Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଜଗତସିଂହପୁରର 4 ଆକ୍ରାନ୍ତଙ୍କ ତଥ୍ୟ ଜାରି କଲା ଜିଲ୍ଲା ପ୍ରଶାସନ
ଆଜିର ଖବର

ଜଗତସିଂହପୁରର 4 ଆକ୍ରାନ୍ତଙ୍କ ତଥ୍ୟ ଜାରି କଲା ଜିଲ୍ଲା ପ୍ରଶାସନ

June 15, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ରମେଶ ମହାନ୍ତି
ଜଗତସିଂହପୁର : ଆଜି ଜଗତସିଂପୁରରୁ 4 ଜଣ ନୂତନ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଜିଲ୍ଲା ପ୍ରଶାସନ ପକ୍ଷରୁ ଆକ୍ରାନ୍ତଙ୍କ ତଥ୍ୟ ଜାରି କରାଯାଇଛି । ତିର୍ତ୍ତୋଲ ବ୍ଲକରୁ ଦୁଇଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ବାଲିକୁଦା ଏବଂ ନାଉଗାଁରୁ ଜଣେ ଲେଖାଏଁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଚାରି ଜଣ ଆକ୍ରାନ୍ତ ପ୍ରବାସ ଫେରନ୍ତା ବୋଲି ଜଣାପଡିଛି । ତିର୍ତ୍ତୋଲର ଦୁଇ ଆକ୍ରାନ୍ତ ମହାରାଷ୍ଟ୍ର ଏବଂ କର୍ଣ୍ଣାଟକ ଫେରନ୍ତା ହୋଇଥିବା ବେଳେ ବାଲିକୁଦାର ଆକ୍ରାନ୍ତ ଜଣକ ଉତ୍ତର ପ୍ରଦେଶରୁ ଏବଂ ନାଉଗାଁ ଆକ୍ରାନ୍ତ ଜଣକ ହରିୟାଣାରୁ ଫେରିଥିଲେ । 4 ଆକ୍ରାନ୍ତଙ୍କ ମଧ୍ୟରୁ 3 ଜଣ ଲକ୍ଷଣ ବିହୀନ ଥିବା ବେଳେ ଜଣଙ୍କ ଠାରେ ରୋଗର ଲକ୍ଷଣ ରହିଥିଲା । ସମସ୍ତ 4 ଆକ୍ରାନ୍ତ ଟିଏମ୍‌ସିରୁ ଚିହ୍ନଟ ହୋଇଥିବା ବେଳେ ଜିଲ୍ଲାରେ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା 158ରେ ପହଞ୍ଚିଛି । ଏହା ମଧ୍ୟରୁ 86 ଜଣ ସୁସ୍ଥ ହୋଇଥିବା ବେଳେ 72 ଜଣ ସକ୍ରୀୟ ଆକ୍ରାନ୍ତ ରହିଛନ୍ତି । ଉଲ୍ଲେଖଯୋଗ୍ୟ ଯେ, ତିର୍ତ୍ତୋଲ ବ୍ଲକରୁ ବାହାରିଥିବା ଦୁଇ ଆକ୍ରାନ୍ତଙ୍କ ମଧ୍ୟରୁ ଜଣେ ଇବ୍ରିସିଂ ପଞ୍ଚାୟତର ହୋଇଥିବା ବେଳେ ଅନ୍ୟଜଣେ କୃଷ୍ଣାନନ୍ଦପୁର ପଞ୍ଚାୟତର ବୋଲି ଜଣାପଡିଛି ।

corona jagatasinghpur
Share. Facebook Twitter LinkedIn Email WhatsApp Copy Link

Related Posts

Union Budget 2026: ଆୟକର ସମ୍ପର୍କରେ ବଡ଼ ଘୋଷଣା କଲେ ଅର୍ଥମନ୍ତ୍ରୀ, ଜାଣନ୍ତୁ କ’ଣ?

February 1, 2026

ଆଜି ପ୍ରଧାନମନ୍ତ୍ରୀଙ୍କ ପଞ୍ଜାବ ଗସ୍ତ: ବିମାନବନ୍ଦରରେ ଉଦ୍‌ଘାଟନ କରିବେ ଟର୍ମିନାଲ କୋଠା

February 1, 2026

ବଜେଟ୍ ଦିନ ସୁନା ମୂଲ୍ୟରେ ବଡ଼ ହ୍ରାସ: ଜାଣନ୍ତୁ ଆଜିର ଦର

February 1, 2026

ଆନ୍ଧ୍ର ପ୍ରଦେଶ ମୁଖ୍ୟମନ୍ତ୍ରୀଙ୍କ ବିରୋଧରେ ‘ଅପମାନଜନକ ମନ୍ତବ୍ୟ’: YSRCP ନେତା ଗିରଫ

February 1, 2026
Latest News

Union Budget 2026: ଆୟକର ସମ୍ପର୍କରେ ବଡ଼ ଘୋଷଣା କଲେ ଅର୍ଥମନ୍ତ୍ରୀ, ଜାଣନ୍ତୁ କ’ଣ?

February 1, 2026

Union Budget 2026: ଓଡ଼ିଶା ସମେତ ଏହି ରାଜ୍ୟରେ ହେବ ବିରଳ ଖଣିଜ କରିଡର

February 1, 2026

ଆଜି ପ୍ରଧାନମନ୍ତ୍ରୀଙ୍କ ପଞ୍ଜାବ ଗସ୍ତ: ବିମାନବନ୍ଦରରେ ଉଦ୍‌ଘାଟନ କରିବେ ଟର୍ମିନାଲ କୋଠା

February 1, 2026

ବଜେଟ୍ ଦିନ ସୁନା ମୂଲ୍ୟରେ ବଡ଼ ହ୍ରାସ: ଜାଣନ୍ତୁ ଆଜିର ଦର

February 1, 2026

ଆନ୍ଧ୍ର ପ୍ରଦେଶ ମୁଖ୍ୟମନ୍ତ୍ରୀଙ୍କ ବିରୋଧରେ ‘ଅପମାନଜନକ ମନ୍ତବ୍ୟ’: YSRCP ନେତା ଗିରଫ

February 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.