Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପୁଣି ଦୁଇ ଡାକ୍ତରଙ୍କୁ କରୋନା
ଆଜିର ଖବର

ପୁଣି ଦୁଇ ଡାକ୍ତରଙ୍କୁ କରୋନା

June 13, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭବାନୀପାଟଣା: ନର୍ଲା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ଦୁଇ ଜଣ ମହିଳା ଡାକ୍ତର କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଏ ନେଇ କଳାହାଣ୍ଡି ସିଡିଏମ୍‌ଓ ସୂଚନା ଦେଇଛନ୍ତି। ଜଣେ କରୋନା ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସି ଦୁଇ ଡାକ୍ତର ସଂକ୍ରମିତ ହୋଇଥିବା ସୂଚନା ମିଳିଛି।

ତେଲେଙ୍ଗାନାରୁ ଫେରିଥିବା ଜଣେ ପ୍ରବାସୀ ସରକାରୀ ଅସ୍ଥାୟୀ ସ୍ୱାସ୍ଥ୍ୟକେନ୍ଦ୍ରରେ 7ଦିନ କ୍ୱାରେଣ୍ଟିନ୍‌ରେ ରହିବା ପରେ ଘରେ ଆଉ 7ଦିନ ହୋମ୍‌ କ୍ୱାରେଣ୍ଟିନ୍‌ରେ ରହିଥିଲେ। ହୋମ୍ କ୍ୱାରେଣ୍ଟିନ୍‌ରେ ଥିବା ସମୟରେ ପ୍ରବାସୀ ଜଣକ ପ୍ରୋଟୋକଲ୍‌ ଭାଙ୍ଗି  ସ୍ୱାସ୍ଥ୍ୟ ପରୀକ୍ଷା ପାଇଁ ନର୍ଲା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଯାଇଥିଲେ। ସେଠାରେ ଦୁଇ ମହିଳା ଡାକ୍ତର ତାଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରିଥିଲେ। କରୋନା ଟେଷ୍ଟ୍‌ କରାଯିବା ପରେ ସମ୍ପୃକ୍ତ ପ୍ରବାସୀଙ୍କ ରିପୋର୍ଟ ପଜିଟିଭ୍‌ ଆସିଥିଲା। ଏହାପରେ ତାଙ୍କର ଚିକତ୍ସା କରିଥିବା ଦୁଇ ମହିଳା ଡାକ୍ତରଙ୍କର ମଧ୍ୟ କରୋନା ଟେଷ୍ଟ କରାଯାଇଥିଲା, ଯେଉଁଥିରେ ରିପୋର୍ଟ ପଜିଟିଭ୍‌ ଆସିଥିଲା। ଦୁଇ ଡାକ୍ତରଙ୍କୁ କୋଭିଡ୍‌ ହସ୍ପିଟାଲ୍‌କୁ ପଠାଯାଇ ସେମାନଙ୍କର ଚିକିତ୍ସା କରାଯାଉଛି। ଅପରପକ୍ଷେ, ନର୍ଲା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରକୁ ସାନିଟାଇଜ୍‌ କରାଯିବା ସହ ଏହାକୁ ଅସ୍ଥାୟୀ ଭାବେ କଳାହାଣ୍ଡି ଜିଲ୍ଲା ପ୍ରଶାସନ ପକ୍ଷରୁ ବନ୍ଦ କରି ଦିଆଯାଇଛି।

Share. Facebook Twitter LinkedIn Email WhatsApp Copy Link

Related Posts

୮ ରୁ ୧୧ ଯାଏଁ ଏସିଆର ସର୍ବବୃହତ ଟେଲିକମ୍ ଏବଂ ପ୍ରଯୁକ୍ତିବିଦ୍ୟା କାର୍ଯ୍ୟକ୍ରମ

October 7, 2025

ଆପଣଙ୍କ ଆକାଉଣ୍ଟରେ ଜମା ହେବ କି କିଷାନ ସମ୍ମାନ ନିଧିର 2000 ଟଙ୍କା?: ତୁରନ୍ତ କରନ୍ତୁ ଯାଞ୍ଚ

October 7, 2025

ଆଇନଜୀବୀ ପୀତବାସ ପଣ୍ଡା ଙ୍କ ଜଘନ୍ୟ ହତ୍ୟା ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଦୁଃଖ ପ୍ରକାଶ

October 7, 2025

ବ୍ରହ୍ମପୁରରେ ବିଜେପି ନେତାଙ୍କୁ ଗୁଳି ମାଡ଼: ବଡ ମେଡିକାଲରେ ମୃତ ଘୋଷଣା କଲେ ଡାକ୍ତର

October 7, 2025
Latest News

NDAକୁ ଝଟକା ଦେବେ କି ଚିରାଗ ପାସୱାନ? ପ୍ରଶାନ୍ତ କିଶୋରଙ୍କ ସହ ମେଣ୍ଟ ନେଇ ଜୋର ଧରିଲା ଚର୍ଚ୍ଚା

October 7, 2025

୮ ରୁ ୧୧ ଯାଏଁ ଏସିଆର ସର୍ବବୃହତ ଟେଲିକମ୍ ଏବଂ ପ୍ରଯୁକ୍ତିବିଦ୍ୟା କାର୍ଯ୍ୟକ୍ରମ

October 7, 2025

ଶସ୍ତା ହେବାକୁ ଯାଉଛି ଇଲେକ୍ଟ୍ରିକ୍ କାର!: ନୀତିନ ଗଡକରୀ କଲେ ଘୋଷଣା, ଜାଣନ୍ତୁ କେବେ ମିଳିବ ଲାଭ?

October 7, 2025

ଆପଣଙ୍କ ଆକାଉଣ୍ଟରେ ଜମା ହେବ କି କିଷାନ ସମ୍ମାନ ନିଧିର 2000 ଟଙ୍କା?: ତୁରନ୍ତ କରନ୍ତୁ ଯାଞ୍ଚ

October 7, 2025

ଆଇନଜୀବୀ ପୀତବାସ ପଣ୍ଡା ଙ୍କ ଜଘନ୍ୟ ହତ୍ୟା ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଦୁଃଖ ପ୍ରକାଶ

October 7, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.