Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଜ୍ୟରେ ଆଉ 114 କରୋନା ଆକ୍ରାନ୍ତ ସୁସ୍ଥ
ଆଜିର ଖବର

ରାଜ୍ୟରେ ଆଉ 114 କରୋନା ଆକ୍ରାନ୍ତ ସୁସ୍ଥ

June 14, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର : ରାଜ୍ୟରେ ଆଉ 114 ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ।  ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ସୁନ୍ଦରଗଡରୁ ସର୍ବାଧିକ 30 ଜଣ ରହିଛନ୍ତି । ସେହିପରି ଖୋର୍ଦ୍ଧାରୁ 23, ଗଞ୍ଜାମରୁ 17, କଟକରୁ 11, ମୟୂରଭଞ୍ଜରୁ 10, ଗଜପତିରୁ8, ବରଗଡରୁ 5, ନୟାଗଡରୁ 4, ବଲାଙ୍ଗିରରୁ 3 ଜଣ ରହିଛନ୍ତି । ବାଲେଶ୍ବର, କୋରାପୁଟ ଓ ସମ୍ବଲପୁରରୁ ଜଣେ ଲେଖାଏଁ ରହିଛନ୍ତି ।

ଉଲ୍ଲେଖଯୋଗ୍ୟ ଯେ, ଆଜିର ସୁସ୍ଥ ବ୍ୟକ୍ତିଙ୍କୁ ମିଶାଇ 2708 ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଆଜି ରାଜ୍ୟରେ 186ଜଣ ପଜିଟିଭ୍‌ ଚିହ୍ନଟ ହୋଇଥିଲେ । ରାଜ୍ୟରେ ଏବେ ସର୍ବମୋଟ ଆକ୍ରାନ୍ତଙ୍କ ସଂଖ୍ୟା 3909ରେ ପହଞ୍ଚିଥିବାବେଳେ ଆଜି ଜଣକର ମୃତ୍ୟୁ ଘଟିଛି । ରାଜ୍ୟରେ ଏବେ କରୋନା ଜନିତ ମୃତ୍ୟୁ ସଂଖ୍ୟା 11କୁ ବୃଦ୍ଧି ହୋଇଛି । ସେହିପରି 3 ଜଣ କରୋନାରେ ଆକ୍ରାନ୍ତ ଥିଲେ ସୁଦ୍ଧା ଅନ୍ୟ ରୋଗରେ ମୃତ୍ୟୁବରଣ କରିଥିବାର ସୂଚନା ରହିଛି ।

କରୋନା ଆକ୍ରାନ୍ତ ସୁସ୍ଥ
Share. Facebook Twitter LinkedIn Email WhatsApp Copy Link

Related Posts

ଭୁବନେଶ୍ୱର ଓ କଟକ ରେଳ ଷ୍ଟେସନ ପୁନଃବିକାଶ ପ୍ରଗତିର ସମୀକ୍ଷା

December 27, 2025

ଜମ୍ମୁ କାଶ୍ମୀରର ବରଫାବୃତ ଅଞ୍ଚଳରେ ୩୦ ରୁ ୩୫ ଆତଙ୍କବାଦୀ ସକ୍ରିୟ, ସେନାର ଅପରେସନ୍ ଆରମ୍ଭ

December 27, 2025

ଅଲଚିକି ଲିପି ଉଦ୍ଭାବନର ଶତବାର୍ଷିକୀ ଉତ୍ସବରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ

December 27, 2025

କେନ୍ଦୁଝର ମଇଦାନକେଲ ପ୍ରଗତି ଉଚ୍ଚ ବିଦ୍ୟାଳୟର ସୁବର୍ଣ୍ଣ ଜୟନ୍ତୀରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ

December 27, 2025
Latest News

ଭୁବନେଶ୍ୱର ଓ କଟକ ରେଳ ଷ୍ଟେସନ ପୁନଃବିକାଶ ପ୍ରଗତିର ସମୀକ୍ଷା

December 27, 2025

ଜମ୍ମୁ କାଶ୍ମୀରର ବରଫାବୃତ ଅଞ୍ଚଳରେ ୩୦ ରୁ ୩୫ ଆତଙ୍କବାଦୀ ସକ୍ରିୟ, ସେନାର ଅପରେସନ୍ ଆରମ୍ଭ

December 27, 2025

ଅଲଚିକି ଲିପି ଉଦ୍ଭାବନର ଶତବାର୍ଷିକୀ ଉତ୍ସବରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ

December 27, 2025

କେନ୍ଦୁଝର ମଇଦାନକେଲ ପ୍ରଗତି ଉଚ୍ଚ ବିଦ୍ୟାଳୟର ସୁବର୍ଣ୍ଣ ଜୟନ୍ତୀରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ

December 27, 2025

ଭୁବନେଶ୍ୱର, ପୁରୀ ଏବଂ ବିଶାଖାପାଟଣାରେ ରେଳ ଚଳାଚଳ କ୍ଷମତାକୁ ଦ୍ୱିଗୁଣା କରିବା ପାଇଁ ଉନ୍ନତିକରଣ କାର୍ଯ୍ୟ

December 27, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.