Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ଭୁବନେଶ୍ବରରୁ ଦୁଇ ପଜିଟିଭ୍‌ ଚିହ୍ନଟ : ଆପୋଲ ହସ୍ପିଟାଲର ଜଣେ ମହିଳା କର୍ମଚାରୀଙ୍କୁ କରୋନା
ଆଜିର ଖବର

ଆଜି ଭୁବନେଶ୍ବରରୁ ଦୁଇ ପଜିଟିଭ୍‌ ଚିହ୍ନଟ : ଆପୋଲ ହସ୍ପିଟାଲର ଜଣେ ମହିଳା କର୍ମଚାରୀଙ୍କୁ କରୋନା

June 12, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର : ଆଜି ଭୁବନେଶ୍ବରରୁ ଦୁଇ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହି ଦୁଇ ଆକ୍ରାନ୍ତଙ୍କ ମଧ୍ୟରେ ଜଣେ ହସ୍ପିଟାଲର କର୍ମଚାରୀ  ରହିଛନ୍ତି । ଆପୋଲ ହସ୍ପିଟାଲର ଜଣେ ମହିଳା କର୍ମଚାରୀ କରୋନାରେ ଆକ୍ରାନ୍ତ ହୋଇଥିବାର ସୂଚନା ରହିଛି । ସମ୍ପୃକ୍ତ ମହିଳାଙ୍କ ବୟସ 46 ବର୍ଷ ହୋଇଥିବାବେଳେ  ଏହି ମହିଳାଙ୍କ ଘର ଗାଡକଣ ଅଞ୍ଚଳରେ ବୋଲି ଜଣାପଡିଛି । ସେହିପରି ଅନ୍ୟ ଜଣେ ଆକ୍ରାନ୍ତ ହୋମ୍‌ କ୍ବାରେଣ୍ଟିନ୍‌ରେ ରହିଥିବା ନେଇ ବିଏମ୍‌ସି ସୂଚନା ଦେଇଛି । ଏହି ଆକ୍ରାନ୍ତଙ୍କ ବୟସ 30 ବର୍ଷ ହୋଇଥିବାବେଳେ ସେ ନୟାପଲ୍ଲୀ ଅଞ୍ଚଳରେ ରହୁଥିଲେ । ତେବେ ଏହି ଆକ୍ରାନ୍ତଙ୍କ ପରିବାରରେ ଜଣେ ସଦସ୍ୟ ପଜିଟିଭ ରହିଥିଲେ । ନୂତନ ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ବରର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା 103କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି 59 ଜଣ । ସେହିପରି ଭୁବନେଶ୍ବରରେ ତିନିଜଣଙ୍କର କରୋନା ଯୋଗୁଁ ମୃତ୍ୟୁ ହୋଇଥିବାବେଳେ ଏବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା 40 ରହିଛି ।

 

bhubaneswar coronaupdate
Share. Facebook Twitter LinkedIn Email WhatsApp Copy Link

Related Posts

ପୁର୍ବ ଶତ୍ରୁତାକୁ ନେଇ ଯୁବକଙ୍କୁ ନିର୍ମମ ହତ୍ୟା

April 15, 2026

ରାଘବ ଚଢାଙ୍କୁ ମିଳିବ Z ସିକ୍ୟୁରିଟି!: ସୁରକ୍ଷା ପ୍ରତ୍ୟାହାର କରିଥିଲେ ପଞ୍ଜାବର AAP ସରକାର

April 15, 2026

ଆଜି  ପ୍ରକାଶ ପାଇବ CBSE ର ଦଶମ ପରୀକ୍ଷା ଫଳ!: ଯାଞ୍ଚ କରନ୍ତୁ ଫଳାଫଳ

April 15, 2026

ରାସଗୋବିନ୍ଦପୁରରେ ଛାତ୍ରୀ ମୃତ୍ୟୁ ମାମଲା: କେନ୍ଦ୍ରାଞ୍ଚଳ RDC ତଦନ୍ତ ନିର୍ଦ୍ଦେଶ

April 15, 2026
Latest News

ପୁର୍ବ ଶତ୍ରୁତାକୁ ନେଇ ଯୁବକଙ୍କୁ ନିର୍ମମ ହତ୍ୟା

April 15, 2026

ରାଘବ ଚଢାଙ୍କୁ ମିଳିବ Z ସିକ୍ୟୁରିଟି!: ସୁରକ୍ଷା ପ୍ରତ୍ୟାହାର କରିଥିଲେ ପଞ୍ଜାବର AAP ସରକାର

April 15, 2026

ଆଜି  ପ୍ରକାଶ ପାଇବ CBSE ର ଦଶମ ପରୀକ୍ଷା ଫଳ!: ଯାଞ୍ଚ କରନ୍ତୁ ଫଳାଫଳ

April 15, 2026

ବିହାରର ମୁଖ୍ୟମନ୍ତ୍ରୀ ଭାବରେ ଶପଥ ନେଲେ ସମ୍ରାଟ ଚୌଧୁରୀ: ଜେଡିୟୁରୁ ଦୁଇ ଉପମୁଖ୍ୟମନ୍ତ୍ରୀ

April 15, 2026

ରାସଗୋବିନ୍ଦପୁରରେ ଛାତ୍ରୀ ମୃତ୍ୟୁ ମାମଲା: କେନ୍ଦ୍ରାଞ୍ଚଳ RDC ତଦନ୍ତ ନିର୍ଦ୍ଦେଶ

April 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.