Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଭାରତରେ ଦିନକରେ ସର୍ବାଧିକ 10 ହଜାର 956 ଜଣ ଆକ୍ରାନ୍ତ, ମୃତ୍ୟୁ ସଂଖ୍ୟା 8 ହଜାର 495 କୁ ବୃଦ୍ଧି
ଆଜିର ଖବର

ଭାରତରେ ଦିନକରେ ସର୍ବାଧିକ 10 ହଜାର 956 ଜଣ ଆକ୍ରାନ୍ତ, ମୃତ୍ୟୁ ସଂଖ୍ୟା 8 ହଜାର 495 କୁ ବୃଦ୍ଧି

June 12, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ : ଭାରତରେ କରୋନା ମାମଲା ହୁ ହୁ ହୋଇ ବଢି ଚାଲିଛି । ପ୍ରତିଦିନ ପ୍ରାୟ 10 ହଜାର ମାମଲା ସାମନାକୁ ଆସୁଛି । ଆଜି ସର୍ବାଧିକ 10 ହଜାର ରୁ ଅଧିକ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇ 2ଲକ୍ଷ  97 ହଜାର ଟପିଥିବା ବେଳେ ମୃତ୍ୟୁ ସଂଖ୍ୟା 8 ହଜାର ପାର ହେଲାଣି ।

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ମିଳିଥିବା ସୂଚନା ଅନୁସାରେ  ଗତ 24 ଘଣ୍ଟାରେ 10 ହଜାର 956 ଜଣ ଆକ୍ରାନ୍ତ ହୋଇଥିବାବେଳେ ମୃତ୍ୟୁ ସଂଖ୍ୟା 396କୁ ବୃଦ୍ଧି ହୋଇଛି । ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇ2 ଲକ୍ଷ 97 ହଜାର 535 ରେ ପହଂଚିଛି ।  ଏପର୍ଯ୍ୟନ୍ତ ଭାରତରେ 8 ହଜାର 498 ଜଣଙ୍କ ମୃତ୍ୟୁ ଘଟିଛି ।  ମୋଟ୍ ଆକ୍ରାନ୍ତଙ୍କ ମଧ୍ୟରୁ  ଦେଶରେ ଏପର୍ଯ୍ୟନ୍ତ  1ଲକ୍ଷ 47 ହଜାର 195ଜଣ ସୁସ୍ଥ ହୋଇଛନ୍ତି। ସେହିପରି  1 ଲକ୍ଷ 41 ହଜାର 842 ସକ୍ରିୟ ଅଛନ୍ତି।

ଦେଶରେ ସର୍ବାଧିକ ମୃତ୍ୟୁ ମହାରାଷ୍ଟ୍ରରେ ହୋଇଛି । ମହାରାଷ୍ଟ୍ରରେ ସର୍ବାଧିକ 97 ହଜାର 648 ଆକ୍ରାନ୍ତ ହୋଇଥିବାବେଳେ 3590ଜଣଙ୍କ ମୃତ୍ୟୁ ହୋଇଛି ।  ସେହିପରି ଗୁଜୁରାଟରେ 1385ଜଣଙ୍କର ମୃତ୍ୟୁ ହୋଇଛି । ଦିଲ୍ଲୀରେ 1085, ପଶ୍ଚିମବଙ୍ଗରେ 442 ଜଣଙ୍କର ମୃତ୍ୟୁ ହୋଇଛି । (ଏଜେନ୍ସି)

କରୋନା
Share. Facebook Twitter LinkedIn Email WhatsApp Copy Link

Related Posts

ପୂର୍ବ ଭାରତରେ ଶିକ୍ଷା କ୍ଷେତ୍ରରେ ଉତ୍କର୍ଷତା ପାଇଁ ସମ୍ମାନିତ ହେଲା ସୋଆ

March 30, 2026

ପାକିସ୍ତାନ ମାଧ୍ୟମରେ ଟ୍ରମ୍ପଙ୍କ ପ୍ରସ୍ତାବ ପାଇଲା ଇରାନ: କଡ଼ା ଜବାବ ଦେଲା ତେହରାନ

March 30, 2026

ଆଜିର IPL ମ୍ୟାଚ୍‌ରେ ବାଧା ସୃଷ୍ଟି କରିବ କି ବର୍ଷା: ଜାଣନ୍ତୁ ପିଚ୍ ଏବଂ ପାଣିପାଗ ରିପୋର୍ଟ

March 30, 2026

ପିତାମାତାଙ୍କ ଯତ୍ନ ନନେଲେ କଟିବ ୧୫% ଦରମା: ଏକ କଠୋର ଆଇନ ଆଣିଲା ଏହି ରାଜ୍ୟ

March 30, 2026
Latest News

ପୂର୍ବ ଭାରତରେ ଶିକ୍ଷା କ୍ଷେତ୍ରରେ ଉତ୍କର୍ଷତା ପାଇଁ ସମ୍ମାନିତ ହେଲା ସୋଆ

March 30, 2026

ପାକିସ୍ତାନ ମାଧ୍ୟମରେ ଟ୍ରମ୍ପଙ୍କ ପ୍ରସ୍ତାବ ପାଇଲା ଇରାନ: କଡ଼ା ଜବାବ ଦେଲା ତେହରାନ

March 30, 2026

ଆଜିର IPL ମ୍ୟାଚ୍‌ରେ ବାଧା ସୃଷ୍ଟି କରିବ କି ବର୍ଷା: ଜାଣନ୍ତୁ ପିଚ୍ ଏବଂ ପାଣିପାଗ ରିପୋର୍ଟ

March 30, 2026

ପିତାମାତାଙ୍କ ଯତ୍ନ ନନେଲେ କଟିବ ୧୫% ଦରମା: ଏକ କଠୋର ଆଇନ ଆଣିଲା ଏହି ରାଜ୍ୟ

March 30, 2026

ଦୁଇ ବିଧାୟକଙ୍କୁ ହତ୍ୟା କରିଥିବା ଅଭିଯୁକ୍ତଙ୍କ ସମେତ ନଅ ନକ୍ସଲଙ୍କ ଆତ୍ମସମର୍ପଣ

March 30, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.