Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରଜ କଟକଣା ଜାରି କଲେ ଜଗତସିଂହପୁର ଜିଲ୍ଲାପାଳ
ଆଜିର ଖବର

ରଜ କଟକଣା ଜାରି କଲେ ଜଗତସିଂହପୁର ଜିଲ୍ଲାପାଳ

June 13, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ରମେଶ ମହାନ୍ତି

ଜଗତସିଂହପୁର : ରଜ ପାଇଁ  ବିଭିନ୍ନ ଜିଲ୍ଲାରେ କଟକଣା ଜାରି ହୋଇଛି । କରୋନା ସଂକ୍ରମଣକୁ ଦୃଷ୍ଟିରେ ଜଗତସିଂହପୁର ଜିଲ୍ଲାରେ ମଧ୍ୟ କଟକଣା ଜାରି କରାଯାଇଛି । ଏହି କ୍ରମରେ ସାଂସ୍କୃତିକ ପର୍ବ ପାଳନ ବେଳେ 7ରୁ ଅଧିକ ଉପସ୍ଥିତ ରହିବେନି। ସମସ୍ତ ବ୍ୟକ୍ତି ସାମାଜିକ ଦୂରତ୍ୱ ମାନିବେ, ମୁହଁରେ ମାସ୍କ ଲଗାଇବାକୁ ବାଧ୍ୟତାମୂଳକ କରାଯାଇଥିବାବେଳେ ଅତି କମ୍‌ରେ 6 ଫୁଟର ଦୂରତା ରକ୍ଷା କରିବେ ନେଇ ନିର୍ଦ୍ଦେଶ ଜାରି ରହିଛି । କରୋନା ସଂକ୍ରମଣରୁ ରକ୍ଷା ପାଇବା ପାଇଁ ପ୍ରଶାସନ ତରଫରୁ ପ୍ରତିଷେଧକ ମୂଳକ ବ୍ୟବସ୍ଥା ଗ୍ରହଣ କରାଯାଉଛି ।  ପୂର୍ବରୁ ଗଞ୍ଜାମ, କେନ୍ଦୁଝର ଓ ଢେଙ୍କାନାଳ ଜିଲ୍ଲାରେ ମଧ୍ୟ ଏନେଇ କଡା କଟକଣା ଜାରି କରାଯାଇଛି।

ସୂଚନାଯୋଗ୍ୟ, ଆଜି ଜିଲ୍ଲାରେ ନୂତନ 13 ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏବେ ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା 143ରେ ପହଞ୍ଚିଛି । ଏମାନଙ୍କ ମଧ୍ୟରୁ 86 ଜଣ ସୁସ୍ଥ ହୋଇଥିବାବେଳେ 57ଟି ସକ୍ରିୟ ମାମଲା ରହିଛି ।

ଜଗତସିଂହପୁର ରଜ କଟକଣା
Share. Facebook Twitter LinkedIn Email WhatsApp Copy Link

Related Posts

ସ୍ତ୍ରୀକୁ ହତ୍ୟା କଲା ସ୍ୱାମୀ

April 13, 2026

ଦୁଇ ବାଇକ୍ ଧକ୍କା: ଦୁଇ ମୃତ

April 13, 2026

ହାଇୱା-ବସ୍ ଧକ୍କା, ଜଣେ ମୃତ, ୧୬ ଆହତ

April 13, 2026

ନାରୀ ଶକ୍ତି ବନ୍ଦନ ଅଧିନିୟମ ପ୍ରସଙ୍ଗରେ ସାମ୍ବାଦିକ ସମ୍ମିଳନୀକୁ ସମ୍ବୋଧନ କଲେ ଉପମୁଖ୍ୟମନ୍ତ୍ରୀ

April 13, 2026
Latest News

ସ୍ତ୍ରୀକୁ ହତ୍ୟା କଲା ସ୍ୱାମୀ

April 13, 2026

୨୧୯ ଏଲ୍‍ପିଜି ବିତରକଙ୍କ ଉପରେ ଜରିମାନା, ୫୬ ବିତରକଙ୍କ ଉପରେ କାର୍ଯ୍ୟାନୁଷ୍ଠାନ

April 13, 2026

ଦୁଇ ବାଇକ୍ ଧକ୍କା: ଦୁଇ ମୃତ

April 13, 2026

ପିଏମ ଗତି ଶକ୍ତି ଜାତୀୟ ମାଷ୍ଟର ପ୍ଲାନ ଅଧୀନରେ ପରିବର୍ତ୍ତନଶୀଳ ସମ୍ପ୍ରସାରଣ କରୁଛି ଭାରତୀୟ ରେଳବାଇ

April 13, 2026

ହାଇୱା-ବସ୍ ଧକ୍କା, ଜଣେ ମୃତ, ୧୬ ଆହତ

April 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.