Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଅଭିନେତା ସୁଶାନ୍ତଙ୍କ ମୃତ୍ୟୁକୁ ନେଇ ଶୋକ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
ଆଜିର ଖବର

ଅଭିନେତା ସୁଶାନ୍ତଙ୍କ ମୃତ୍ୟୁକୁ ନେଇ ଶୋକ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

June 14, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର : ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁକୁ ନେଇ ପ୍ରଧାନମନ୍ତ୍ରୀ ମୋଦି ଶୋକପ୍ରକାଶ କରିଛନ୍ତି । ଜଣେ ସଫଳ ଯୁବ ଅଭିନେତା ଏତେ ଶୀଘ୍ର ଚାଲିଯିବା ଅତ୍ୟନ୍ତ ଦୁଃଖଦାୟକ ବୋଲି କହିଛନ୍ତି ପ୍ରଧାନମନ୍ତ୍ରୀ । ଟେଲିଭିନ ଓ ଫିଲ୍ମରେ ସେ ଅନେକ ସଫଳତା ସାଉଁଟିଛନ୍ତି । ତାଙ୍କ ବହୁ ସ୍ମରଣୀୟ ଅଭିନୟ ଅନେକଙ୍କୁ ପ୍ରେରଣା ଦେଇଛି ।

ସୁଶାନ୍ତ ରାଜପୁତଙ୍କ ମୃତ୍ୟୁ ନେଇ ଶୋକ ପ୍ରକାଶ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଟୁଇଟ୍‌ କରି ଅମର ଆତ୍ମାର ସଦ୍‌ଗତି କାମନା କରିଛନ୍ତି ନବୀନ । ଅଭିନେତା ସୁଶାନ୍ତ ରାଜପୁତଙ୍କ ହଠାତ୍‌ ମୃତ୍ୟୁ ଅତ୍ୟନ୍ତ ଦୁଃଖଦାୟକ ବୋଲି କହିଛନ୍ତି ନବୀନ । ବହୁ ସିନେ ତାରକା, ରାଜନେତାମାନେ ସୁଶାନ୍ତଙ୍କ ମୃତ୍ୟୁରେ ଟୁଇଟ୍‌ କରି ଶୋକ ପ୍ରକଟ କରିଛନ୍ତି ।

ସୂଚନାଯୋଗ୍ୟ, ବଲିଉଡର ଲୋକପ୍ରିୟ ଅଭିନେତା ସୁଶାନ୍ତ ସିଂ 34 ବର୍ଷ ବୟସରେ ମୁମ୍ବାଇର ବାନ୍ଦ୍ରାସ୍ଥିତ ନିଜ ବାସଭବନରେ ଆତ୍ମହତ୍ୟା କରିଛନ୍ତି । ଆତ୍ମହତ୍ୟାର କାରଣ ଏପର୍ଯ୍ୟନ୍ତ ଜଣାପଡିନାହିଁ ।

Share. Facebook Twitter LinkedIn Email WhatsApp Copy Link

Related Posts

ଯୁଦ୍ଧ ସମୟରେ କ୍ଷେପଣାସ୍ତ୍ରର ଅଭାବ ରହିବ ନାହିଁ: ବଡ଼ ନିଷ୍ପତ୍ତି ନେଲା ପ୍ରତିରକ୍ଷା ମନ୍ତ୍ରଣାଳୟ

August 25, 2026

ସଂସଦ କମିଟି ବୈଠକରେ ହଟ୍ଟଗୋଳ: ପେଲେଟ୍ ଗନ୍ ଉପରେ ଆଲୋଚନା ପାଇଁ ଦାବି

August 25, 2026

ଏବେ ଶସ୍ତା ହେଲା ଚିନି: ଗୋଟିଏ ଝଟକାରେ ମୂଲ୍ୟ ୧୮% କୁ ହ୍ରାସ

August 25, 2026

“ମୁଁ ଆଉ ଅଧିକ କାମ କରିପାରିବି ନାହିଁ…”: ନୀତିନ ଗଡକରୀଙ୍କ ବଡ଼ ବୟାନ

August 25, 2026
Latest News

ଯୁଦ୍ଧ ସମୟରେ କ୍ଷେପଣାସ୍ତ୍ରର ଅଭାବ ରହିବ ନାହିଁ: ବଡ଼ ନିଷ୍ପତ୍ତି ନେଲା ପ୍ରତିରକ୍ଷା ମନ୍ତ୍ରଣାଳୟ

August 25, 2026

ସଂସଦ କମିଟି ବୈଠକରେ ହଟ୍ଟଗୋଳ: ପେଲେଟ୍ ଗନ୍ ଉପରେ ଆଲୋଚନା ପାଇଁ ଦାବି

August 25, 2026

ଏବେ ଶସ୍ତା ହେଲା ଚିନି: ଗୋଟିଏ ଝଟକାରେ ମୂଲ୍ୟ ୧୮% କୁ ହ୍ରାସ

August 25, 2026

“ମୁଁ ଆଉ ଅଧିକ କାମ କରିପାରିବି ନାହିଁ…”: ନୀତିନ ଗଡକରୀଙ୍କ ବଡ଼ ବୟାନ

August 25, 2026

ଜେଲ ଯିବେ ତରୁଣ ତେଜପାଲ: ଝଟକା ଦେଲେ ସୁପ୍ରିମକୋର୍ଟ

August 25, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.