା ଉପଜିଲ୍ଲାପାଳ ।

ସେହିପରି ଖୋର୍ଦ୍ଧା ଉପଖଣ୍ଡରେ କରୋନା ସଂକ୍ରମିତ ହାର ଦିନକୁ ଦିନ ବୃଦ୍ଧି ପାଉଥିବାରୁ ଏଠାରେ ରହିଥିବା ସମସ୍ତ ଫାଷ୍ଟଫୁଡ୍‌, ଜଳଖିଆ, ଗୁପଚୁପ୍‌, ଚାଟ୍‌, ଦହିବରା, ଆଳୁଦମ୍‌ ଇତ୍ୟାଦି ବ୍ୟବସାୟୀମାନଙ୍କୁ କୋଭିଡ୍‌ -19 ଅନୁଯାୟୀ ମାସ୍କ ପିନ୍ଧ ଓ ସାମାଜିକ ଦୂରତା ରକ୍ଷା କେବଳ ପାର୍ସ ଜରିଆରେ ବ୍ୟବସାୟ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ଖୋର୍ଦ୍ଧା ଉପଜିଲ୍ଲାପାଳ ।

ଦୋକାନ ନିକଟରେ ଗ୍ରାହକମାନେ ଠିଆ ହୋଇ ଖାଦ୍ୟ ଖାଇପାରିବେ ନାହିଁ ବୋଲି ନିୟମ କରାଯାଇଛି । ଯଦି ଏପରି କାର୍ଯ୍ୟ ଦୃଷ୍ଟିକୁ ଆସିଲା ତେବେ ଆଇନାନୁଯାୟୀ ସମ୍ପୃକ୍ତ ଦୋକାନୀଙ୍କ ବିରୁଦ୍ଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇ ଜରିମାନା ଆଦାୟ ହେବ ବୋଲି ନିର୍ଦ୍ଦେଶ ଜାରି କରାଯାଇଛି । ଅନ୍ୟାଦେଶ ପର୍ଯ୍ୟନ୍ତ ଏହି ଆଦେଶ ବଳବତ୍ତର ରଖାଯିବା ନେଇ ସୂଚନା ଦେଇଛନ୍ତି ଖୋର୍ଦ୍ଧା ଉପଜିଲ୍ଲାପାଳ ।

 

Share. Facebook Twitter LinkedIn Email WhatsApp Copy Link

Related Posts

ଆସନ୍ତା ୨୮ ତାରିଖରେ ହେବ OTET

June 9, 2026

ସ୍ୱାସ୍ଥ୍ୟ ସେବା ପାଇଁ ୭୫୫ ନୂଆ ପଦବୀ

June 9, 2026

ଗୃହରକ୍ଷୀମାନଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଉପହାର: ବୃଦ୍ଧି କଲେ ଦୈନିକ ଭତ୍ତା

June 9, 2026

IPL 2027 ନିଲାମ ପୂର୍ବରୁ ଦଳ ବଦଳାଇବେ ଏହି 7 ଜଣ ଷ୍ଟାର ଖେଳାଳି!: ଦେଖନ୍ତୁ ତାଲିକା

June 9, 2026
Latest News

ଆସନ୍ତା ୨୮ ତାରିଖରେ ହେବ OTET

June 9, 2026

ସ୍ୱାସ୍ଥ୍ୟ ସେବା ପାଇଁ ୭୫୫ ନୂଆ ପଦବୀ

June 9, 2026

ଗୃହରକ୍ଷୀମାନଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଉପହାର: ବୃଦ୍ଧି କଲେ ଦୈନିକ ଭତ୍ତା

June 9, 2026

IPL 2027 ନିଲାମ ପୂର୍ବରୁ ଦଳ ବଦଳାଇବେ ଏହି 7 ଜଣ ଷ୍ଟାର ଖେଳାଳି!: ଦେଖନ୍ତୁ ତାଲିକା

June 9, 2026

କୁଏତର ଅମୀରଙ୍କ ସହ କଥା ହେଲେ ପ୍ରଧାନମନ୍ତ୍ରୀ ମୋଦୀ

June 9, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.