Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଘୋଷଣା ହେଲା ନିର୍ବାଚନ ତାରିଖ, ଓଡିଶାରେ ଏପ୍ରିଲ ୧୧,୧୮,୨୩ ଓ ୨୯ରେ ମତଦାନ
ଆଜିର ଖବର

ଘୋଷଣା ହେଲା ନିର୍ବାଚନ ତାରିଖ, ଓଡିଶାରେ ଏପ୍ରିଲ ୧୧,୧୮,୨୩ ଓ ୨୯ରେ ମତଦାନ

March 10, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
general election date declares
general election date declares

ଦେଶରେ ୨୦୧୯ ସାଧାରଣ ନିର୍ବାଚନ ପାଇଁ ଆଜିଠୁ ଆଦର୍ଶ ଆଚରଣ ବିଧି ଲାଗୁ ହୋଇଛି।  ନୂଆଦିଲ୍ଲୀର ବିଜ୍ଞାନ ଭବନରେ ମୁଖ୍ୟ ନିର୍ବାଚନ କମିଶନର ସୁନୀଲ ଅରୋରା ଏକ ପ୍ରେସମିଟରେ ନିର୍ବାଚନ ତାରିଖ ଘୋଷଣା କରିଛନ୍ତି। ୭ଟି ପର୍ଯ୍ୟାୟରେ ଦେଶରେ ନିର୍ବାଚନ ହେବ। ଏପ୍ରିଲ ୧୧ତାରିଖରେ ପ୍ରଥମ ପର୍ଯ୍ୟାୟ ମତଦାନ ହେବ। ଦ୍ବିତୀୟ ପର୍ଯ୍ୟାୟ ମତଦାନ ଏପ୍ରିଲ ୧୮ରେ, ତୃତୀୟ ପର୍ଯ୍ୟାୟ ଏପ୍ରିଲ ୨୩ରେ ଓ ଚତୁର୍ଥ ପର୍ଯ୍ୟାୟ ଭୋଟଗ୍ରହଣ ଏପ୍ରିଲ ୨୯ରେ ହେବ। ପଞ୍ଚମ ପର୍ଯ୍ୟାୟ ମତଦାନ ମେ ୬ରେ, ଷଷ୍ଠ ପର୍ଯ୍ୟାୟ ମତଦାନ ମେ ୧୨ରେ ଓ ସପ୍ତମ ପର୍ଯ୍ୟାୟ ମତଦାନ ମେ ୧୯ ତାରିଖରେ ହେବ। ଓଡିଶାରେ ୪ଟି ପର୍ଯ୍ୟାୟରେ ମତଦାନ ଅନୁଷ୍ଠିତ ହେବ। ଏପ୍ରିଲ ୧୧ରେ ଓଡିଶାରେ  ପ୍ରଥମ ପର୍ଯ୍ୟାୟ ମତଦାନ ହେବ। ଚତୁର୍ଥ ପର୍ଯ୍ୟାୟର ଅର୍ଥାତ ଏପ୍ରିଲ ୨୯ରେ ଓଡିଶାରେ ଶେଷ ପର୍ଯ୍ୟାୟ  ଭୋଟ ଗ୍ରହଣ ହେବ। ଏପ୍ରିଲ ୧୧ରେ ଓଡିଶାର ୪ଟି ଲୋକସଭା ଆସନ, ଏପ୍ରିଲ ୧୮ରେ ୫ଟି ଆସନ, ଏପ୍ରିଲ ୨୩ରେ ୬ଟି ଆସନ ଓ ଏପ୍ରିଲ ୨୯ରେ ୬ଟି ଆସନରେ ଭୋଟଗ୍ରହଣ କରାଯିବ। ଲୋକସଭା ଓ ବିଧାନସଭା ନିର୍ବାଚନ ଓଡିଶାରେ ଏକ ସଙ୍ଗେ କରାଯିବ ବୋଲି ମୁଖ୍ୟ ନିର୍ବାଚନ କମିଶନ ଘୋଷଣା କରିଛନ୍ତି। ଲୋକସଭା ଆସନ ଅନ୍ତର୍ଗତ ବିଧାନସଭା ଆସନଗୁଡିକର ନିର୍ବାଚନ ସେହି ତାରିଖରେ ହେବ। ମେ୨୩ତାରିଖରେ ସାରା ଦେଶରେ ଗୋଟିଏ ଦିନରେ ଭୋଟ ଗଣତି ହେବ।

thesamikhsya
Share. Facebook Twitter LinkedIn Email WhatsApp Copy Link

Related Posts

Union Budget 2026 କୁ ସ୍ୱାଗତ କରି ଏହା ଶିଳ୍ପ-ଅନୁକୂଳ ବୋଲି କହିଲା CII ଓଡ଼ିଶା

February 1, 2026

କେନ୍ଦ୍ରୀୟ ବଜେଟ୍: ମେଡିକାଲ୍ ଟୁରିଜିମ୍ ପ୍ରୋତ୍ସାହନ ପାଇଁ ପ୍ରତିଷ୍ଠା ହେବ ୫ ଆଞ୍ଚଳିକ ମେଡିକାଲ୍ ହବ୍

February 1, 2026

କେନ୍ଦ୍ରୀୟ ବଜେଟ୍ ରେ କ୍ରୀଡ଼ା ସାମଗ୍ରୀ ଉତ୍ପାଦନ, ଗବେଷଣା ଏବଂ ନବସୃଜନକୁ ପ୍ରୋତ୍ସାହନ

February 1, 2026

ପୂର୍ବ ଭାରତ ସମେତ ଓଡ଼ିଶାର ଆର୍ଥିକ ଅଭିବୃଦ୍ଧିକୁ ତ୍ୱରାନ୍ୱିତ କରିବ ଚଳିତ ବଜେଟ: ଧର୍ମେନ୍ଦ୍ର ପ୍ରଧାନ

February 1, 2026
Latest News

Naveen Patnaik on Budget: ନବୀନ କହିଲେ ସମସ୍ତଙ୍କୁ ନିରାଶ କଲା କେନ୍ଦ୍ର ବଜେଟ

February 1, 2026

Union Budget 2026 କୁ ସ୍ୱାଗତ କରି ଏହା ଶିଳ୍ପ-ଅନୁକୂଳ ବୋଲି କହିଲା CII ଓଡ଼ିଶା

February 1, 2026

କେନ୍ଦ୍ରୀୟ ବଜେଟ୍: ମେଡିକାଲ୍ ଟୁରିଜିମ୍ ପ୍ରୋତ୍ସାହନ ପାଇଁ ପ୍ରତିଷ୍ଠା ହେବ ୫ ଆଞ୍ଚଳିକ ମେଡିକାଲ୍ ହବ୍

February 1, 2026

କେନ୍ଦ୍ରୀୟ ବଜେଟ୍ ରେ କ୍ରୀଡ଼ା ସାମଗ୍ରୀ ଉତ୍ପାଦନ, ଗବେଷଣା ଏବଂ ନବସୃଜନକୁ ପ୍ରୋତ୍ସାହନ

February 1, 2026

୨୦୨୬ -୨୭ ଆର୍ଥିକ ବର୍ଷ ପାଇଁ ୧୨.୨ ଲକ୍ଷ କୋଟି  ଟଙ୍କା ସାର୍ବଜନୀନ ପୁଞ୍ଜି ବ୍ୟୟ ପ୍ରସ୍ତାବିତ

February 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.