Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଭୁବନେଶ୍ବରରୁ 5 କରୋନା ଆକ୍ରାନ୍ତ ଚିହ୍ନଟ
ଆଜିର ଖବର

ଭୁବନେଶ୍ବରରୁ 5 କରୋନା ଆକ୍ରାନ୍ତ ଚିହ୍ନଟ

June 15, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର : ରାଜଧାନୀ ଭୁବନେଶ୍ବରରୁ ଆଜି ଆଉ 5 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ 5 ଆକ୍ରାନ୍ତଙ୍କ ମଧ୍ୟରୁ 3 ଜଣ ହୋମ୍‌ କ୍ବାରେଣ୍ଟିନ୍‌ରେ ରହିଥିବା ବେଳେ 2 ଜଣ ସ୍ଥାନୀୟ ଆକ୍ରାନ୍ତ ବୋଲି ଜଣାପଡିଛି । ଚିହ୍ନଟ ହୋଇଥିବା ଦୁଇ ସ୍ଥାନୀୟ ଆକ୍ରାନ୍ତ ହେଉଛନ୍ତି ମହିଳା । ନୟାପଲ୍ଲୀ ବେହେରା ସାହିର ଜଣେ 37 ବର୍ଷୀୟ ମହିଳା ରହିଥିବା ବେଳେ ଅନ୍ୟ ଜଣେ 28 ବର୍ଷୀୟା ମହିଳା ଏକ ଘରୋଇ ହସ୍ପିଟାଲରେ କାର୍ଯ୍ୟରତ । ସେହିପରି ହୋମ୍‌ କ୍ବାରେଣ୍ଟିନ୍‌ରେ ରହିଥିବା 3 ଜଣ ଚିନ୍ତାମଣିଶ୍ବର, ପଟିଆ ଏବଂ କୋଳଥିଆର ବୋଲି ଜଣାପଡିଛି । 5 ଜଣଙ୍କୁ ମିଶାଇ ଭୁବନେଶ୍ବରରେ ଆକ୍ରାନ୍ତଙ୍କ ସଂଖ୍ୟା 127ରେ ପହଞ୍ଚିଛି ।

bmc corona
Share. Facebook Twitter LinkedIn Email WhatsApp Copy Link

Related Posts

ଆଇଆଇସି ସନ୍ଧ୍ୟାରାଣୀ ଜେନାଙ୍କ ନାଁରେ ମାମଲା ରୁଜୁ

June 2, 2026

ଆଜି ଶପଥ ଗ୍ରହଣ କରିବେ ସୁପ୍ରିମକୋର୍ଟର ୫ ନୂତନ ବିଚାରପତି

June 2, 2026

ଆସନ୍ତା ୧୯ରେ ରାଷ୍ଟ୍ରପତି, ୨୦ରେ ଆସିବେ ପ୍ରଧାନମନ୍ତ୍ରୀ

June 2, 2026

କେନ୍ଦ୍ର କୋଇଲା ଓ ଖଣି ମନ୍ତ୍ରୀଙ୍କ ସହିତ ମୁଖ୍ୟମନ୍ତ୍ରୀ କଣ କଲେ ଆଲୋଚନା, ଜାଣନ୍ତୁ ପୁରା ଖବର

June 2, 2026
Latest News

ଆଇଆଇସି ସନ୍ଧ୍ୟାରାଣୀ ଜେନାଙ୍କ ନାଁରେ ମାମଲା ରୁଜୁ

June 2, 2026

ଆଜି ଶପଥ ଗ୍ରହଣ କରିବେ ସୁପ୍ରିମକୋର୍ଟର ୫ ନୂତନ ବିଚାରପତି

June 2, 2026

ଆସନ୍ତା ୧୯ରେ ରାଷ୍ଟ୍ରପତି, ୨୦ରେ ଆସିବେ ପ୍ରଧାନମନ୍ତ୍ରୀ

June 2, 2026

ରକ୍ଷକ ନା ଭକ୍ଷକ? ଓଡ଼ିଶା ପୋଲିସକୁ ନେଇ ବଢ଼ୁଛି ପ୍ରଶ୍ନ ?

June 2, 2026

କେନ୍ଦ୍ର କୋଇଲା ଓ ଖଣି ମନ୍ତ୍ରୀଙ୍କ ସହିତ ମୁଖ୍ୟମନ୍ତ୍ରୀ କଣ କଲେ ଆଲୋଚନା, ଜାଣନ୍ତୁ ପୁରା ଖବର

June 2, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.