Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଅଭିଯୋଗ ପରେ ପୀଡ଼ିତାଙ୍କୁ ବିବାହ କଲେ ପୋଲିସ୍‌ ଅଧିକାରୀ
ଆଜିର ଖବର

ଅଭିଯୋଗ ପରେ ପୀଡ଼ିତାଙ୍କୁ ବିବାହ କଲେ ପୋଲିସ୍‌ ଅଧିକାରୀ

June 13, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ରମେଶ ମହାନ୍ତି

ଜଗତସିଂହପୁର : ଅଭିଯୋଗ ପରେ ପୀଡ଼ିତାଙ୍କୁ ବିବାହ କଲେ ପୋଲିସ୍‌ ଅଧିକାରୀ। କେନ୍ଦ୍ରାପଡା ଥାନାରେ ଏସ୍‌ଆଇ ଭାବରେ କାର୍ଯ୍ୟରତ ଜଣେ ଯୁବତୀଙ୍କୁ ଚାକିରି ଓ ବିବାହର ପ୍ରଲୋଭନ ଦେଖାଇ ଏକ ବର୍ଷ ଧରି ଶାରିରୀକ ସମ୍ପର୍କ  ରଖି ଆସିଥିଲେ ବୋଲି ଯୁବତୀ ଜଣକ କୁଜଙ୍ଗ ଥାନାରେ ଅଭିଯୋଗ କରିଥିଲେ। ଏହାପରେ ସମ୍ପୃକ୍ତ ଅଭିଯୁକ୍ତ ପୋଲିସ୍‌ ଅଧିକାରୀ ଜଣକ ସମ୍ପୃକ୍ତା ଯୁବତୀଙ୍କୁ ବିବାହ କରିଛନ୍ତି । ଉଭୟ ପକ୍ଷ ଏହି ବିବାହରେ ରାଜିଥିବାର ସୂଚନା ରହିଛି ।

ମିଳିଥିବା ସୂଚନା ଅନୁସାରେ କେନ୍ଦ୍ରାପଡା ଜିଲ୍ଲାରେ କାର୍ଯ୍ୟରତ ଜନୈକ ଯୁବ ପୋଲିସ୍‌ ଅଧିକାରୀଙ୍କ ନାମରେ ଦୁଷ୍କର୍ମ ଅଭିଯୋଗ ଆଣିଥିଲେ କୁଜଙ୍ଗର ଜନୈକ ଯୁବତୀ। କେନ୍ଦ୍ରାପଡା ଥାନାରେ ଏସ୍‌ଆଇ ଭାବରେ କାର୍ଯ୍ୟରତ ଏହି ଏସ୍‌ଆଇ ଜଣଙ୍କ ଚାକିରି ଏବଂ ବିବାହର ପ୍ରଲୋଭନ ଦେଖାଇ ଦୀର୍ଘ ଏକ ବର୍ଷ ଧରି ଯୁବତୀଙ୍କ ସହିତ ଶାରୀରିକ ସମ୍ପର୍କ ରଖି ଆସିଥିଲେ ବୋଲି ଯୁବତୀ ଜଣକ କୁଜଙ୍ଗ ଥାନାରେ ଅଭିଯୋଗ କରିଥିଲେ। ଏହି ମାମଲାକୁ ତିର୍ତ୍ତୋଲ୍‌ ଉପଖଣ୍ଡ ଆରକ୍ଷୀ ଅଧୀକ୍ଷକ ଦୀପକ ରଞ୍ଜନ ଜେନା ଓ କୁଜଙ୍ଗ ଥାନା ସବ୍‌ଇନ୍ସପେକ୍ଟର ଶୁଭ୍ରଜିତ୍‌ ଦାସ ତଦନ୍ତକରୁଥିବାବେଳେ ଉଭୟ ପକ୍ଷକୁ ବୁଝାଶୁଝା କରିଥିଲେ। ଏହା ପରେ ଅଭିଯୁକ୍ତ ଜଣକ ମନ୍ଦିରରେ ଯୁବତୀଙ୍କୁ ବିବାହ କରିଥିବାର ସୂଚନା ରହିଛି।

Share. Facebook Twitter LinkedIn Email WhatsApp Copy Link

Related Posts

ବିହାରର ନୂତନ ମୁଖ୍ୟମନ୍ତ୍ରୀଙ୍କୁ ମନୋନୀତ କରିବେ ନୀତିଶ କୁମାର?: ସ୍ପଷ୍ଟ କଲେ ବିଜେପି ରାଜ୍ୟ ସଭାପତି

March 25, 2026

ରତ୍ନ ଭଣ୍ଡାରର ଗଣତିମଣତି ଆରମ୍ଭ: ଜାଣନ୍ତୁ ଏହାର ପ୍ରକ୍ରିୟା ଏବଂ ପୂର୍ବରୁ କେତେ ଥିଲା ଅଳଙ୍କାର?

March 25, 2026

ପାକିସ୍ତାନରେ ଅଧିକ ଦରମା ସତ୍ତ୍ୱେ IPLରେ ଯୋଗଦେଲେ ଏହି ଖେଳାଳି: ଧୋନିଙ୍କ ସହିତ ଖେଳିବାକୁ ଆଗ୍ରହୀ

March 25, 2026

ଦୁଷ୍କର୍ମ ଅଭିଯୋଗ ମାମଲା: ୭ ମାସ ଧରି ଫେରାର ଥିବା ଆପ ବିଧାୟକଙ୍କୁ ଗିରଫ କଲା ପୋଲିସ

March 25, 2026
Latest News

ଭାରତ ସରକାରଙ୍କ ବଡ଼ ପଦକ୍ଷେପ: ତିନି ମାସ ମଧ୍ୟରେ PNG ସଂଯୋଗ ନକଲେ ମିଳିବନି LPG

March 25, 2026

ବିହାରର ନୂତନ ମୁଖ୍ୟମନ୍ତ୍ରୀଙ୍କୁ ମନୋନୀତ କରିବେ ନୀତିଶ କୁମାର?: ସ୍ପଷ୍ଟ କଲେ ବିଜେପି ରାଜ୍ୟ ସଭାପତି

March 25, 2026

ରତ୍ନ ଭଣ୍ଡାରର ଗଣତିମଣତି ଆରମ୍ଭ: ଜାଣନ୍ତୁ ଏହାର ପ୍ରକ୍ରିୟା ଏବଂ ପୂର୍ବରୁ କେତେ ଥିଲା ଅଳଙ୍କାର?

March 25, 2026

ପାକିସ୍ତାନରେ ଅଧିକ ଦରମା ସତ୍ତ୍ୱେ IPLରେ ଯୋଗଦେଲେ ଏହି ଖେଳାଳି: ଧୋନିଙ୍କ ସହିତ ଖେଳିବାକୁ ଆଗ୍ରହୀ

March 25, 2026

ଦୁଷ୍କର୍ମ ଅଭିଯୋଗ ମାମଲା: ୭ ମାସ ଧରି ଫେରାର ଥିବା ଆପ ବିଧାୟକଙ୍କୁ ଗିରଫ କଲା ପୋଲିସ

March 25, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.