Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବରୁଣେଇ ଓ ଉଗ୍ରତାରା ପୀଠରେ 144 ଧାରା, ଉଠା ଦୋକାନୀଙ୍କ ପାଇଁ ମଧ୍ୟ ଜାରି ହେଲା ନିର୍ଦ୍ଦେଶ
ଆଜିର ଖବର

ବରୁଣେଇ ଓ ଉଗ୍ରତାରା ପୀଠରେ 144 ଧାରା, ଉଠା ଦୋକାନୀଙ୍କ ପାଇଁ ମଧ୍ୟ ଜାରି ହେଲା ନିର୍ଦ୍ଦେଶ

June 11, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଖୋର୍ଦ୍ଧା : ଆଗାମୀ ରଜ ଉତ୍ସବକୁ ଆଖି ଆଗରେ ରଖି ଭିଡ ନିୟନ୍ତ୍ରଣ ତଥା ସାମାଜିକ ଦୂରତ୍ବକୁ ଦୃଷ୍ଟିରେ ରଖି ଖୋର୍ଦ୍ଧା ବରୁଣେଇ ଓ ଟାଙ୍ଗୀ ଉଗ୍ରତାରାଠାରେ 144 ଧାରା ଜାରି କରାଯାଇଛି । ଆସନ୍ତା 14ରୁ 20 ତାରିଖ ପର୍ଯ୍ୟନ୍ତ ଏହି ସମସ୍ତ ଅଞ୍ଚଳରେ 144 ଧାରା ଲାଗୁ କରିଛନ୍ତି ଖୋର୍ଦ୍ଧା ଉପଜିଲ୍ଲାପାଳ ।

ସେହିପରି ଖୋର୍ଦ୍ଧା ଉପଖଣ୍ଡରେ କରୋନା ସଂକ୍ରମିତ ହାର ଦିନକୁ ଦିନ ବୃଦ୍ଧି ପାଉଥିବାରୁ ଏଠାରେ ରହିଥିବା ସମସ୍ତ ଫାଷ୍ଟଫୁଡ୍‌, ଜଳଖିଆ, ଗୁପଚୁପ୍‌, ଚାଟ୍‌, ଦହିବରା, ଆଳୁଦମ୍‌ ଇତ୍ୟାଦି ବ୍ୟବସାୟୀମାନଙ୍କୁ କୋଭିଡ୍‌ -19 ଅନୁଯାୟୀ ମାସ୍କ ପିନ୍ଧ ଓ ସାମାଜିକ ଦୂରତା ରକ୍ଷା କେବଳ ପାର୍ସ ଜରିଆରେ ବ୍ୟବସାୟ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ଖୋର୍ଦ୍ଧା ଉପଜିଲ୍ଲାପାଳ ।

ଦୋକାନ ନିକଟରେ ଗ୍ରାହକମାନେ ଠିଆ ହୋଇ ଖାଦ୍ୟ ଖାଇପାରିବେ ନାହିଁ ବୋଲି ନିୟମ କରାଯାଇଛି । ଯଦି ଏପରି କାର୍ଯ୍ୟ ଦୃଷ୍ଟିକୁ ଆସିଲା ତେବେ ଆଇନାନୁଯାୟୀ ସମ୍ପୃକ୍ତ ଦୋକାନୀଙ୍କ ବିରୁଦ୍ଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇ ଜରିମାନା ଆଦାୟ ହେବ ବୋଲି ନିର୍ଦ୍ଦେଶ ଜାରି କରାଯାଇଛି । ଅନ୍ୟାଦେଶ ପର୍ଯ୍ୟନ୍ତ ଏହି ଆଦେଶ ବଳବତ୍ତର ରଖାଯିବା ନେଇ ସୂଚନା ଦେଇଛନ୍ତି ଖୋର୍ଦ୍ଧା ଉପଜିଲ୍ଲାପାଳ ।

 

Share. Facebook Twitter LinkedIn Email WhatsApp Copy Link

Related Posts

ବିମଳାଗଡ଼ ଅମୃତ ଷ୍ଟେସନର ନବୀକରଣ: ଉନ୍ନତ ଭିତ୍ତିଭୂମି ସହିତ ମିଳିବ ଆଧୁନିକ ଯାତ୍ରୀ ସୁବିଧା

December 31, 2025

ନୂଆବର୍ଷ ପାଇଁ ପ୍ରବଳ ଜନସମାଗମକୁ ଦୃଷ୍ଟିରେ ରଖି ପୁରୀ ପୁଲିସ ଓ ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି

December 31, 2025

ବଣଭୋଜି ଋତୁରେ ହେଉଥିବା ଦୁର୍ଘଟଣାକୁ ହ୍ରାସ କରିବା ପାଇଁ ମାର୍ଗଦର୍ଶିକା ଜାରି

December 31, 2025

ସ୍ୱତନ୍ତ୍ର ଚଢ଼ାଉ ଅଭିଯାନ: ୭୬.୬୧ ଲକ୍ଷ ମୂଲ୍ୟର ବେଆଇନ ମାଦକ ଦ୍ରବ୍ୟ ଓ ନିଶା ସାମଗ୍ରୀ ଜବତ

December 31, 2025
Latest News

ବିମଳାଗଡ଼ ଅମୃତ ଷ୍ଟେସନର ନବୀକରଣ: ଉନ୍ନତ ଭିତ୍ତିଭୂମି ସହିତ ମିଳିବ ଆଧୁନିକ ଯାତ୍ରୀ ସୁବିଧା

December 31, 2025

ନୂଆବର୍ଷ ପାଇଁ ପ୍ରବଳ ଜନସମାଗମକୁ ଦୃଷ୍ଟିରେ ରଖି ପୁରୀ ପୁଲିସ ଓ ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି

December 31, 2025

ବଣଭୋଜି ଋତୁରେ ହେଉଥିବା ଦୁର୍ଘଟଣାକୁ ହ୍ରାସ କରିବା ପାଇଁ ମାର୍ଗଦର୍ଶିକା ଜାରି

December 31, 2025

ସ୍ୱତନ୍ତ୍ର ଚଢ଼ାଉ ଅଭିଯାନ: ୭୬.୬୧ ଲକ୍ଷ ମୂଲ୍ୟର ବେଆଇନ ମାଦକ ଦ୍ରବ୍ୟ ଓ ନିଶା ସାମଗ୍ରୀ ଜବତ

December 31, 2025

କାଶୀ ତାମିଲ ସଙ୍ଗମମ୍ ୪.୦ ର ସମାପନ କାର୍ଯ୍ୟକ୍ରମରେ କେନ୍ଦ୍ରମନ୍ତ୍ରୀ

December 31, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.