Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଯୋଗୀ ଆଦିତ୍ୟନାଥଙ୍କ ଘରକୁ ବୋମାରେ ଉଡାଇବାକୁ ଧମକ : ଅଭିଯୁକ୍ତ ଗିରଫ
ଆଜିର ଖବର

ଯୋଗୀ ଆଦିତ୍ୟନାଥଙ୍କ ଘରକୁ ବୋମାରେ ଉଡାଇବାକୁ ଧମକ : ଅଭିଯୁକ୍ତ ଗିରଫ

June 12, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଲକ୍ଷ୍ନୌ : ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କୁ ମିଳିଥିବା ହତ୍ୟା ଧମକ ମାମଲାରେ ଜଣଙ୍କୁ ଗିରଫ କରାଯାଇଛି । ବୋମା ପକାଇ ମୁଖ୍ୟମନ୍ତ୍ରୀଙ୍କ ବାସଭବନକୁ ଉଡାଇଦେବା ପାଇଁ ଧମକ ମିଳିଥିଲା । ଏକ ଅଜଣା କଲ୍‌ ଜରିଆରେ ଏହି ଧମକ ମିଳିଥିଲା । କଲ୍‌ ସେଣ୍ଟରକୁ ଫୋନ୍‌ କରାଯାଇ ଏହି ଧମକ ମିଳିବା ପରେ 5 କାଳିଦାସ ମାର୍ଗରେ ରହିଥିବା ଯୋଗୀଙ୍କ ଘରର ସୁରକ୍ଷା ବ୍ୟବସ୍ଥା ବଢାଯାଇଥିବା ବେଳେ ଏକ ମାମଲା ରୁଜୁ କରାଯାଇଥିଲା ।

ମେ 22 ତାରିଖରେ ଲକ୍ଷ୍ନୌ ପୋଲିସ୍‌ ହେଡକ୍ବାର୍ଟରକୁ ଫୋନ୍‌ କରି ଧମକ ଦେଇଥିବା ଅଭିଯୋଗରେ ଉତ୍ତରପ୍ରଦଦେଶ ପୋଲିସ୍‌ କମ୍‌ରାନ୍‌ ନାମକ ଜନୈକ ଯୁବକଙ୍କୁ ଗିରଫ କରିଛି । ଏହି 20 ବର୍ଷୀୟ ଯୁବକକୁ ଉତ୍ତର ପ୍ରଦେଶ ପୋଲିସ ମହାରାଷ୍ଟ୍ରର ନାସିକରୁ ଗିରଫ କରିଛି । (ଏଜେନ୍ସି)

yogiadityanath
Share. Facebook Twitter LinkedIn Email WhatsApp Copy Link

Related Posts

ବିବାଦୀୟ ଅଧ୍ୟାୟ ପାଇଁ ସାର୍ବଜନୀନ ଭାବରେ କ୍ଷମା ମାଗିଲା NCERT

March 10, 2026

ଟି-୨୦ ବିଶ୍ୱକପ୍ ଜିତିବା ପରେ କୀର୍ତ୍ତି ଆଜାଦଙ୍କ ଟିମ୍ ଇଣ୍ଡିଆକୁ କଟାକ୍ଷ: ଜୟ ଶାହଙ୍କୁ କଲେ ଟାର୍ଗେଟ

March 10, 2026

ଗ୍ୟାସ୍ ଅଭାବ ହେଲେ କାହାକୁ ପ୍ରାଥମିକତା ଦେବେ ସରକାର?: ଦେଖନ୍ତୁ ତାଲିକା

March 10, 2026

ପରିବର୍ତ୍ତନଶୀଳ ବିଶ୍ୱ ବ୍ୟବସ୍ଥା: ଆନ୍ତର୍ଜାତୀୟ ରାଜନୀତିର ନୂଆ ପରିଦୃଶ୍ୟ

March 10, 2026
Latest News

ବିବାଦୀୟ ଅଧ୍ୟାୟ ପାଇଁ ସାର୍ବଜନୀନ ଭାବରେ କ୍ଷମା ମାଗିଲା NCERT

March 10, 2026

ଟି-୨୦ ବିଶ୍ୱକପ୍ ଜିତିବା ପରେ କୀର୍ତ୍ତି ଆଜାଦଙ୍କ ଟିମ୍ ଇଣ୍ଡିଆକୁ କଟାକ୍ଷ: ଜୟ ଶାହଙ୍କୁ କଲେ ଟାର୍ଗେଟ

March 10, 2026

ଗ୍ୟାସ୍ ଅଭାବ ହେଲେ କାହାକୁ ପ୍ରାଥମିକତା ଦେବେ ସରକାର?: ଦେଖନ୍ତୁ ତାଲିକା

March 10, 2026

ପରିବର୍ତ୍ତନଶୀଳ ବିଶ୍ୱ ବ୍ୟବସ୍ଥା: ଆନ୍ତର୍ଜାତୀୟ ରାଜନୀତିର ନୂଆ ପରିଦୃଶ୍ୟ

March 10, 2026

ପରବର୍ତ୍ତୀ ବିଶ୍ୱକପ୍ ଜିତିବା ପାଇଁ ପ୍ରସ୍ତୁତ ହେଉଛନ୍ତି ଗୌତମ ଗମ୍ଭୀର: ଜାଣନ୍ତୁ କ’ଣ କହିଲେ ମୁଖ୍ୟ ପ୍ରଶିକ୍ଷକ?

March 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.