Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଜ୍ୟରୁ ଆଉ ଏକ ମୁଣ୍ଡ ନେଲା କରୋନା : ମୃତ୍ୟୁ ସଂଖ୍ୟା 11କୁ ବୃଦ୍ଧି
ଆଜିର ଖବର

ରାଜ୍ୟରୁ ଆଉ ଏକ ମୁଣ୍ଡ ନେଲା କରୋନା : ମୃତ୍ୟୁ ସଂଖ୍ୟା 11କୁ ବୃଦ୍ଧି

June 14, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର : ଆଜି ରାଜ୍ୟରେ ଆଉ ଏକ ମୁଣ୍ଡ ନେଇଛି କରୋନା । ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା 11କୁ ବୃଦ୍ଧି ହୋଇଛି । ରାଜ୍ୟରେ କରୋନା ଯୋଗୁଁ ଆଉଜଣଙ୍କର ମୃତ୍ୟୁ ହୋଇଛି ବୋଲି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ମୃତକ ଜଣକ ଗଞ୍ଜାମ ଜିଲ୍ଲାର ବୋଲି ସୂଚନା ରହିଛି। ମୃତକଙ୍କ ବୟସ 50ବର୍ଷ ବୋଲି ଜଣାପଡିଛି । ଗଞ୍ଜାମରେ କରୋନା ଜନିତ ଏହା ହେଉଛି ଷଷ୍ଠ ମୃତ୍ୟୁ ।ମୃତକଙ୍କ ଜଣକ କରୋନାରେ ଆକ୍ରାନ୍ତ ହେବା ସହିତ ଅନ୍ୟାନ୍ୟ ରୋଗରେ ମଧ୍ୟ ପୀଡ଼ିତ ଥିଲେ ।  ତାଙ୍କ ଠାରେ ଡାୟବେଟିସ୍‌ ଓ ହାଇପରଟେନସନ୍‌ ଓ କିଡ୍‌ନୀ ସମସ୍ୟା ମଧ୍ୟ ରହିଥିଲା ।

ପୂର୍ବରୁ ରାଜ୍ୟରେ କରୋନା ଯୋଗୁଁ 10 ଜଣଙ୍କର ମୃତ୍ୟୁ ହୋଇଥିଲା ।  ଗଞ୍ଜାମରୁ ସର୍ବାଧିକ 6ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ଖୋର୍ଦ୍ଧା ଜିଲ୍ଲାରୁ 4 ଜଣଙ୍କର ମୃତ୍ୟୁ ହୋଇଛି । କଟକରୁ ଜଣକର ମୃତ୍ୟୁ ଘଟିଛି । ସେହିପରି ଆଉ 3 ଜଣ କରୋନାରେ ଆକ୍ରାନ୍ତ ହୋଇଥିଲେ ମଧ୍ୟ କରୋନା ଯୋଗୁ ସେମାନଙ୍କର ମୃତ୍ୟୁ ଘଟି ନ ଥିବା ସୂଚନା ଦିଆଯାଇଛି।

କରୋନା ମୃତ୍ୟୁ ଗଞ୍ଜାମ
Share. Facebook Twitter LinkedIn Email WhatsApp Copy Link

Related Posts

ଡିଜେଲ ଉପରେ ରପ୍ତାନୀ ଶୁଳ୍କ ବୃଦ୍ଧି

April 11, 2026

ମିଆଁପୁରର ନାମ ବଦଳାଇଲେ ମୁଖ୍ୟମନ୍ତ୍ରୀ ଯୋଗୀ: ଏବେ ରବିନ୍ଦ୍ର ନଗର ଟାଗୋରଙ୍କ ନାମରେ ହେବ ପରିଚିତ

April 11, 2026

ୟୁପିରେ SIR ଦ୍ଵାରା କଟିଲା ୨.୮୯ କୋଟି ନାମ: ପୂର୍ବରୁ ଥିଲେ କେତେ ଭୋଟର?

April 11, 2026

ପଶ୍ଚିମବଙ୍ଗରେ ବିଜେପି ର କିଏ ହେବେ ମୁଖ୍ୟମନ୍ତ୍ରୀ?: ଅମିତ ଶାହଙ୍କ ବଡ଼ ଘୋଷଣା

April 11, 2026
Latest News

ଡିଜେଲ ଉପରେ ରପ୍ତାନୀ ଶୁଳ୍କ ବୃଦ୍ଧି

April 11, 2026

ମିଆଁପୁରର ନାମ ବଦଳାଇଲେ ମୁଖ୍ୟମନ୍ତ୍ରୀ ଯୋଗୀ: ଏବେ ରବିନ୍ଦ୍ର ନଗର ଟାଗୋରଙ୍କ ନାମରେ ହେବ ପରିଚିତ

April 11, 2026

ୟୁପିରେ SIR ଦ୍ଵାରା କଟିଲା ୨.୮୯ କୋଟି ନାମ: ପୂର୍ବରୁ ଥିଲେ କେତେ ଭୋଟର?

April 11, 2026

ପଶ୍ଚିମବଙ୍ଗରେ ବିଜେପି ର କିଏ ହେବେ ମୁଖ୍ୟମନ୍ତ୍ରୀ?: ଅମିତ ଶାହଙ୍କ ବଡ଼ ଘୋଷଣା

April 11, 2026

ନୂତନ EV ନୀତିର ଡ୍ରାଫ୍ଟ ପ୍ରକାଶ କଲେ ଦିଲ୍ଲୀ ସରକାର: 100% ସଡ଼କ ଟିକସ ଏବଂ ପଞ୍ଜୀକରଣ ଫି ରିହାତି

April 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.