Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମାର୍କେଟ୍‌ ବିଲ୍ଡିଂ ପରେ ୟୁନିଟ୍‌ 1 ହାଟ ସିଲ୍‌ କଲା ବିଏମ୍‌ସି
ଆଜିର ଖବର

ମାର୍କେଟ୍‌ ବିଲ୍ଡିଂ ପରେ ୟୁନିଟ୍‌ 1 ହାଟ ସିଲ୍‌ କଲା ବିଏମ୍‌ସି

June 12, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର : ଭୁବନେଶ୍ବର ସ୍ଥିତ ମାର୍କେଟ୍‌ ବିଲ୍ଡିଂ ପରେ 1 ନମ୍ବର ହାଟକୁ ସିଲ୍‌ କରି ଦିଆଯାଇଛି । ପ୍ରବଳ ଭିଡ କାରଣରୁ ବିଏମ୍‌ସି ପକ୍ଷରୁ ହାଟକୁ ସିଲ୍ କରାଯାଇଛି । ରଜ କାରଣରୁ ଭିଡ ତଥା ସାମାଜିକ ଦୂରତ୍ବ ନିୟମର ଉଲ୍ଲଂଘନ କାରଣରୁ ବିଏମ୍‌ସି ପକ୍ଷରୁ ଏହି ନିଷ୍ପତ୍ତି ନିଆଯାଇଛି । ଆଜି ଅପରାହ୍ନରେ ସମାନ କାରଣରୁ ମାର୍କେଟ୍‌ ବିଲ୍ଡିଂକୁ ମଧ୍ୟ ସିଲ୍‌ କରାଯାଇଥିଲା । ଗତକାଲି ମଧ୍ୟ ସମାନ କାରଣରୁ ଏକାଧିକ ଦୋକାନକୁ ସିଲ୍‌ କରାଯାଇଛି । ଉଲ୍ଲେଖଯୋଗ୍ୟ ଯେ, ରଜ କାରଣରୁ ସରକାରଙ୍କ ପକ୍ଷରୁ ରାତ୍ରିକାଳୀନ କର୍ଫ୍ୟୁକୁ ରାତ୍ର 10 ଟା ପର୍ଯ୍ୟନ୍ତ କୋହଳ କରାଯାଇଛି ।

sealed
Share. Facebook Twitter LinkedIn Email WhatsApp Copy Link

Related Posts

ଇଥିଓପିଆରେ ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ସ୍ୱତନ୍ତ୍ର ସ୍ୱାଗତ

December 17, 2025

ଭାରତ-ଜୋର୍ଡାନ ବ୍ୟବସାୟିକ ଫୋରମକୁ ପ୍ରଧାନମନ୍ତ୍ରୀ ଏବଂ ରାଜା ଅବଦୁଲ୍ଲା ଦ୍ୱିତୀୟଙ୍କ ସମ୍ବୋଧନ

December 17, 2025

ଦଶ ଦିବସୀୟ ଖୋର୍ଦ୍ଧା ମହୋତ୍ସବ -୨୦୨୫, ରୌପ୍ୟ ଜୟନ୍ତୀ ସମାରୋହ ଉଦ୍ଘାଟିତ

December 17, 2025

୨.୨୦ କୋଟି ରେ ମୁମ୍ବାଇ ଇଣ୍ଡିଆନ୍ସ କିଣିଲା ପାଞ୍ଚ ଖେଳାଳି: ଦେଖନ୍ତୁ ସଂପୂର୍ଣ୍ଣ ତାଲିକା

December 17, 2025
Latest News

ଇଥିଓପିଆରେ ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ସ୍ୱତନ୍ତ୍ର ସ୍ୱାଗତ

December 17, 2025

ଭାରତ-ଜୋର୍ଡାନ ବ୍ୟବସାୟିକ ଫୋରମକୁ ପ୍ରଧାନମନ୍ତ୍ରୀ ଏବଂ ରାଜା ଅବଦୁଲ୍ଲା ଦ୍ୱିତୀୟଙ୍କ ସମ୍ବୋଧନ

December 17, 2025

ଦଶ ଦିବସୀୟ ଖୋର୍ଦ୍ଧା ମହୋତ୍ସବ -୨୦୨୫, ରୌପ୍ୟ ଜୟନ୍ତୀ ସମାରୋହ ଉଦ୍ଘାଟିତ

December 17, 2025

୨.୨୦ କୋଟି ରେ ମୁମ୍ବାଇ ଇଣ୍ଡିଆନ୍ସ କିଣିଲା ପାଞ୍ଚ ଖେଳାଳି: ଦେଖନ୍ତୁ ସଂପୂର୍ଣ୍ଣ ତାଲିକା

December 17, 2025

ଆଜି ୧୭ ତାରିଖ ବୁଧବାରରେ ନଅ ଟି ରାଶି ପାଇଁ ରହିଛି ଭଲ ଦିନ, ଖୁସିରେ ରହିବେ

December 17, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.