Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଉ ଏକ ମୁଣ୍ଡ ନେଲା କରୋନା : ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା 10କୁ ବୃଦ୍ଧି
ଆଜିର ଖବର

ଆଉ ଏକ ମୁଣ୍ଡ ନେଲା କରୋନା : ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା 10କୁ ବୃଦ୍ଧି

June 12, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର : ଆଜି ରାଜ୍ୟରେ ଆଉ ଏକ ମୁଣ୍ଡ ନେଇଛି କରୋନା । ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା 10କୁ ବୃଦ୍ଧି ହୋଇଛି । ରାଜ୍ୟରେ କରୋନା ଯୋଗୁଁ ଆଉଜଣଙ୍କର ମୃତ୍ୟୁ ହୋଇଛି ବୋଲି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଓ୍ବେବସାଇଟ୍‌ରେ ସୂଚନା ଦିଆଯାଇଛି । ମୃତକ ଜଣକ ଗଞ୍ଜାମ ଜିଲ୍ଲାର ବୋଲି ସୂଚନା ରହିଛି । ମୃତକଙ୍କ ବୟସ 55 ବର୍ଷ ବୋଲି ଜଣାପଡିଛି । ଗଞ୍ଜାମରେ କରୋନା ଜନିତ ଏହା ହେଉଛି ପଞ୍ଚମ ମୃତ୍ୟୁ ।

ପୂର୍ବରୁ ରାଜ୍ୟରେ କରୋନା ଯୋଗୁଁ 9ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ଆଉ 3 ଜଣ କରୋନାରେ ଆକ୍ରାନ୍ତ ହୋଇଥିଲେ ମଧ୍ୟ କରୋନା ଯୋଗୁ ସେମାନଙ୍କର ମୃତ୍ୟୁ ଘଟି ନ ଥିବା ସୂଚନା ଦିଆଯାଇଛି।

କରୋନା ଗଞ୍ଜାମ
Share. Facebook Twitter LinkedIn Email WhatsApp Copy Link

Related Posts

ପୂର୍ବତନ ରେଳମନ୍ତ୍ରୀ ଦିନେଶ ତ୍ରିବେଦୀ ବାଂଲାଦେଶରେ ଭାରତର ନୂତନ ହାଇକମିଶନର !

April 19, 2026

ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ହ୍ରାସ ପାଇଲା ଗ୍ୟାସ ଚାହିଦ: ଜାଣନ୍ତୁ କାରଣ

April 19, 2026

ପ୍ରଯୁକ୍ତିବିଦ୍ୟା ହସ୍ତାନ୍ତର ଏବଂ ଭାରତରେ ଉତ୍ପାଦନ…: ୧୦୦ଟି ଲଢ଼ୁଆ ବିମାନ ପାଇଁ ରୁଷର ବଡ଼ ପ୍ରସ୍ତାବ

April 19, 2026

ବିଜେପି ରାଜ୍ୟ ପଦାଧିକାରୀ ବୈଠକ ଆରମ୍ଭ

April 19, 2026
Latest News

ପୂର୍ବତନ ରେଳମନ୍ତ୍ରୀ ଦିନେଶ ତ୍ରିବେଦୀ ବାଂଲାଦେଶରେ ଭାରତର ନୂତନ ହାଇକମିଶନର !

April 19, 2026

ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ହ୍ରାସ ପାଇଲା ଗ୍ୟାସ ଚାହିଦ: ଜାଣନ୍ତୁ କାରଣ

April 19, 2026

ପ୍ରଯୁକ୍ତିବିଦ୍ୟା ହସ୍ତାନ୍ତର ଏବଂ ଭାରତରେ ଉତ୍ପାଦନ…: ୧୦୦ଟି ଲଢ଼ୁଆ ବିମାନ ପାଇଁ ରୁଷର ବଡ଼ ପ୍ରସ୍ତାବ

April 19, 2026

“ହର୍ମୁଜ୍ ବନ୍ଦ ଅଛି, ତୁରନ୍ତ ଫେରିଯାଅ,”: ଭାରତୀୟ ଜାହାଜକୁ ମଝି ରାସ୍ତାରୁ ଫେରାଇ ଦେଲେ ଇରାନୀ ସେନା

April 19, 2026

ବିଜେପି ରାଜ୍ୟ ପଦାଧିକାରୀ ବୈଠକ ଆରମ୍ଭ

April 19, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.