Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମର୍ମନ୍ତୁଦ ସଡକ ଦୁର୍ଘଟଣା :  ଯୁବକଙ୍କ ମୁଣ୍ଡ ଗଣ୍ଡି ଅଲଗା
ଆଜିର ଖବର

ମର୍ମନ୍ତୁଦ ସଡକ ଦୁର୍ଘଟଣା :  ଯୁବକଙ୍କ ମୁଣ୍ଡ ଗଣ୍ଡି ଅଲଗା

June 11, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଜଗତସିଂହପୁର : ଜଗତସିଂହପୁର – ମାଛ ଗାଁ ରାସ୍ତାର ଗୋପାଳପୁର ନିକଟରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ଏହି ଦୁର୍ଘଟଣାରେ ଯୁବକଙ୍କ ମୁଣ୍ଡ ଗଣ୍ଡି ଅଲଗା ହୋଇଥିବାର ସୂଚନା ରହିଛି । ବାଇକ୍‌ ଚାଳକଙ୍କୁ ପଛପଟରୁ ଏକ ଦ୍ରୁତଗାମୀ ଟ୍ରକ୍‌ ଧକ୍କା ଦେବା ଫଳରେ ଯୁବକଙ୍କ ମୁଣ୍ଡ ଗଣ୍ଡି ଅଲଗା ହୋଇଯାଇଛି ।  ଘଟଣାସ୍ଥଳରେ ଯୁବକଙ୍କ ମୃତ୍ୟୁ ହୋଇଥିବାବେଳେ ମୃତକ ଜଣକ ଗରାମ ଗ୍ରାମର ହୋଇଥିବାର ସୂଚନା ରହିଛି ।

ଦୁର୍ଘଟଣା
Share. Facebook Twitter LinkedIn Email WhatsApp Copy Link

Related Posts

ଭୁବନେଶ୍ୱର ପାତ୍ରପଡ଼ାରେ ତୁଳା ଗୋଦାମରେ ଭୟାବହ ଅଗ୍ନିକାଣ୍ଡ

August 3, 2026

କେରଳରେ ପ୍ରବଳ ବର୍ଷାର ତାଣ୍ଡବ: ମୃତ୍ୟୁସଂଖ୍ୟା ୮କୁ ବୃଦ୍ଧି

August 3, 2026

ତିନିଦିନିଆ ଓଡ଼ିଶା ଗସ୍ତରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

August 3, 2026

ମହିଳାଙ୍କୁ ଟାଣିନେଲା କୁମ୍ଭୀର !

August 3, 2026
Latest News

ଭୁବନେଶ୍ୱର ପାତ୍ରପଡ଼ାରେ ତୁଳା ଗୋଦାମରେ ଭୟାବହ ଅଗ୍ନିକାଣ୍ଡ

August 3, 2026

କେରଳରେ ପ୍ରବଳ ବର୍ଷାର ତାଣ୍ଡବ: ମୃତ୍ୟୁସଂଖ୍ୟା ୮କୁ ବୃଦ୍ଧି

August 3, 2026

ତିନିଦିନିଆ ଓଡ଼ିଶା ଗସ୍ତରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

August 3, 2026

ମହିଳାଙ୍କୁ ଟାଣିନେଲା କୁମ୍ଭୀର !

August 3, 2026

ଶ୍ରାବଣ ମାସର ପ୍ରଥମ ସୋମବାରରେ ଶ୍ରୀଲିଙ୍ଗରାଜଙ୍କ ନୀତିକାନ୍ତି ବନ୍ଦ

August 3, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.