Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଉ 146 ପଜିଟିଭ୍‌ ଚିହ୍ନଟ, ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା 4 ହଜାର ଡେଇଁଲା
ଆଜିର ଖବର

ଆଉ 146 ପଜିଟିଭ୍‌ ଚିହ୍ନଟ, ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା 4 ହଜାର ଡେଇଁଲା

June 15, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର : ରାଜ୍ୟରେ ଆଜି146 କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛି । ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା। ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ 128ଜଣ ଚିହ୍ନଟ ହୋଇଥିବାବେଳେ 18ଟି ଲୋକାଲ କେସ୍‌ ରହିଛି । ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା 4,055କୁ ବୃଦ୍ଧି ହୋଇଛି । ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି 1333 । ସେହିପରି ସୁସ୍ଥ ହୋଇଛନ୍ତି 2708 । ରାଜ୍ୟରେ କରୋନା ଯୋଗୁଁ ମୃତ୍ୟବରଣ କରିଛନ୍ତି 11ଜଣ । ସେହିପରି 3 ଜଣ କରୋନାରେ ଆକ୍ରାନ୍ତ ଥିଲେ ସୁଦ୍ଧା ଅନ୍ୟ ରୋଗରେ ମୃତ୍ୟୁବରଣ କରିଥିବାର ସୂଚନା ରହିଛି ।

କରୋନା
Share. Facebook Twitter LinkedIn Email WhatsApp Copy Link

Related Posts

କେବେ ପ୍ରକାଶ ପାଇବ CBSE ଫଳାଫଳ: ବଡ଼ ସୂଚନା ଦେଲେ ଧର୍ମେନ୍ଦ୍ର ପ୍ରଧାନ

June 22, 2026

ଚାକିରି ପାଇଁ ଯୋଗ ବାଧ୍ୟତାମୂଳକ!: HSSC ଏବଂ HPSC ପରୀକ୍ଷାରେ ବଡ଼ ହେବ ପରିବର୍ତ୍ତନ

June 22, 2026

ଭାରତ ପାଇଁ ବଢିଲା ଟି-୨୦ ବିଶ୍ୱକପ୍ ରୁ ବାଦ ପଡ଼ିବାର ଆଶଙ୍କା: ବୁଝନ୍ତୁ ସମ୍ପୂର୍ଣ୍ଣ ସମୀକରଣ

June 22, 2026

ବିଜେଡିକୁ ବଡ଼ ଝଟକା: କ୍ରସ୍ ଭୋଟିଂ ମାମଲାରେ ୮ ବିଧାୟକଙ୍କ ବିରୋଧରେ ଅଯୋଗ୍ୟତା ଆବେଦନ ଖାରଜ

June 22, 2026
Latest News

କେବେ ପ୍ରକାଶ ପାଇବ CBSE ଫଳାଫଳ: ବଡ଼ ସୂଚନା ଦେଲେ ଧର୍ମେନ୍ଦ୍ର ପ୍ରଧାନ

June 22, 2026

ଚାକିରି ପାଇଁ ଯୋଗ ବାଧ୍ୟତାମୂଳକ!: HSSC ଏବଂ HPSC ପରୀକ୍ଷାରେ ବଡ଼ ହେବ ପରିବର୍ତ୍ତନ

June 22, 2026

ଭାରତ ପାଇଁ ବଢିଲା ଟି-୨୦ ବିଶ୍ୱକପ୍ ରୁ ବାଦ ପଡ଼ିବାର ଆଶଙ୍କା: ବୁଝନ୍ତୁ ସମ୍ପୂର୍ଣ୍ଣ ସମୀକରଣ

June 22, 2026

ବିଜେଡିକୁ ବଡ଼ ଝଟକା: କ୍ରସ୍ ଭୋଟିଂ ମାମଲାରେ ୮ ବିଧାୟକଙ୍କ ବିରୋଧରେ ଅଯୋଗ୍ୟତା ଆବେଦନ ଖାରଜ

June 22, 2026

ଉଦ୍ଧବ ଠାକରେଙ୍କୁ ବଡ଼ ଝଟକା!: ବିଜେପିରେ ଯୋଗ ଦେଲେ ୫୦ ରୁ ଅଧିକ ପଦାଧିକାରୀ

June 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.