Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଭୁବନେଶ୍ବରରୁ 5 କରୋନା ପଜିଟିଭ୍‌ ଚିହ୍ନଟ
ଆଜିର ଖବର

ଭୁବନେଶ୍ବରରୁ 5 କରୋନା ପଜିଟିଭ୍‌ ଚିହ୍ନଟ

June 16, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର : ରାଜଧାନୀ ଭୁବନେଶ୍ବରରୁ ଆଉ 5 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ବିଗତ 24 ଘଣ୍ଟା ମଧ୍ୟରେ ଏହି 5 ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ନେଇ ବିଏମ୍‌ସି ପକ୍ଷରୁ ଟ୍ବିଟ୍‌ କରାଯାଇଛି । ଆକ୍ରାନ୍ତଙ୍କ ମଧ୍ୟରେ 4 ଜଣ ପୁରୁଷ ଏବଂ ଜଣେ ମହିଳା ରହିଛନ୍ତି । ସତ୍ୟନଗରରୁ ଚିହ୍ନଟ 36 ବର୍ଷୀୟ ପୁରୁଷ ଏବଂ ନିରାଙ୍କରୀ ନଗରରୁ ଚିହ୍ନଟ ପୁରୁଷଙ୍କର ଦିଲ୍ଲୀ ଯାତ୍ରାର ଇତିହାସ ରହିଛି । ପଟିଆର ଶ୍ରୀବିହାରରୁ ଚିହ୍ନଟ ହୋଇଥିବା 25 ବର୍ଷୀୟ ମହିଳା ପୂର୍ବରୁ ଜଣେ ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସିଛନ୍ତି । ଡୁମଡୁମାର ଏଚ୍‌ବି କଲୋନୀରୁ ଚିହ୍ନଟ 37 ବର୍ଷୀୟ ପୁରୁଷ ମଧ୍ୟ ଅନ୍ୟ ଜଣେ ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସିଥିଲେ । ସେହିପରି 24 ବର୍ଷୀୟ ଅନ୍ୟ ପୁରୁଷ ଆକ୍ରାନ୍ତ ଜଣ କେନ୍ଦ୍ର ସରକାରଙ୍କ ଅଧୀନରେ ମେଡିକାଲ ଅଫିସର ଭାବରେ କାର୍ଯ୍ୟରତ ।

corona covid19
Share. Facebook Twitter LinkedIn Email WhatsApp Copy Link

Related Posts

“ବନ୍ଦେ ମାତରମ୍” ପ୍ରସଙ୍ଗ: ନିଜର ମତ ସ୍ପଷ୍ଟ କଲେ କଂଗ୍ରେସ ନେତା ଶଶି ଥରୁର

August 22, 2026

ରକ୍ତ ଜୁଡୁବୁଡୁ ଅବସ୍ଥାରେ ବୃଦ୍ଧଙ୍କ ମୃତଦେହ ଉଦ୍ଧାର: ଥାନାରେ ହତ୍ୟା ଅଭିଯୋଗ

August 22, 2026

ଡବ୍ଲୁଟିସି ୨୦୨୫-୨୭ରେ ସର୍ବାଧିକ ରନ୍ କରିଥିବା ଶ୍ରେଷ୍ଠ ୫ ଭାରତୀୟ ବ୍ୟାଟ୍ସମ୍ୟାନ୍

August 22, 2026

ବିହାରରେ ଆଉ ଏକ ପ୍ରତିବାଦ ପାଇଁ ପ୍ରସ୍ତୁତି!: ଅଗଷ୍ଟ 25ରେ ମୁଖ୍ୟମନ୍ତ୍ରୀଙ୍କ ବାସଭବନ ଘେରାଉ

August 22, 2026
Latest News

“ବନ୍ଦେ ମାତରମ୍” ପ୍ରସଙ୍ଗ: ନିଜର ମତ ସ୍ପଷ୍ଟ କଲେ କଂଗ୍ରେସ ନେତା ଶଶି ଥରୁର

August 22, 2026

ରକ୍ତ ଜୁଡୁବୁଡୁ ଅବସ୍ଥାରେ ବୃଦ୍ଧଙ୍କ ମୃତଦେହ ଉଦ୍ଧାର: ଥାନାରେ ହତ୍ୟା ଅଭିଯୋଗ

August 22, 2026

ବାଣପୁର: ପ୍ରଜାପିତା ବ୍ରହ୍ମକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ ପକ୍ଷରୁ ରକ୍ତଦାନ ଶିବିର

August 22, 2026

ଭାରତ ପ୍ରତି ସତର୍କ ରହିବାକୁ ଚେତାବନୀ ଦେଲେ ପାକିସ୍ତାନର ମନ୍ତ୍ରୀ: ଜାଣନ୍ତୁ କାରଣ

August 22, 2026

ଡବ୍ଲୁଟିସି ୨୦୨୫-୨୭ରେ ସର୍ବାଧିକ ରନ୍ କରିଥିବା ଶ୍ରେଷ୍ଠ ୫ ଭାରତୀୟ ବ୍ୟାଟ୍ସମ୍ୟାନ୍

August 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.