Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମୋ ବସ୍‌ରେ ଆରମ୍ଭ ହେଲା କ୍ୟାସଲେସ୍‌ ସେବା
ଆଜିର ଖବର

ମୋ ବସ୍‌ରେ ଆରମ୍ଭ ହେଲା କ୍ୟାସଲେସ୍‌ ସେବା

June 11, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର : ମୋ ବସରେ କ୍ୟାସଲେସ ଟିକେଟ ସେବା ଆରମ୍ଭ ହୋଇଛି । କରୋନା ସଂକ୍ରମଣ ଭିତରେ ସାମାଜିକ ଦୂରତା ସହ ଡିଜିଟାଲ ପେମେଣ୍ଟକୁ ପ୍ରାଧାନ୍ୟ ଦେଇଛି ସିଆରୟୁଟି । ସ୍ୱତନ୍ତ୍ର କ୍ୟୁଆର କୋଡକୁ ସ୍କାନ କରି ପେମେଣ୍ଟ କରିବେ ଯାତ୍ରୀ । ଏଥିପାଇଁ ବସର ଗାଇଡଙ୍କୁ ଏକ କାର୍ଡ ପ୍ରଦାନ କରାଯାଇଛି । ଯାହାଦ୍ୱାରା ସହଜ ଓ ସୁବିଧାରେ ଖୁଚୁରା କିମ୍ବା ନୋଟ ନେଣଦେଣ ନକରି ପେମେଣ୍ଟ କରିହେବ

ସୂଚନା ମୁତାବକ ଏହି ସେବା ଆରମ୍ଭ ହୋଇଥିବା ବେଳେ ପ୍ରାରମ୍ଭିକ ପର୍ଯ୍ୟାୟରେ 16 ଏବଂ 20ନମ୍ବର ରୁଟରେ ବ୍ୟବସ୍ଥା ଉପଲବ୍ଧ କରାଯାଇଛି । ଆଗାମୀ ଦିନରେ ସମସ୍ତ ରୁଟ୍‌ରେ ଉପଲବ୍ଧ କରାଇବାକୁ ଲକ୍ଷ୍ୟ ରହିଥିବା ସିଆରୟୁଟି ପକ୍ଷରୁ କୁହାଯାଇଛି ।

cashless mobus
Share. Facebook Twitter LinkedIn Email WhatsApp Copy Link

Related Posts

କ୍ୟାବିନେଟ୍ ବୈଠକ: ୬ ବିଭାଗର ୧୧ ପ୍ରସ୍ତାବକୁ ମଞ୍ଜୁରୀ

August 2, 2026

‘ବୃକ୍ଷ ହିଁ ଜୀବନ’ ପ୍ରବନ୍ଧ ପ୍ରତିଯୋଗିତା : ପରିବେଶ ସୁରକ୍ଷାର ବାର୍ତ୍ତା ଦେଲେ କୁନି ପ୍ରତିଭା

August 2, 2026

ଯୁଯୁମୁରା ଉପବଜାର ପ୍ରାଙ୍ଗଣରେ ମେଗା ରକ୍ତଦାନ ଶିବିର

August 2, 2026

ବନ୍ୟା ପ୍ରଭାବିତ ଅଞ୍ଚଳରେ ଓମ୍‌ଫେଡ୍‌ ପକ୍ଷରୁ ବ୍ୟାପକ ଗୋଖାଦ୍ୟ ବଣ୍ଟନ; ୪ ଦିନରେ ୫୦୪ ମେଟ୍ରିକ୍ ଟନ୍ ବିତରଣ, ଲକ୍ଷ୍ୟ ୧୦୦୦ ମେଟ୍ରିକ୍ ଟନ୍

August 1, 2026
Latest News

କ୍ୟାବିନେଟ୍ ବୈଠକ: ୬ ବିଭାଗର ୧୧ ପ୍ରସ୍ତାବକୁ ମଞ୍ଜୁରୀ

August 2, 2026

‘ବୃକ୍ଷ ହିଁ ଜୀବନ’ ପ୍ରବନ୍ଧ ପ୍ରତିଯୋଗିତା : ପରିବେଶ ସୁରକ୍ଷାର ବାର୍ତ୍ତା ଦେଲେ କୁନି ପ୍ରତିଭା

August 2, 2026

ଯୁଯୁମୁରା ଉପବଜାର ପ୍ରାଙ୍ଗଣରେ ମେଗା ରକ୍ତଦାନ ଶିବିର

August 2, 2026

ବନ୍ୟା ପ୍ରଭାବିତ ଅଞ୍ଚଳରେ ଓମ୍‌ଫେଡ୍‌ ପକ୍ଷରୁ ବ୍ୟାପକ ଗୋଖାଦ୍ୟ ବଣ୍ଟନ; ୪ ଦିନରେ ୫୦୪ ମେଟ୍ରିକ୍ ଟନ୍ ବିତରଣ, ଲକ୍ଷ୍ୟ ୧୦୦୦ ମେଟ୍ରିକ୍ ଟନ୍

August 1, 2026

ବନ୍ୟା ପରିସ୍ଥିତି ରିଲିଫ୍‌ ଓ ପୁନରୁଦ୍ଧାର କାର୍ଯ୍ୟ ତଦାରଖ ପାଇଁ ଚାରି ମନ୍ତ୍ରୀଙ୍କୁ ଦାୟିତ୍ୱ ଦେଲେ ମୁଖ୍ୟମନ୍ତ୍ରୀ

August 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.