Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପୁଣି ଖାକିରେ କଳଙ୍କ : ଚାକିରି ପ୍ରଲୋଭନ ଦେଖାଇ ଯୁବତୀଙ୍କୁ ଏସ୍‌ଆଇଙ୍କ ଦୁଷ୍କର୍ମ ଅଭିଯୋଗ
ଆଜିର ଖବର

ପୁଣି ଖାକିରେ କଳଙ୍କ : ଚାକିରି ପ୍ରଲୋଭନ ଦେଖାଇ ଯୁବତୀଙ୍କୁ ଏସ୍‌ଆଇଙ୍କ ଦୁଷ୍କର୍ମ ଅଭିଯୋଗ

June 11, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ରମେଶ ମହାନ୍ତି
ଜଗତସିଂହପୁର : ପୁଣି ଖାକିରେ ଲାଗିଛି କଳଙ୍କ । ଜଣେ ଯୁବ ପୋଲିସ୍‌ ଅଧିକାରୀଙ୍କ ନାମରେ ଦୁଷ୍କର୍ମ ଅଭିଯୋଗ ଆଣିଛନ୍ତି ଜନୈକା ଯୁବତୀ । କେନ୍ଦ୍ରାପଡା ଜିଲ୍ଲାରେ କାର୍ଯ୍ୟରତ ଜନୈକ ଯୁବ ପୋଲିସ୍‌ ଅଧିକାରୀଙ୍କ ନାମରେ ଦୁଷ୍କର୍ମ ଅଭିଯୋଗ ଆଣିଛନ୍ତି କୁଜଙ୍ଗର ଜନୈକ ଯୁବତୀ । କେନ୍ଦ୍ରାପଡା ଥାନାରେ ଏସ୍‌ଆଇ ଭାବରେ କାର୍ଯ୍ୟରତ ଏହି ଏସ୍‌ଆଇ ଜଣଙ୍କ ଚାକିରି ଏବଂ ବିବାହର ପ୍ରଲୋଭନ ଦେଖାଇ ଦୀର୍ଘ ଏକ ବର୍ଷ ଧରି ଯୁବତୀଙ୍କ ସହିତ ଶାରୀରିକ ସମ୍ପର୍କ ରଖି ଆସିଥିଲେ ବୋଲି ଯୁବତୀ ଜଣକ କୁଜଙ୍ଗ ଥାନାରେ ଅଭିଯୋଗ କରିଛନ୍ତି ।

kendrapada rape si
Share. Facebook Twitter LinkedIn Email WhatsApp Copy Link

Related Posts

ପାକିସ୍ତାନରେ HIV ଆତଙ୍କ!: କରାଚୀ ହସ୍ପିଟାଲରେ ୬ ଶିଶୁଙ୍କ ମୃତ୍ୟୁ, ୯୪ ପଜିଟିଭ୍

August 14, 2026

କଟକ ଟ୍ରାଫିକ୍‌ ଭିଡ଼ ନେଇ ହାଇକୋର୍ଟଙ୍କ ଉଦ୍‌ବେଗ: ଡିସିପିଙ୍କ ଅଧ୍ୟକ୍ଷତାରେ ଗଠନ ହେବ କମିଟି

August 14, 2026

ସହରାଞ୍ଚଳରେ ନୂଆ ଜାତୀୟ ରାଜପଥ ନୀତି: ୪ ଲେନ୍‌ର ବାଇପାସ୍‌ ଓ ରିଙ୍ଗ୍‌ରୋଡ୍‌କୁ ଗୁରୁତ୍ୱ

August 14, 2026

ପୁଲିସ ସେବା ପୁରସ୍କାର ୨୦୨୬ ଘୋଷଣା: ଓଡ଼ିଶାର ୧୭ ପୁଲିସ କର୍ମଚାରୀ ପାଇବେ ସମ୍ମାନ

August 14, 2026
Latest News

ପାକିସ୍ତାନରେ HIV ଆତଙ୍କ!: କରାଚୀ ହସ୍ପିଟାଲରେ ୬ ଶିଶୁଙ୍କ ମୃତ୍ୟୁ, ୯୪ ପଜିଟିଭ୍

August 14, 2026

ଶ୍ରୀଲଙ୍କା ସିରିଜ୍ ଶେଷ ସୁଯୋଗ!: ଭାରତୀୟ ଖେଳାଳିଙ୍କୁ ଚେତାବନୀ ଦେଲେ ଗୌତମ ଗମ୍ଭୀର

August 14, 2026

କଟକ ଟ୍ରାଫିକ୍‌ ଭିଡ଼ ନେଇ ହାଇକୋର୍ଟଙ୍କ ଉଦ୍‌ବେଗ: ଡିସିପିଙ୍କ ଅଧ୍ୟକ୍ଷତାରେ ଗଠନ ହେବ କମିଟି

August 14, 2026

ସହରାଞ୍ଚଳରେ ନୂଆ ଜାତୀୟ ରାଜପଥ ନୀତି: ୪ ଲେନ୍‌ର ବାଇପାସ୍‌ ଓ ରିଙ୍ଗ୍‌ରୋଡ୍‌କୁ ଗୁରୁତ୍ୱ

August 14, 2026

ପୁଲିସ ସେବା ପୁରସ୍କାର ୨୦୨୬ ଘୋଷଣା: ଓଡ଼ିଶାର ୧୭ ପୁଲିସ କର୍ମଚାରୀ ପାଇବେ ସମ୍ମାନ

August 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.