Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ରାଜ୍ୟରେ ସର୍ବାଧିକ ୨୨୫ ପଜିଟିଭ ଚିହ୍ନଟ
ଆଜିର ଖବର

ଆଜି ରାଜ୍ୟରେ ସର୍ବାଧିକ ୨୨୫ ପଜିଟିଭ ଚିହ୍ନଟ

June 13, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର : ରାଜ୍ୟରେ ଆଜି ୨୨୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛି । ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ମିଳିଥିବା ସୂଚନା ଅନୁସାରେ  ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୧୯୬ ଜଣ ଚିହ୍ନଟ ହୋଇଥିବାବେଳେ ୨୯ ଲୋକାଲ କେସ୍‌ ରହିଛି । ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩,୭୨୩ କୁ ବୃଦ୍ଧି ହୋଇଛି । ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୧୨୩୬।  ସୁସ୍ଥ ହୋଇଛନ୍ତି ୨୪୭୪। ରାଜ୍ୟରେ କରୋନା ଯୋଗୁଁ ମୃତ୍ୟବରଣ କରିଛନ୍ତି ୧୦ଜଣ। ସେହିପରି ୩ ଜଣ କରୋନାରେ ଆକ୍ରାନ୍ତ ଥିଲେ ସୁଦ୍ଧା ଅନ୍ୟ ରୋଗରେ ମୃତ୍ୟୁବରଣ କରିଥିବାର ସୂଚନା ରହିଛି ।

coronaupdate Odisha
Share. Facebook Twitter LinkedIn Email WhatsApp Copy Link

Related Posts

ହିମାଚଳ ପ୍ରଦେଶରୁ ୫୦ ଜଣିଆ ଯୁବ ଛାତ୍ର ପ୍ରତିନିଧି ଦଳର ଓଡ଼ିଶା ଗସ୍ତ

October 18, 2026

ଓଡ଼ାପଡ଼ା ତହସିଲଦାର ସସ୍‌ପେଣ୍ଡ

October 18, 2026

ଭୁବନେଶ୍ୱର ବିମାନବନ୍ଦରରେ ୧.୮୦ କୋଟି ଟଙ୍କାର ମାରିଜୁଆନା ଜବତ

October 18, 2026

ଅନଲାଇନ୍ ଟ୍ରେଡିଂ ନାଁରେ ୬୨ ଲକ୍ଷ ଟଙ୍କା ଠକେଇ: ମାଷ୍ଟରମାଇଣ୍ଡ ସମେତ ୩ ଗିରଫ

October 18, 2026
Latest News

ହିମାଚଳ ପ୍ରଦେଶରୁ ୫୦ ଜଣିଆ ଯୁବ ଛାତ୍ର ପ୍ରତିନିଧି ଦଳର ଓଡ଼ିଶା ଗସ୍ତ

October 18, 2026

ବିବାହରେ କାହିଁକି ହୁଏ ଅହେତୁକ ବିଳମ୍ବ? ଜାଣନ୍ତୁ କାରଣ ଏବଂ ସରଳ ପ୍ରତିକାର

October 18, 2026

ଓଡ଼ାପଡ଼ା ତହସିଲଦାର ସସ୍‌ପେଣ୍ଡ

October 18, 2026

ଭୁବନେଶ୍ୱର ବିମାନବନ୍ଦରରେ ୧.୮୦ କୋଟି ଟଙ୍କାର ମାରିଜୁଆନା ଜବତ

October 18, 2026

ଅନଲାଇନ୍ ଟ୍ରେଡିଂ ନାଁରେ ୬୨ ଲକ୍ଷ ଟଙ୍କା ଠକେଇ: ମାଷ୍ଟରମାଇଣ୍ଡ ସମେତ ୩ ଗିରଫ

October 18, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.