Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରେଢାଖୋଲରେ ଭାଲୁ ଆତଙ୍କରାଜ : ୨ ଦିନରେ ୩ ଜଣଙ୍କ ପ୍ରାଣହାନି
ଆଜିର ଖବର

ରେଢାଖୋଲରେ ଭାଲୁ ଆତଙ୍କରାଜ : ୨ ଦିନରେ ୩ ଜଣଙ୍କ ପ୍ରାଣହାନି

June 15, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

କନ୍ଦର୍ପ ବେହେରା
ରେଢାଖୋଲ : ଗତକାଲି ରେଢାଖୋଲ ବ୍ଲକ୍ ବଣୀଆଁବନ୍ଧରେ ଭାଲୁ ଆକ୍ରମଣରେ ୨ ଜଣ ବ୍ୟକ୍ତିଙ୍କର ମୃତ୍ୟୁହୋଇଥିବା ବେଳେ ଜଣେ ଆହତ ହୋଇଥିଲେ । ଏହି ଖବର ମନ ଭିତରୁ ନ ଲିଭୁଣୁ ଆଜି ଅପରାହ୍ନରେ ଆଉ ଜଣଙ୍କୁ ଭାଲୁ ଆକ୍ରମଣ କରି ମାରିପକାଇଥିବା ଖବର ହସ୍ତଗତ ହୋଇଛି । ଆଜି ବଣୀଆଁବନ୍ଧ ଗ୍ରାମର ସୁରୁ ନାଏକ (୩୨)ନାମକ ଜନୈକ ବ୍ୟକ୍ତି ମହୁ ସଂଗ୍ରହପାଇଁ ଯାଇଥିବା ବେଳେ ଆଜି ପ୍ରାଣ ହରାଇଛନ୍ତି । ଗତକାଲି ଦୁଇ ଜଣଙ୍କର ପ୍ରାଣହାନି ଘଟିଥିବା ବେଳେ ଆଜି ଜଣଙ୍କର ପ୍ରାଣହାନି ଘଟିଛି । ଗତକାଲି ଆକ୍ରମଣ କରିଥିବା ଭାଲୁଟି ପୁନର୍ବାର ଆକ୍ରମଣ କରିଥିବା ନେଇ ବନ ବିଭାଗ ପକ୍ଷରୁ ସୂଚନା ମିଳିଛି ।

ଗତକାଲି ମରିଥିବା ଭାଲୁଟି ଛୁଆଭାଲୁ ଥିଲା ଏବଂ ଦୁଇଟି ଯାକ ଆକ୍ରମଣରେ ମା’ ଭାଲୁ ସମ୍ପୃକ୍ତ ବୋଲି ବନବିଭାଗ ପକ୍ଷରୁ ସୂଚନା ମିଳିଛି । ଉଲ୍ଲେଖଯୋଗ୍ୟ ଯେ, ଗତକାଲିର ଭାଲୁ ଆକ୍ରମଣରେ ଚେରୁ ମୁଣ୍ଡା(୫୮) ଏବଂ କୃଷ୍ନ ମୁଣ୍ଡା(୩୮)ଙ୍କ ପ୍ରାଣହାନି ଘଟିଥିଲା । 3 ଜଣଙ୍କ ପ୍ରାଣହାନି ପରେ ସ୍ଥାନୀୟ ଅଞ୍ଚଳରେ ଆତଙ୍କ ଖେଳିଯାଇଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ମାକ୍ସ ସ୍ମାର୍ଟ ସୁପର ସ୍ପେଶାଲିଟି ହସ୍ପିଟାଲର ନୂତନ ଭବନ ଉଦଘାଟନ କଲେ ଅମିତ ଶାହ

September 3, 2026

ସମନ୍ୱିତ ଓ ପ୍ରଭାବଶାଳୀ ସରକାରୀ ଯୋଗାଯୋଗ ପାଇଁ ଆଇଏମପିସିସି ବୈଠକରେ ଗୁରୁତ୍ୱ

September 3, 2026

ହିମାଳୟ ନିକଟବର୍ତ୍ତୀ ଅଞ୍ଚଳ ଗୁଡ଼ିକରେ ଜିଏଲଓଏଫ୍‌ ଓ ହିମସ୍ଖଳନ ପ୍ରସ୍ତୁତି ସମୀକ୍ଷା

September 3, 2026

ଖୋର୍ଦ୍ଧା ଜିଲ୍ଲା ଶାଖା ନାଟ୍ୟ ନିର୍ଦ୍ଦେଶକ ସଂଘ ଗଠିତ: ସଭାପତି ହେଲେ ବିଭୂକଲ୍ୟାଣ ସାମନ୍ତରାୟ

September 3, 2026
Latest News

ଜାତୀୟ ଗ୍ରାମୀଣ ଜୀବିକା ମିଶନ ଅଧୀନରେ ଏସଏଚଜି ଓ ବ୍ୟକ୍ତିଗତ ଉଦ୍ୟୋଗ ଋଣ ସମୀକ୍ଷା

September 3, 2026

ମାକ୍ସ ସ୍ମାର୍ଟ ସୁପର ସ୍ପେଶାଲିଟି ହସ୍ପିଟାଲର ନୂତନ ଭବନ ଉଦଘାଟନ କଲେ ଅମିତ ଶାହ

September 3, 2026

ସମନ୍ୱିତ ଓ ପ୍ରଭାବଶାଳୀ ସରକାରୀ ଯୋଗାଯୋଗ ପାଇଁ ଆଇଏମପିସିସି ବୈଠକରେ ଗୁରୁତ୍ୱ

September 3, 2026

ରେଳ ସୁରକ୍ଷା, ବୈଷୟିକ ଏବଂ ରକ୍ଷଣାବେକ୍ଷଣ ତ୍ରୁଟିର ସଂଶୋଧନ ପାଇଁ ଅଶ୍ୱିନୀ ବୈଷ୍ଣବଙ୍କ ନିର୍ଦ୍ଦେଶ

September 3, 2026

ହିମାଳୟ ନିକଟବର୍ତ୍ତୀ ଅଞ୍ଚଳ ଗୁଡ଼ିକରେ ଜିଏଲଓଏଫ୍‌ ଓ ହିମସ୍ଖଳନ ପ୍ରସ୍ତୁତି ସମୀକ୍ଷା

September 3, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.