Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମାର୍କେଟ୍‌ ବିଲ୍ଡିଂ ପରେ ୟୁନିଟ୍‌ 1 ହାଟ ସିଲ୍‌ କଲା ବିଏମ୍‌ସି
ଆଜିର ଖବର

ମାର୍କେଟ୍‌ ବିଲ୍ଡିଂ ପରେ ୟୁନିଟ୍‌ 1 ହାଟ ସିଲ୍‌ କଲା ବିଏମ୍‌ସି

June 12, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର : ଭୁବନେଶ୍ବର ସ୍ଥିତ ମାର୍କେଟ୍‌ ବିଲ୍ଡିଂ ପରେ 1 ନମ୍ବର ହାଟକୁ ସିଲ୍‌ କରି ଦିଆଯାଇଛି । ପ୍ରବଳ ଭିଡ କାରଣରୁ ବିଏମ୍‌ସି ପକ୍ଷରୁ ହାଟକୁ ସିଲ୍ କରାଯାଇଛି । ରଜ କାରଣରୁ ଭିଡ ତଥା ସାମାଜିକ ଦୂରତ୍ବ ନିୟମର ଉଲ୍ଲଂଘନ କାରଣରୁ ବିଏମ୍‌ସି ପକ୍ଷରୁ ଏହି ନିଷ୍ପତ୍ତି ନିଆଯାଇଛି । ଆଜି ଅପରାହ୍ନରେ ସମାନ କାରଣରୁ ମାର୍କେଟ୍‌ ବିଲ୍ଡିଂକୁ ମଧ୍ୟ ସିଲ୍‌ କରାଯାଇଥିଲା । ଗତକାଲି ମଧ୍ୟ ସମାନ କାରଣରୁ ଏକାଧିକ ଦୋକାନକୁ ସିଲ୍‌ କରାଯାଇଛି । ଉଲ୍ଲେଖଯୋଗ୍ୟ ଯେ, ରଜ କାରଣରୁ ସରକାରଙ୍କ ପକ୍ଷରୁ ରାତ୍ରିକାଳୀନ କର୍ଫ୍ୟୁକୁ ରାତ୍ର 10 ଟା ପର୍ଯ୍ୟନ୍ତ କୋହଳ କରାଯାଇଛି ।

sealed
Share. Facebook Twitter LinkedIn Email WhatsApp Copy Link

Related Posts

ବିରିରେ ରହିଛି ଅନେକ ଉପକାରିତା: ମାଗଣା ସ୍ଵାସ୍ଥ୍ୟ ଶିବିରରେ ବର୍ଣ୍ଣନା କଲେ ଡାକ୍ତର

March 23, 2026

IPL ପାଇଁ ୧୫ଟି ସହରରେ ହେବ ଫ୍ୟାନ୍ ପାର୍କ: ଜାଣନ୍ତୁ ଓଡିଶାରେ କେବେ ଓ କେଉଁଠି?

March 23, 2026

ଭାରତ ପାଇଁ ବଡ଼ ଆଶ୍ୱସ୍ତି: ହର୍ମୁଜ୍ ପ୍ରଣାଳୀ ପାର କଲେ ଦୁଇଟି LPG ଟ୍ୟାଙ୍କର୍ 

March 23, 2026

ଜୀ-ସାର୍ଥକର ବଡ଼ ଉପହାର: “ଦେଖନ୍ତୁ ଲଗାତାର ଜିତନ୍ତୁ କାର”

March 23, 2026
Latest News

ବିରିରେ ରହିଛି ଅନେକ ଉପକାରିତା: ମାଗଣା ସ୍ଵାସ୍ଥ୍ୟ ଶିବିରରେ ବର୍ଣ୍ଣନା କଲେ ଡାକ୍ତର

March 23, 2026

‘ଯଦି ସତ ହୁଏ, ତେବେ ମୁଁ….’: ରାଘବ ଚଢାଙ୍କ ବିଜେପି ରେ ଯୋଗଦେବା ପ୍ରସଙ୍ଗରେ କହିଲେ AAP ସାଂସଦ

March 23, 2026

IPL ପାଇଁ ୧୫ଟି ସହରରେ ହେବ ଫ୍ୟାନ୍ ପାର୍କ: ଜାଣନ୍ତୁ ଓଡିଶାରେ କେବେ ଓ କେଉଁଠି?

March 23, 2026

ଭାରତ ପାଇଁ ବଡ଼ ଆଶ୍ୱସ୍ତି: ହର୍ମୁଜ୍ ପ୍ରଣାଳୀ ପାର କଲେ ଦୁଇଟି LPG ଟ୍ୟାଙ୍କର୍ 

March 23, 2026

ଜୀ-ସାର୍ଥକର ବଡ଼ ଉପହାର: “ଦେଖନ୍ତୁ ଲଗାତାର ଜିତନ୍ତୁ କାର”

March 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.